ଇଣ୍ଟିମେଟ ସିନ୍ ଆସିଲେ ଲାଜେଇ ଯାଆନ୍ତି ଜ୍ୟାକି

ମୁମ୍ବାଇ: ବଲିଉଡ୍ ଷ୍ଟାର ଜ୍ୟାକି ଶ୍ରଫ ତାଙ୍କ ଅଗାମୀ ଫିଲ୍ମ ‘ଦ ଇଣ୍ଟରଭ୍ୟୁ: ନାଇଟ୍ ଅଫ୍ ୨୬/୧୧’ କୁ ନେଇ କଥା ହୋଇଛନ୍ତି । ସେ କହିଛନ୍ତି ଫିଲ୍ମରେ ଇଣ୍ଟିମେଟ ସିନ୍ ଆସିଲେ ମୋତେ ଲାଜ ଲାଗିଥାଏ । ମୁଁ ଆଦୌ ସହଜ ଅନୁଭବ କରି ନ ଥାଏ । ସେ କହିଛନ୍ତି ବାସ୍ତବରେ ମୁଁ ଲାଜକୁଳା । ହେଲେ ଜଣେ ଅଭିନେତା ହିସାବରେ ଯଦି ଏହା କାମର ଗୋଟିଏ ଭାଗ ଆଉ ସିନ୍ ଏହା ଡିମାଣ୍ଡ କରୁଛି ତେବେ ଏହାକୁ ତ ନିଶ୍ଚିତ ଭାବେ କରିବାକୁ ପଡିବ । ‘ଦ ଇର୍ଟରଭ୍ୟୁ: ନାଇଟ୍ ଅଫ୍ ୨୬/୧୧’ରେ ଜ୍ୟାକି ଜଣେ ୱାର ରିପୋର୍ଟର ଭୂମିକାରେ ନଜର ଆସିବେ ତାଙ୍କୁ ସେଥିରେ ଜଣେ ବଲିଉଡ୍ ଷ୍ଟାରଙ୍କ ଇଣ୍ଟରଭ୍ୟୁ କରିବାକୁ କୁହାଯାଇଛି । ଏଥିରେ ଆଖି ମିଶାଇବା ଯେତିକି ଜରୁରୀ ଆହୁରି ମଧ୍ୟ ଅନେକ କିଛି ଅଛି ବୋଲି ଜ୍ୟାକି କହିଛନ୍ତି । ଏହା ଡଚ ଫିଲ୍ମ ‘ଦ ଇଣ୍ଟରଭ୍ୟୁ’ର ରିମେକ ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାଗ୍ରସ୍ତ ହେଲା ନା ଅନ୍ୟ କିଛି? କରାଚୀ ନିକଟରେ ମଝି ଆକାଶରେ ନିଖୋଜ ହୋଇଗଲା ପାକିସ୍ତାନୀ ବିମାନ

କରାଚୀ,୮।୭: ଏକ ପାକିସ୍ତାନୀ ମାଲବାହୀ ବିମାନ ମଙ୍ଗଳବାର (୭ ଜୁଲାଇ) ଦିନ ମଧ୍ୟ ଆକାଶରେ ନିଖୋଜ ହୋଇଗଲା। ମାଲବାହୀ କମ୍ପାନୀ K2 ଏୟାରୱେଜ ଦ୍ୱାରା ପରିଚାଳିତ ଏହି…

ମୁଁ ମେଲୋନିଙ୍କୁ ପସନ୍ଦ କରେ: କହୁ କହୁ ଏମିତି କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୮।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କୁ ପ୍ରଶଂସା କରିଛନ୍ତି। ଆଙ୍କାରା ଗସ୍ତ ସମୟରେ ଆମେରିକା ରାଷ୍ଟ୍ରପତି ଇଟାଲୀ ନେତାଙ୍କୁ ଜଣେ ‘ଭଲ…

୧୬ରେ ଶ୍ରୀଗୁଣ୍ଡିଚା ରଥଯାତ୍ରା: ଗଞ୍ଜାମରେ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ

ଗଞ୍ଜାମ,୮।୭(ବିଦ୍ୟାଧର ସାହୁ ): ଆସନ୍ତା ସପ୍ତାହ ତଥା ଜୁଲାଇ ୧୬ରେ ବିଶ୍ୱ ପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ରଥଯାତ୍ରା । ପ୍ରତିବର୍ଷ ଶ୍ରୀକ୍ଷେତ୍ର ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଏହି ଘୋଷଯାତ୍ରା…

ଜୁଆ ଆଡ୍ଡା ଉପରେ ଚଢ଼ାଉ: ୨ ଗିରଫ, ଏକାଧିକ ଚମ୍ପଟ

ଦାରିଙ୍ଗବାଡି, ୮।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ପଞ୍ଚାୟତ ଆଡକି ଜଙ୍ଗଲରେ ମଙ୍ଗଳବାର ବିଳମ୍ବିତ ରାତ୍ରିରେ ଏକ ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ…

କେସିଙ୍ଗା ଏନଏସିରୁ ବାଦ ପଡିଲେ ୧୪୩୨ ଭୋଟର: ସୂଚନା ଦେଲେ ଅଧିକାରୀ

କେସିଙ୍ଗା,୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାରେ ସ୍ବତନ୍ତ୍ର ସଘନ ସଂଶୋଧନ-୨୦୨୬ର ଭୋଟର୍ସଙ୍କ ତାଲିକା ଲିଷ୍ଟ ଇତି ମଧ୍ୟରେ ପ୍ରକାଶ ପାଇଛି। କେସିଙ୍ଗା ଏନଏସିର ସର୍ବମୋଟ ୧୪ହଜାର୮୬୮ ଜଣ ଭୋଟର…

ଯବାନଙ୍କ ସର୍ଚ୍ଚ ଅପରେଶନ ବିପୁଳ ପରିମାଣ ମାଓବାଦୀ ସାମଗ୍ରୀ ଜବତ

ନୂଆପଡ଼ା,୮।୭ (ମକାରୁ ବେମାଲ): ୨୦୨୬ ମାର୍ଚ୍ଚ ୩୧ରେ ସାରା ଦେଶକୁ ମାଓବାଦୀ ମୁକ୍ତ ଘୋଷଣା କରାଯାଇଥିଲା। ସେହି ଦିନଠାରୁ ମାଓବାଦୀ ଗତିବିଧି ଜଣାପଡି ନ ଥିଲା। ହେଲେ…

ନେହା ଡାଗା ରାଜ୍ୟ ମହିଳା ମୋର୍ଚ୍ଚା ସଭାନେତ୍ରୀ

ନୂଆପଡ଼ା,୮।୭ (ମକାରୁ ବେମାଲ) : ନୂଆପଡା ଜିଲା ଖରିଆର ରୋଡ ପାର୍ଶ୍ୱନାଥ (ଜୈନ) ଭବନଠାରେ ଭାରତୀୟ ଜନତା ମଜଦୁର ସେଲ୍‌ (ବିଜେଏମ୍‌ସି) ଓଡ଼ିଶା ରାଜ୍ୟ କମିଟି ପକ୍ଷରୁ…

ଲୋକଙ୍କ ଘରେ ପଶିଲା ମଇଳା ପାଣି, ଡ୍ରେନେଜ ସମସ୍ୟା ନେଇ ଜିଲାପାଳଙ୍କୁ …

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌର ପରିଷଦ ଅଞ୍ଚଳରେ ଡ୍ରେନେଜ ସମସ୍ୟା ସଙ୍ଗୀନ ହୋଇପଡ଼ିଛି। ଗତ କିଛିଦିନ ବର୍ଷା ଲାଗି ରହିବାରୁ ବିଭିନ୍ନ ୱାର୍ଡ଼ ଜଳମଗ୍ନ ହେବା ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri