Posted inଜାତୀୟ

ଏହା ଭାଜପା ନୁହେଁ, ମୋଦିଙ୍କ ବିଜୟ: କଂଗ୍ରେସ ନେତା ଅଧୀର ରଂଜନ

ନୂଆଦିଲ୍ଲୀ,୪।୧୨: ମଧ୍ୟପ୍ରଦେଶ, ରାଜସ୍ଥାନ ଏବଂ ଛତିଶଗଡରେ ଭାଜପାର ବମ୍ପର ବିଜୟ ପରେ କଂଗ୍ରେସ ନେତା ଅଧୀର ରଂଜନ ନିଜ ପ୍ରତିକ୍ରିୟା ଦେଇଛନ୍ତି। ୩ଟି ରାଜ୍ୟରେ ପରାଜୟ ପରେ ଅଧୀର ରଂଜନ କହିଛନ୍ତି, ଏହା ଭାଜପା ନୁହେଁ, ମୋଦିଙ୍କ ବିଜୟ। କିଛି ଦିନ ପୂର୍ବରୁ ଯେତେବେଳେ ଆମେ କର୍ନାଟକ ଏବଂ ହିମାଚଳରେ ଜିତିଥିଲୁ, ପ୍ରଧାନମନ୍ତ୍ରୀ କେଉଁଠାରେ ଥିଲେ? ଏଥର ଭୋଟ ପିଏମ୍‌ ବନାମ ବାଘେଲ ଏବଂ ପିଏମ୍‌ ବନାମ ଗେହଲଟଙ୍କ ମଧ୍ୟରେ ହୋଇଛି।
ଅନ୍ୟପକ୍ଷରେ, ସଂସଦର ଶୀତକାଳୀନ ଅଧିବେଶନ ପୂର୍ବରୁ ବିରୋଧୀ ଦଳର ପରାଜୟକୁ ନେଇ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଯେଉଁମାନେ ହାରିଛନ୍ତି ସେମାନେ ସଂସଦରେ ପରାଜୟକୁ ନେଇ କ୍ରୋଧ ପ୍ରକାଶ କରିବା ଉଚିତ୍‌ ନୁହେଁ। ବିଧାନସଭା ନିର୍ବାଚନରେ ପରାଜୟର କ୍ରୋଧକୁ ଦୂର କରିବା ପାଇଁ ଯୋଜନା କରିବା ପରିବର୍ତ୍ତେ, ଯଦି ସେମାନେ ପୂର୍ବ ପରାଜୟରୁ ଶିଖନ୍ତି ଏବଂ ୯ ବର୍ଷର ନକାରାତ୍ମକ ଧାରା ଛାଡି ଏହି ଅଧିବେଶନରେ ସକରାତ୍ମକତା ସହିତ ଆଗକୁ ବଢନ୍ତି, ତେବେ ସେମାନଙ୍କ ପ୍ରତି ଦେଶର ଦୃଷ୍ଟିକୋଣ ବଦଳିଯିବ।
ମଧ୍ୟପ୍ରଦେଶ, ରାଜସ୍ଥାନ ଏବଂ ଛତିଶଗଡରେ ବିଧାନସଭା ନିର୍ବଚନର ଫଳାଫଳ ଭାଜପା ସପକ୍ଷରେ ଆସିଛି, ତଥାପି ତେଲଙ୍ଗାନା ରାଜ୍ୟରେ କଂଗ୍ରେସ ଜିତିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri