Posted inଖେଳ

‘ଭାରତୀୟ କ୍ରିକେଟ ପାଇଁ ଭଲ ନିଷ୍ପତ୍ତି’

ମୁମ୍ବାଇ,୧୨ା୧୨: ଆଗାମୀ ଦକ୍ଷିଣ ଆଫ୍ରିକା ଗସ୍ତ ଲାଗି ଭାରତୀୟ ଟେଷ୍ଟ ଦଳ ଘୋଷଣା କରିବା ଅବସରରେ ରୋହିତ ଶର୍ମାଙ୍କୁ ଟି୨୦ ସହ ଦିନିକିଆ ଦଳର ଅଧିନାୟକ ଘୋଷଣା କରିଥିଲା ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ। ବିସିସିଆଇର ଏହି ନିଷ୍ପତ୍ତିକୁ ସ୍ବାଗତ କରିଛନ୍ତି ପୂର୍ବତନ ଭାରତୀୟ ଓପନର ତଥା ଭାଜପା ଏମ୍‌ପି ଗୌତମ ଗମ୍ଭୀର।

“ମୋ ମତରେ ରେଡ୍‌ ବଲ ଓ ହ୍ବାଇଟ୍‌ ବଲ କ୍ରିକେଟ ପାଇଁ ଦୁଇ ଭିନ୍ନ ଭିନ୍ନ ଅଧିନାୟକ ରଖିବା ଭାରତୀୟ କ୍ରିକେଟ ପାଇଁ ଶୁଭଙ୍କର ସାବ୍ୟସ୍ତ ହେବ। ଏହା ଦ୍ୱାରା ଟି୨୦ ଓ ଦିନିକିଆ ଦଳ ଗଠନ କରିବା ଲାଗି ରୋହିତଙ୍କୁ ଯଥେଷ୍ଟ ସମୟ ମିଳିବ। ମୋତେ ଲାଗୁଛି ଜଣେ ଅଧିନାୟକ ଭାବେ ରୋହିତ ଭାରତୀୟ କ୍ରିକେଟ ପାଇ ଁ ଭଲ କରିବେ। ଏହା ସହିତ ଭାରତୀୟ କ୍ରିକେଟ ଏବେ ସୁରକ୍ଷିତ ହାତରେ ଅଛି। ସେ ୫ ଥର ଆଇପିଏଲ ଟାଇଟଲ ଜିତିଛନ୍ତି। ଏହା ଦର୍ଶାଉଛି ଅନ୍ୟ ଅଧିନାୟକଙ୍କ ତୁଳନାରେ ସେ ବହୁତ କିଛି ଠିକ୍‌ କରୁଛନ୍ତି” ବୋଲି ୨୦୦୭ ଟି୨୦ ଓ ୨୦୧୧ ଦିନିକିଆ ବିଶ୍ୱକପ୍‌ ଚାମ୍ପିୟନ ଦଳର ସଦସ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚାୟତ ନିର୍ବାଚନ ପାଇଁ ୬ ମାସ ଥିବାବେଳେ ଅଣ୍ଟାଭିଡିଲେ ଏନଏସି ଯୁବମୋର୍ଚ୍ଚା: ସରକାରଙ୍କ ଲୋକାଭିମୁଖୀ କାର୍ଯ୍ୟକୁ…

ଗଞ୍ଜାମ ,୫।୬(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସିର ଯୁବ ମୋର୍ଚ୍ଚାର ଏକ ସାଙ୍ଘଠନିକ ବୈଠକ ଦଳୀୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଏନଏସି ମଣ୍ଡଳ ସଭାପତି…

ଲାଞ୍ଚ ନେବା ବେଳେ ଧରାପଡ଼ିଲେ ଜୁନିଅର୍‌ ଆସିଷ୍ଟାଣ୍ଟ

ଭଦ୍ରକ,୫।୬(ସନାତନ ରାଉତ): ଏକ ଘରୋଇ ସ୍କୁଲକୁ ଏନ୍‌ଓସି ଦେବା ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଲେ ଭଦ୍ରକ ଜିଲା…

ରାସ୍ତାପାର୍ଶ୍ୱରୁ ଜବରଦଖଲ ଉଚ୍ଛେଦ ଦାବି ନେଇ ଦହସିଲଦାରଙ୍କୁ ଦାବିପତ୍ର

ଅମରପାଲି,୫ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବାଗବର ପଞ୍ଚାୟତର ଦେଉଳମୁଣ୍ଡା ଗ୍ରାମରେ ଗୋଚର ଓ ସରକାରୀ ଜମିରୁ ଜବରଦଖଲ ଉଚ୍ଛେଦ କରିବା ପାଇଁ ଗ୍ରାମବାସୀ…

ନାବାଳିକାଙ୍କୁ ନେଇ ଚମ୍ପଟ ମାରିଲା ପ୍ରେମିକ, ପୁଅର କାରନାମା ପାଇଁ ଭିଟାମାଟି ଛାଡ଼ିଲେ ମାଆ-ବାପା

ଭୋଗରାଇ,୫।୬(ପ୍ରଦୀପ ଦାସ )ନାବାଳିକାଙ୍କୁ ନେଇ ଛୁ ମାରିଲେ ପ୍ରେମିକ । ପ୍ରେମିକା ଓ ପ୍ରେମିକଙ୍କ ପତ୍ତା ମିଳୁନଥିବାବେଳେ ପୋଲିସ ଓ ନାବାଳିକାଙ୍କ ପରିବାର ଭୟରେ ଆତ୍ମଗୋପନ କରିଛନ୍ତି…

ନାମାଙ୍କନ ଭରିବା ପରେ ବିସ୍ଫୋରକ ବୟାନ ଦେଲେ ଦେବାଶିଷ, ବିଜେଡିକୁ ନେଇ କହିଲେ ଏତେ ବଡ଼ କଥା; ରାଜ୍ୟରେ ଚହଳ

ଭୁବନେଶ୍ୱର, ୫।୬: ରାଜ୍ୟ ସଭା ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି ଦେବାଶିଷ ସାମନ୍ତରାୟ। ଭାଜପା ପ୍ରାର୍ଥୀ ଭାବେ ସେ ଶୁକ୍ରବାର ନାମାଙ୍କନ ଭରିଛନ୍ତି। ଏହି ସମୟରେ…

ଅବୁଜବାହାଲ କ୍ରସର ବନ୍ଦ ପାଇଁ ନିର୍ଦ୍ଦେଶ ଦେଲା ଖଣି ବିଭାଗ, ବିଭାଗୀୟ ଅଧିକାରୀ କ୍ଷେତ୍ର ପରିଦର୍ଶନ କରି…

ରିଷିଡ଼ା,୫ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତର ଅବୁଜବାହାଲସ୍ଥିତ ମିନମାନ ପାହାଡ଼ରେ ଚାଲୁଥିବା କ୍ରସର ବର୍ତ୍ତମାନ ବନ୍ଦ ରଖିବାକୁ ଖଣିବିଭାଗ ନିର୍ଦ୍ଦେଶ ଦେଇଛି। ଏହି…

ଆସନ୍ତା ୧୦ରେ ବସ୍‌ ଧର୍ମଘଟ ହେବ ନା ନାହିଁ? ବଡ଼ ଘୋଷଣା କଲା ବସ୍‌ ମାଲିକ ସଂଘ

ଭୁବନେଶ୍ୱର, ୫।୬: ୧୦ରେ ହେବନି ବସ୍‌ ଧର୍ମଘଟ। ଶୁକ୍ରବାର ଏସ୍‌ଟିଏ କମିଶନଙ୍କ ସହ ଆଲୋଚନା ପରେ ବସ୍‌ ମାଲିକ ସଂଘ ଏହି ନିଷ୍ପତ୍ତି ନେଇଛି। ଏଥିସହିତ ରାଜ୍ୟ…

ଭାଜପାରୁ କଟିଲା ଟିକେଟ୍, ଏବେ ମନ୍ତ୍ରୀ ପଦ ବି ଯିବ! କିଏ ସେହି ୨ ହେଭିୱେଟ୍ ନେତା ?

ନୂଆଦିଲ୍ଲୀ,୫।୬: ରାଜ୍ୟ ସଭା ଟିକେଟ ବଣ୍ଟନକୁ ନେଇ ମୋଦି କ୍ୟାବିନେଟରେ ଅଦଳବଦଳ ହେବାର ଗୁଞ୍ଜରଣ ଆରମ୍ଭ ହୋଇଛି। ପ୍ରକୃତରେ, ମୋଦି ସରକାରଙ୍କ ଦୁଇ ଜଣ ମନ୍ତ୍ରୀ ରାଜ୍ୟ ସଭା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri