ଇଣ୍ଡିଆକୁ ଭାରତ ଲେଖିବା ନେଇ ଜ୍ୟାକି ଦାଦା ଦେଲେ ଏଭଳି ଜବାବ…

ମୁମ୍ବାଇ : ସମ୍ପ୍ରତିି ଇଣ୍ଡିଆ ବନାମ ଭରତ ବିଷୟରେ ଦେଶରେ ଏକ ନୂଆ ବିତର୍କ ଚାଲିଛି। ବିରୋଧୀଦଳ ଅଭିଯୋଗ କରିଛନ୍ତି କେନ୍ଦ୍ର ସରକାର ଇଣ୍ଡିଆ ଶବ୍ଦକୁ ସମ୍ବିଧାନରୁ ହଟାଇ ଭାରତ ଭାବେ ବଦଳାଇବାକୁ ଯାଉଛନ୍ତି। ବର୍ତ୍ତମାନ ବଲିଉଡ ଅଭିନେତାମାନେ ମଧ୍ୟ ନେତାଙ୍କ ଏହି ବିତର୍କରେ ଯୋଗ ଦେଇଛନ୍ତି।

ବଲିଉଡ ଅଭିନେତା ଜ୍ୟାକି ଶ୍ରଫ ଓରଫ ଜ୍ୟାକି ଦାଦା ଇଣ୍ଡିଆ ଏବଂ ଭାରତ ଉପରେ ଏକ ବଡ଼ ବିବୃତ୍ତି ଦେଇଛନ୍ତି। ଏକ ଗଣମାଧ୍ୟମର ପ୍ରଶ୍ନର ଉତ୍ତର ଦେଇ ଜ୍ୟାକି ଶ୍ରଫ କହିଛନ୍ତି ଯଦି ଭାରତକୁ ଭାରତ କୁହାଯାଉଛି ତେବେ ଏଥିରେ କ’ଣ ଭୁଲ ଅଛି?

ଜ୍ୟାକି ଦାଦା କହିଛନ୍ତି ଆମ ଦେଶକୁ ଇଣ୍ଡିଆ ମଧ୍ୟ କୁହାଯାଏ କିନ୍ତୁ ସତ୍ୟରେ ପରିବର୍ତ୍ତନ ହେବ ନାହିଁ। ଜ୍ୟାକି କହିଛନ୍ତି ଅନେକ ଲୋକ ତାଙ୍କ ନାମକୁ ଭୁଲ ଭାବରେ ଉଚ୍ଚାରଣ କରନ୍ତି, କିନ୍ତୁ ବାସ୍ତବତା ବଦଳିବ ନାହିଁ। ଅଭିନେତାମାନଙ୍କ ମଧ୍ୟରେ ଜ୍ୟାକି ଶ୍ରଫ ଅଛନ୍ତି, ଯେଉଁମାନଙ୍କୁ ଜି-୨୦ ଶିଖର ସମ୍ମିଳନୀ ଭୋଜନ ପାଇଁ ନିମନ୍ତ୍ରଣ ପଠା ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ସ୍ବାଧୀନତା ଦିବସରେ ଲାଲ୍‌କିଲ୍ଲାରେ ପ୍ରଥମଥର ଘଟିବ ଏମିତି: ଘୋଷଣା କଲେ ସରକାର

ନୂଆଦିଲ୍ଲୀ, ୧୦ା୮:ଆସନ୍ତା ୧୫ ତାରିଖ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭…

ଓଟିପି, ପାସୱାର୍ଡ ଦେଉଥିଲେ ସାବଧାନ: ସାଇବର ଠକେଇରୁ ସତର୍କ ରହିବାକୁ ଛାତ୍ରୀଛାତ୍ରଙ୍କୁ…

ବଞ୍ଚୋ, ୧୦।୮8(ପ୍ରଦୋଷ ବିଶ୍ୱାଳ ): ଦିନକୁ ଦିନ ସାଇବର ଅପରାଧ ଓ ଅନଲାଇନ ଠକେଇ ବଢ଼ିଚାଲିଥିବା ବେଳେ ଏନେଇ ସାଧାରଣ ଲୋକଙ୍କୁ ସଚେତନ କରିବା ପାଇଁ ଆନନ୍ଦପୁର…

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ: ଜାଣନ୍ତୁ କିଏ କେଉଁଠି ଉତ୍ତୋଳନ କରିବେ ପତାକା

ଭୁବନେଶ୍ୱର,୧୦।୮:ସ୍ବାଧୀନତା ଦିବସରେ କିଏ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ରାଜ୍ୟ ସରକାରଙ୍କ ତାଲିକା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀର ରାଜ୍ୟସ୍ତରୀୟ ସ୍ବାଧୀନତା…

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର…

ସର୍ପ ଦଂଶନରେ ୨ ମାସର ଶିଶୁ ପୁତ୍ର ମୃତ, ବାପା ଅସୁସ୍ଥ: ଚିକିତ୍ସା ନ କରାଇ ଶିଶୁକୁ ପୋତିଦେଲେ…

ଦେବଗଡ,୧୦ା୮(ଶଶାଙ୍କ ଶେଖର ଝାଙ୍କର): ସର୍ପ ଦଂଶନରେ ୨ ମାସର ଶିଶୁପୁତ୍ର ମୃତ, ବାପା ଅସୁସ୍ଥ । ଏଭଳି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିିଛି ଦେବଗଡ ଜିଲାର…

ନକଲି ଆଇଏଏସ୍‌ ଅଫିସର ଗିରଫ

ନୂଆଦିଲ୍ଲୀ, ୧୦ା୮: ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ଗୁପ୍ତ ଏଜେଣ୍ଟ ବୋଲି ପରିଚୟ ଦେଉଥିବା ଜଣେ ନକଲି ଆଇଏଏସ୍‌ ଅଫିସରଙ୍କୁ ପୋଲିସ ସୋମବାର ଗିରଫ…

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ

ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର…

ରାଜ୍ୟଗୋଷ୍ଠୀ ଫେନ୍‌ସିଂରେ ଭାରତ ଜିତିଲା ୧୭ ପଦକ

ନୂଆଦିଲ୍ଲୀ,୧୦ା୮: ନାଇଜେରିଆର ଲାଗୋସରେ ଚାଲିଥିବା ୨୩ ବର୍ଷରୁ କମ୍‌ ରାଜ୍ୟଗୋଷ୍ଠୀ ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ଭାରତ ଉଭୟ ପୁରୁଷ ଓ ମହିଳା ବିଭାଗରେ ଆଧିପତ୍ୟ ବିସ୍ତାର କରିଛି। ଇଭେଣ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri