ଜାନ୍‌ଙ୍କୁ ଦେଖି ଚିହ୍ନିପାରୁନାହାନ୍ତି ଅନେକ; ପଛରେ ରହିଛି ଏଭଳି…

ବମ୍ବେ: ବର୍ତ୍ତମାନ ସମୟରେ ଫିଟ୍‌ ରହିବା ହେଉଛି ବଡ଼ ଆହ୍ବାନ। ହେଲେ ଏହାକୁ ଚ୍ୟାଲେଞ୍ଜ ଭାବେ ଗ୍ରହଣ କରୁଛନ୍ତି ଅନେକ ସେଲିବ୍ରିଟି। ବିଗ୍‌ ବସ୍‌ ସିଜନ-୧୪ରେ ଭାଗ ନେଇଥିବା ଜାନ କୁମାର ସାନୁ ଏବେ ସେଭଳି କିଛି କରି ସମସ୍ତଙ୍କୁ ଚମକାଇ ଦେଇଛନ୍ତି। ପ୍ରତିଯୋଗୀ ହିସାବରେ ସାମିଲ ହେବା ସମୟରେ ତାଙ୍କ ଓଜନ ଥିଲା ୯୨ କିଗ୍ରା। ହେଲେ ସେ ୨୨ କିଗ୍ରା ଓଜନ ହ୍ରାସ କରିଛନ୍ତି।

ଜାନ୍‌ ନିଜର ଟ୍ରାନ୍ସଫରମେଶନକୁ ନେଇ କହିଛନ୍ତି, ଲକ୍‌ଡାଉନ୍‌ ସମୟରେ ସେ ନିଜକୁ ବ୍ୟସ୍ତ ରଖିବାକୁ ଚେଷ୍ଟା କରିଥିଲେ। ଏଣୁ ସେ ଅଧିକ ସମୟ ଓ୍ବାର୍କଆଉଟ୍‌, ସଙ୍ଗୀତ ଏବଂ ନୂଆ ନୂଆ ଜିନିଷ ଉପରେ ଦେଉଥିଲେ। ବିଗ୍‌ବସ୍‌ରୁ ଫେରିବା ପରେ ସେ ନିଜର ଓଜନକୁ ନିୟନ୍ତ୍ରଣ କରିବା ଉଚିତ ବୋଲି ଭାବିଥିଲେ। ଗାୟକ ହୋଇଥିବାରୁ ତାଙ୍କୁ ଫିଟ୍‌ ରହିବାର ଆବଶ୍ୟକତା ଥିବା ଅନୁଭବ କରିଥିଲେ। ଶେଷରେ ତାହା ହିଁ ହୋଇଛି। ଜାନ୍‌ ଏବେ ନିଜକୁ ବେଶ୍‌ ସୁସ୍ଥ ଥିବା ଅନୁଭବ କରୁଛନ୍ତି। ଖାଇବାପିଇବାଠାରୁ ଆରମ୍ଭ କରି ବ୍ୟାୟାମ ଉପରେ ସେ ଗୁରୁତ୍ୱ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ) – ସିନେ ନିର୍ଦ୍ଦେଶକ ନିକୁଞ୍ଜ ହୋତାଙ୍କ ଦ୍ୱାରା ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

ଅସରପା ବି ଅଟନ୍ତି ବିୟରପ୍ରେମୀ, କାରଣ ଜାଣିଲେ ତାଜୁବ ହେବେ…

ଆଜିକାଲି ଇଣ୍ଟରନେଟ ଏବଂ ସୋସିଆଲ ମିଡିଆ ଦୁନିଆରେ କକ୍ରୋଚ (ଅସରପା) ନାମଟି ବେଶ୍‌ ଭାଇରାଲ ହେବାରେ ଲାଗିଛି। ସାଧାରଣତଃ ଏହି ଜୀବର ନାମ ଶୁଣିବା ମାତ୍ରେ ଲୋକଙ୍କ…

ଏମ୍‌କେସିଜି ଚିକିତ୍ସକଙ୍କୁ ସମ୍ବର୍ଦ୍ଧନା

ଦିଗପହଣ୍ଡି,୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ କଲେଜର ସ୍ନାୟୁ ଶଲ୍ୟ ବିଭାଗ ମୁଖ୍ୟ ଚିକିତ୍ସକଙ୍କ ସମେତ ଅନ୍ୟସମସ୍ତ ଚିକିତ୍ସକଙ୍କୁ ଖେମୁଣ୍ଡି ଓକିଲ ସଂଘ…

କାଳବୈଶାଖୀ ତାଣ୍ଡବ: ଅନ୍ଧାରରେ ୪ଗାଁ

ଗଞ୍ଜାମ,୯।୬(ବିଦ୍ୟାଧର ସାହୁ): କାଳବୈଶାଖୀ ପ୍ରଭାବରେ ଝଡତୋଫାନ ଘଟି ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ବିଭିନ୍ନ ଗ୍ରାମରେ କ୍ଷୟକ୍ଷତି ହୋଇଥିବା ଅଭିଯୋଗ ହୋଇଛି। ଝଡ଼ତୋଫାନ ବର୍ଷା ଯୋଗୁ ଅଞ୍ଚଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri