ଟ୍ରମ୍ପ୍‌ଙ୍କ ପ୍ରଥମ ସ୍ତ୍ରୀ ଇଭାନାଙ୍କ ପରଲୋକ

ଓ୍ବାଶିଂଟନ୍‌, ୧୫ା୭:ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ପ୍ରଥମ ସ୍ତ୍ରୀ ଇଭାନା ଟ୍ରମ୍ପ୍‌(୭୩)ଙ୍କ ଗୁରୁବାର ଅପରାହ୍ନରେ ନ୍ୟୁୟର୍କରେ ପରଲୋକ ହୋଇଛି। ଏ ନେଇ ଟ୍ରମ୍ପ୍‌ ନିଜ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ଟ୍ରୁଥ୍‌ ସୋସିଆଲରେ ପୋଷ୍ଟ କରି ଜଣାଇଛନ୍ତି। ଇଭାନାଙ୍କୁ ଟ୍ରମ୍ପ୍‌ ୧୯୭୭ରେ ବିବାହ କରିଥିଲେ। ଇଭାନା ପୂର୍ବତନ ରାଷ୍ଟ୍ରପତିଙ୍କ ବ୍ୟବସାୟିକ ସାମ୍ରାଜ୍ୟ ଟ୍ରମ୍ପ୍‌ ଅର୍ଗାନାଇଜେଶନରେ ଅନେକ ଗୁରୁତ୍ୱପୂର୍ଣ୍ଣ ପଦବୀରେ ରହିଥିଲେ। ଆମେରିକୀୟ ଅଭିନେତ୍ରୀ ମାର୍ଲା ମେପଲ୍‌ସଙ୍କ ସଂସ୍ପର୍ଶରେ ଟ୍ରମ୍ପ୍‌ ଆସିବା ପରେ ଇଭାନାଙ୍କ ସହ ସମ୍ପର୍କରେ ଫାଟ ସୃଷ୍ଟି ହୋଇଥିଲା। ଶେଷରେ ୧୯୯୯ରେ ଉଭୟଙ୍କ ମଧ୍ୟରେ ବିଚ୍ଛେଦ ହୋଇଥିଲା। ପରବର୍ତ୍ତୀ ସମୟରେ ଇଭାନା ପୋଷାକ, ଜୁଏଲାରୀ ଓ ପ୍ରସାଧନ ସାମଗ୍ରୀ ବ୍ୟବସାୟ ପ୍ରତି ମନ ବଳାଇଥିଲେ। ଇଭାନା ଅନେକ ପୁସ୍ତକର ରଚୟିତା। ତାଙ୍କ ଦ୍ୱାରା ଲିଖିତ ‘ରେଜିଂ ଟ୍ରମ୍ପ୍‌’ ପାଠକୀୟ ଆଦୃତି ଲାଭ କରିଥିଲା। ଏହି ଦମ୍ପତ୍ତିଙ୍କ ୩ ସନ୍ତାନ ଅଛନ୍ତି। ଡୋନାଲ୍ଡ ଜୁନିୟର, ଇଭାଙ୍କା ଏବଂ ଏରିକ୍‌। ମୃତ୍ୟୁର କାରଣ ନେଇ ଟ୍ରମ୍ପ୍‌ର ପରିବାର ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri