ଆସିବ ‘ଜବ୍‌ ଉଇ ମେଟ୍‌’ ସିକୁଏଲ, ପୁଣି ଏକାଠି ନଜର ଆସିବେ ଶାହିଦ-କରିନା !

ବମ୍ବେ: ଇମ୍‌ତିଆଜ ଅଲ୍ଲିଙ୍କ ଚଳଚ୍ଚିତ୍ର ‘ଜବ ଉଇ ମେଟ୍‌’ ବଲିଉଡର ସୁପରହିଟ୍‌ ଫିଲ୍ମ ମଧ୍ୟରୁ ଅନ୍ୟତମ। ଏଥିରେ ଶାହିଦ କପୁର ଏବଂ କରିନା କପୁରଙ୍କ ଯୋଡ଼ି ଜବରଦସ୍ତ ଅଭିନୟକୁ ନେଇ ଦର୍ଶକଙ୍କ ହୃଦୟ ଜିତିଥିଲା। ବିଶେଷକରି ‘ଗୀତ୍‌’ ଚରିତ୍ରକୁ ନେଇ ଆକାଶ ଛୁଇଁଥିଲା କରିନାଙ୍କ ଲୋକପ୍ରିୟତା। ‘ଗଦର ୨’ର ସଫଳତା ପରେ ଏହି ଫିଲ୍ମର ସିକୁଏଲ୍‌ ଆସୁ ବୋଲି ଦର୍ଶକେ ଚାହୁଁଥିଲେ। ଏବେ ନିର୍ମାତା ‘ଜବ ଉଇ ମେଟ୍‌’ ସିକୁଏଲ ଆଣିବା ନେଇ ବିଚାର କରୁଥିବା ଜଣାପଡ଼ିଛି।

ଏକ ରିପୋର୍ଟ ଅନୁଯାୟୀ, ଅଷ୍ଟବିନାୟକ ପ୍ରୋପରାଇଟର ରାଜ ମେହେଟ୍ଟା ଓରଫ ଗାନ୍ଧାର ଫିଲ୍ମର ସିକୁଏଲ୍‌ ଲାଗି ଯୋଜନା କରୁଛନ୍ତି। ଏଥିରେ ଶାହିଦ, କରିନା, ଇମ୍‌ତିଆଜ୍‌ ଏକାଠି କାମ କରିବେ କି ନାହିଁ ତାହା ସ୍ପଷ୍ଟ ହୋଇ ନାହିଁ। ହେଲେ ଇମ୍‌ତିଆଜ ସିକୁଏଲକୁ ନିର୍ଦ୍ଦେଶନା ଦେଇପାରନ୍ତି।

କିଛି ଦିନ ତଳେ ଶାହିଦଙ୍କୁ ଜଣେ ପ୍ରଶଂସକ ସୋସିଆଲ ମିଡିଆରେ ଇମ୍‌ତିଆଜଙ୍କ ସହ କାମ କରିବାକୁ ନେଇ କରିଥିଲେ ପ୍ରଶ୍ନ। ଜବାବରେ ଅଭିନେତା ‘ସ୍ମାଟ୍‌ ବୟ’ ବୋଲି କହିଥିଲେ। ଏଣୁ ଆଗାମୀ ଦିନରେ ଶାହିଦ-କରିନା ଏକାଠି ଆସିଲେ ତାହା ପ୍ରଶଂସକଙ୍କ ପାଇଁ ବଡ ଟ୍ରିଟ୍‌ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସଂରକ୍ଷିତ ଜଙ୍ଗଲରେ ଗଞ୍ଜେଇ ଗୋଦାମ: ଅଡ଼ବା ପୁଲିସର ଚଢ଼ାଉରେ …

ମୋହନା, ୧୧।୮ (ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣକାରୀଙ୍କ ବିରୋଧରେ ଅଡ଼ବା ପୋଲିସକୁ ମିଳିଛି ବଡ଼ ସଫଳତା। କେଶରିଗୁଡ଼ା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡେକାବନ୍ଧା ସଂରକ୍ଷିତ ଜଙ୍ଗଲରେ ଲୁଚାଇ…

ତାଳବଣିଆ ଛକ ନିକଟରେ ଓଲଟିଲା ଶ୍ରମିକ ବୋଝେଇ ପିକ୍‌ଅପ୍‌: ଜଣେ ମୃତ, ୨୦ରୁ ଊର୍ଦ୍ଧ୍ୱ ଆହତ

ଜଳେଶ୍ୱର, ୧୧।୮ (ନବୀନ ସାହୁ): ଜଳେଶ୍ୱର ଥାନା ଅନ୍ତର୍ଗତ ନାମ୍ପ ପଞ୍ଚାୟତର ତାଳବଣିଆ ଛକ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଶ୍ରମିକ ବୋଝେଇ…

ଟାଇଟଲ ପ୍ରତ୍ୟାହାର, ୩ ବର୍ଷ ବାସନ୍ଦ ହେଲେ ଏହି ଆଥଲେଟ୍‌, ଜାଣନ୍ତୁ…

କୋଲୋରାଡୋ ସ୍ପ୍ରିଙ୍ଗ୍ସ,୧୧।୮: ବ୍ଲଡ ଡୋପିଙ୍ଗ୍‌ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଯୁକ୍ତରାଷ୍ଟ୍ର ଆମେରିକାର ୧,୫୦୦ମିଟର ଚାମ୍ପିୟନ ଜୋନା କୋଚ୍‌ଙ୍କଠାରୁ ଟାଇଟଲ ପ୍ରତ୍ୟାହାର କରି ନିଆଯିବା ସହ…

ମୃତ୍ୟୁକୁ ଜୟ କରିପାରିଲେନି ମୃତ୍ୟୁଞ୍ଜୟ: ଶେଷରେ…

ଗୁଡାରି, ୧୧।୮ (ପ୍ରମୋଦ କୁମାର ପତି): ଗୁଡାରି ସହରର ଗୌଡ଼ ସାହି ବାସିନ୍ଦା ନରସିଂହ ପାଢ଼ୀଙ୍କ କଲେଜ ପଢୁଆ ପୁଅ ମୃତ୍ୟୁଞ୍ଜୟ ପାଢ଼ୀ କ୍ୟାନ୍‌ସର ସହ ଦୀର୍ଘଦିନ…

ଝାଡଖଣ୍ଡକୁ କାହିଁକି ଗଲେନି ରାହୁଲ ଗାନ୍ଧୀ? ସିଧା ସିଧା ଉତ୍ତର ଦେଲେ ପ୍ରିୟଙ୍କା

ନୂଆଦିଲ୍ଲୀ, ୧୧।୮: ମୌସୁମୀ ଅଧିବେଶନ ଚାଲିଥିବା ସମୟରେ ମଙ୍ଗଳବାର ଦିନ ସଂସଦ ପରିସର ବାହାରେ NDA ଏବଂ ବିରୋଧୀ ଦଳର ସାଂସଦମାନେ ମୁହାଁମୁହିଁ ହୋଇଛନ୍ତି। ଗୋଟିଏ ପଟେ…

ବଲାଙ୍ଗୀର ଆୟୁର୍ବେଦିକ ମହାବିଦ୍ୟାଳୟରେ ସ୍ୱର୍ଣ୍ଣପ୍ରାଶନ କାର୍ଯ୍ୟକ୍ରମ

ବଲାଙ୍ଗୀର, ୧୧।୮ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସରକାରୀ ଆୟୁର୍ବେଦିକ ମହାବିଦ୍ୟାଳୟ ଓ ହସ୍ପିଟାଲରେ ମଙ୍ଗଳବାର କୌମାରଭୃତ୍ୟ–ଶିଶୁରୋଗ ବିଭାଗ ପକ୍ଷରୁ ଶିଶୁମାନଙ୍କ ସୁସ୍ଥତା ଓ ସାମଗ୍ରିକ ବିକାଶକୁ ଲକ୍ଷ୍ୟ…

ଦଶମ ପାସ କରିଥିଲେ ଆୟକର ବିଭାଗରେ ସରକାରୀ ଚାକିରି; ଦରମା ୫୫ହଜାରୁ ଅଧିକ, ଜାଣନ୍ତୁ କେମିତି କରିବେ ଆପ୍ଲାଏ…

ଆୟକର ବିଭାଗ ୧୦ମ ପାସ୍ ଯୁବକମାନଙ୍କ ପାଇଁ ସରକାରୀ ଚାକିରିର ସୁଯୋଗ ଆଣିଦେଇଛି। ବିଭାଗର ମଧ୍ୟପ୍ରଦେଶ ଏବଂ ଛତିଶଗଡ଼ କ୍ଷେତ୍ରରେ କ୍ୟାଣ୍ଟିନ୍ ଆଟେଣ୍ଡାଣ୍ଟ (କ୍ୟାଣ୍ଟିନ୍ ପରିଚାରକ)ର ୭ଟି…

୭୫ ବର୍ଷ ହେଲା ହୋଇପାରିନି ସେଟଲମେଣ୍ଟ: ମିଳିନି ପଟ୍ଟା, ମଣ୍ଡିରେ ଖରିଫ ଧାନ ବିକ୍ରି ନେଇ ଉପୁଜିଛି ସମସ୍ୟା

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ ଆଙ୍କୋରଡା ମୌଜାରେ ଗତ ୭୫ ବର୍ଷ ହେଲା ସେଟଲମେଣ୍ଟ ହୋଇପାରିନାହିଁ। ଗତ କିଛି ଦିନ ପୂର୍ବେ ରାଜସ୍ବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri