ସଂକ୍ରମଣ ହେଲେ ବଞ୍ଚାଇବା କଷ୍ଟକର, କରୋନା କାଳରେ ବୟସ୍କଙ୍କ ସୁରକ୍ଷା ପ୍ରତି ଯତ୍ନବାନ ହୁଅନ୍ତୁ: ବାଗ୍‌ଚୀ

ଭୁବନେଶ୍ୱର,୨୪।୬(ବ୍ୟୁରୋ): କରୋନା ସଂକ୍ରମଣ ତାଲିକାରେ ଭାରତ ୪ର୍ଥ ସଂକ୍ରମିତ ରାଷ୍ଟ୍ର ପାଲଟିଲାଣି। ଏଭଳି ସ୍ଥିତି ଲାଗି ରହିଲେ ଆଗାମୀ ଏକ ସପ୍ତାହ ମଧ୍ୟରେ ଭାରତ ୩ୟ ସ୍ଥାନକୁ ପହଞ୍ଚିଯିବ। ଓଡ଼ିଶାରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫ହଜାରରୁ ଅଧିକ। ଜୁଲାଇ ଶେଷ ସୁଦ୍ଧା ପରିଣାମ କ’ଣ ହେବ କୁହାଯାଇପାରିବ ନାହିଁ। ଏହାକୁ ଦୃଷ୍ଟିରେ ରଖି ଘରର ପ୍ରତିଟି ବୟସ୍କ ବ୍ୟକ୍ତିଙ୍କୁ ଘଣ୍ଟଘୋଡାଇ ରଖିବାକୁ ପଡ଼ିବ। ଏଥିପାଇଁ ଦଶଟି ଜିନିଷକୁ ଧ୍ୟାନ ରଖିବାକୁ ପଡ଼ିବ ବୋଲି ଗୀତ ଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସୁବ୍ରତୋ ବାଗ୍‌ଚୀ କହିଛନ୍ତି। ସେଗୁଡ଼ିକ ହେଲା

୧-ତାଙ୍କ ପାଖକୁ ଗଲାବେଳେ ନିଜେ ମାସ୍କ ପିନ୍ଧନ୍ତୁ
୨-ତାଙ୍କର ଯେକୌଣସି ସେବା ଶୁଶ୍ରୁଷା କରିବା ଆଗରୁ ହାତ ସାବୁନରେ ଧୁଅନ୍ତୁ
୩-ତାଙ୍କର ଛୁଇଁବା ଜିନିଷ ଯେପରିକି ଆଶାବାଡ଼ି, ମୋବାଇଲ୍‌ ଫୋନ୍‌କୁ ପରିଷ୍କାର ରଖନ୍ତୁ
୪-କୁଟୁମ୍ବ କିମ୍ବା ବନ୍ଧୁମାନଙ୍କୁ ଘରକୁ ଡାକନ୍ତୁ ନାହିଁ
୫-ବୟସ୍କଙ୍କ ସାଙ୍ଗରେ ଘର ଭିତରେ ମଧ୍ୟ ଦୂରତା ରଖନ୍ତୁ
-ଅଯଥା ଡାକ୍ତରଖାନା, କ୍ଲିନିକ୍‌କୁ ନିଅନ୍ତୁ ନାହିଁ
୭-ଟ୍ରେନ୍‌, ଉଡାଜାହାଜ୍‌, ବସ୍‌ରେ ତାଙ୍କୁ ଯାତ୍ରା କରିବାକୁ ଦିଅନ୍ତୁ ନାହିଁ
୮- ନିଜେ ଭିଡ ଜାଗାକୁ ଯାଆନ୍ତୁ ନାହିଁ, ବାହାରୁ ଆସି ପରିଚ୍ଛନ୍ନତାର ସବୁ ନିୟମ ପାଳନ କର
୯- ବୟସ୍କଙ୍କର ଶାରିରୀକ, ମାନସିକ ହିତ ପ୍ରତି ଧ୍ୟାନ ଦିଅନ୍ତୁ
୧୦- ଜ୍ୱର, ଶ୍ୱାସ କଷ୍ଟର ଲକ୍ଷଣ ଦେଖିଲେ ୧୦୪ ସହ ଯୋଗାଯୋଗ କରନ୍ତୁ


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri