Posted inରାଜ୍ୟ

କନ୍ଧମାଳରେ ଯବାନ-ମାଓବାଦୀ ଗୁଳି ବିନିମୟ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): କନ୍ଧମାଳ ଜିଲାରେ ଶୁକ୍ରବାର କୋମ୍ବିଂ ଅପରେଶନ ସମୟରେ ଏସ୍‌ଓଜି ଓ ଡିଭିଏଫ୍‌ ଯବାନଙ୍କୁ ବଡ ସଫଳତା ମିଳିଛି। ମାଓବାଦୀ ଓ ଯବାନଙ୍କ ମଧ୍ୟରେ ଦୀର୍ଘ ସମୟ ଧରି ଗୁଳି ବିନିମୟରେ ମାଓବାଦୀମାନେ ପଛଘୁଞ୍ଚା ଦେଇଛନ୍ତି। ତେବେ ଯବାନଙ୍କ ଗୁଳିମାଡ଼ରେ ଜଣେ ମହିଳା କ୍ୟାଡର ମାଓବାଦଙ୍କ ମୃତ୍ୟୁ ଘଟିଛି। ଘଟଣା ସ୍ଥଳରୁ ୨ଟି ବନ୍ଧୁକ ଓ ୪ରାଉଣ୍ଡ ଗୁଳି ଜବତ କରାଯାଇଛି ବୋଲି କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟାଳୟଠାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଡିଜିପି ଅଭୟ ସୂଚନା ଦେଇଛନ୍ତି। ମାଓବାଦୀମାନେ ହିଂସା ଛାଡି ମୁଖ୍ୟ ସ୍ରୋତରେ ସାମିଲ ହୁଅନ୍ତୁ। ଆତ୍ମସମର୍ପଣ କରି ସରକାରଙ୍କ ଦ୍ୱାରା ଘୋଷଣା କରାଯାଇଥିବା ଯୋଜନାରୁ ସୁବିଧା ନିଅନ୍ତୁ ବୋଲି ଅଭୟ ଭିଡିଓ ମାଧ୍ୟମରେ ଆହ୍ବାନ ଦେଇଛନ୍ତି।
ଡିଜିପିଙ୍କ ସୂଚନା ଅନୁଯାୟୀ, ଗୋଚ୍ଛାପଡା ଥାନା ଅଞ୍ଚଳର ଏକ ଗ୍ରାମ ନିକଟରେ କୋମ୍ବିଂ ଅପରେଶନ ଚାଲିଥିବାବେଳେ ମାଓବାଦୀମାନେ ଯବାନଙ୍କ ଉପରକୁ ପ୍ରଥମେ ଗୁଳି ବର୍ଷା କରିଥିଲେ। ପରେ ଯବାନମାନେ ପୋଜିଶନ ନେଇ ପାଲଟା ଆକ୍ରମଣ କରିଥିଲେ। ତେବେ ଉଭୟ ପକ୍ଷରୁ ଦୀର୍ଘ ସମୟ ଧରି ଗୁଳି ବିନିମୟ ଚାଲିଥିଲା। ଶେଷରେ ଯବାନଙ୍କୁ ମୁକାବିଲା କରି ନ ପାରି ମାଓବାଦୀମାନେ ଛାଡିପଳାଇବା ପରେ ଉକ୍ତ ସ୍ଥାନକୁ ସର୍ଚ୍ଚ କରାଯାଇଥିଲା। ସେଠାରୁ ମାଓ କ୍ୟାଡେଟ୍‌ ପୋଷାକରେ ଜଣେ ମହିଳାଙ୍କ ମୃତଦେହ ମିଳିଥିଲା। ତେବେ ଯବାନଙ୍କ ପକ୍ଷରୁ ଉକ୍ତ ଅଞ୍ଚଳରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଇଥିବା ଡିଜିପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

ରାଜ୍ୟରେ ଆଣ୍ଟି ଟିବି ଔଷଧ ଅଭାବ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ): ଜାତୀୟ ଯକ୍ଷ୍ମା ବିଲୋପ କାର୍ଯ୍ୟକ୍ରମ(ଏନ୍‌ଟିଇପି) ହେଉଛି ଏକ ଫ୍ଲାଗ୍‌ଶିପ କାର୍ଯ୍ୟକ୍ରମ। ଏଥିରେ ଯକ୍ଷ୍ମା ବା ଟିବି ରୋଗର ଶୀଘ୍ର ଚିହ୍ନଟ, ଚିକିତ୍ସା...

ପଦପଦବୀ ଅପେକ୍ଷା ସମ୍ମାନ, ବିଶ୍ୱାସ ବଡ଼

ଖୋର୍ଦ୍ଧା,୨୪ା୪(ପ୍ରଭାତ ପାଣିଗ୍ରାହୀ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ବିଜେଡି ମନ୍ମଥ ରାଉତରାୟ, ଭାଜପା ଅପରାଜିତା ଷଡ଼ଙ୍ଗୀ ଏବଂ କଂଗ୍ରେସ...

ବିଜେଡିର ୩୪ ମହିଳା ପ୍ରାର୍ଥୀଙ୍କ ମଧ୍ୟରୁ ୧୨ ବିଧାୟକଙ୍କ ସ୍ତ୍ରୀ

ଭୁବନେଶ୍ୱର,୨୪ା୪(ଅନିଲ ଦାସ):ବିଜୁ ଜନତା ଦଳ ସପ୍ତମ ପର୍ଯ୍ୟାୟ ସୁଦ୍ଧା ୧୪୧ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସେମାନଙ୍କ ମଧ୍ୟରେ ୩୪ ଜଣ ମହିଳାଙ୍କୁ ଦଳ...

ମିଶନ ଶକ୍ତିକୁ ବନ୍ଦ ପାଇଁ ଷଡ଼ଯନ୍ତ୍ର କରୁଛନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର,୨୪ା୪(ଅନିଲ ଦାସ): ରାଜ୍ୟର ୭୦ ଲକ୍ଷ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଓ ୬ ଲକ୍ଷ ମିଶନ ଶକ୍ତି ଏସ୍‌ଏଚ୍‌ଜି ସାରା ଓଡ଼ିଶାର ଅନେକ ଲକ୍ଷ...

ଏପର୍ଯ୍ୟନ୍ତ ସମସ୍ତ ଆସନରେ ପ୍ରାର୍ଥୀ ଘୋଷଣା କରିପାରୁନାହାନ୍ତି ରାଜ୍ୟର ୩ ପ୍ରମୁଖ ଦଳ:ଜାଣନ୍ତୁ କାହାର କେତେ ଆସନ ବାକି ଅଛି

ଭୁବନେଶ୍ୱର,୨୪।୪(ସୁନିତ୍‌ ମିଶ୍ର):ରାଜ୍ୟରେ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ବୁଧବାର ପ୍ରାର୍ଥତ୍ପତ୍ର ଦାଖଲର ଶେଷ ଦିନ ରହିଛି। ହେଲେ ଏପର୍ଯ୍ୟନ୍ତ ରାଜ୍ୟର ୩ ପ୍ରମୁଖ...

ଭାଜପା ଟି-ଶାର୍ଟରେ ନାହିଁ ମନମୋହନଙ୍କ ଫଟୋ

କାଏମା,୨୪ା୪(ଶିବପ୍ରସାଦ ମହାନ୍ତି):ଯାଜପୁର ଜିଲାର ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ମଙ୍ଗଳବାର ଆହୂତ ଏକ ବାଇକ୍‌ ଶୋଭାଯାତ୍ରାରେ କର୍ମୀମାନେ ପିନ୍ଧିଥିବା ଟି-ସାର୍ଟରେ ଭାଜପା ଉଚ୍ଚ ନେତୃବର୍ଗଙ୍କୁ ଉପେକ୍ଷା କରାଯାଇଥିବା...

ନବୀନଙ୍କ ଲୁଙ୍ଗିକୁ ନେଇ ରାଜନୀତିରେ ଝଡ଼, ଧର୍ମେନ୍ଦ୍ର କହିଲେ…

ଭୁବନେଶ୍ୱର,୨୩।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri