ଟାଇଗର୍‌-ଦିଶାଙ୍କ ବେକ୍‌ଅପ୍‌କୁ ନେଇ ମୁହଁ ଖୋଲିଲେ ଜ୍ୟାକି

ଟାଇଗର ଶ୍ରଫ୍‌ ଏବଂ ଦିଶା ପଟାନୀ ବି-ଟାଉନର ଲୋକପ୍ରିୟ ଲଭ୍‌ବାର୍ଡଙ୍କ ମଧ୍ୟରୁ ଅନ୍ୟତମ। ଦୁହେଁ ୬ ବର୍ଷ ହେବ ପରସ୍ପରକୁ ଡେଟ୍‌ କରୁଛନ୍ତି। ଯଦିଓ ଉଭୟ ନିଜ ସମ୍ପର୍କକୁ ନେଇ କେବେ କ୍ୟାମେରା ଆଗରେ ସ୍ବୀକାର କରି ନାହାନ୍ତି। କିନ୍ତୁ ପାର୍ଟି ହେଉ ଅବା କୌଣସି ସ୍ଥାନକୁ ବୁଲିବାକୁ ହେଉ,ପ୍ରାୟତଃ ଦୁଇ ଜଣଙ୍କୁ ଏକାଠି ଦେଖିବାକୁ ମିଳେ। କିନ୍ତୁ ନିକଟରେ ଉଭୟଙ୍କ ମଧ୍ୟରେ ବ୍ରେକ ଅପ୍‌ ହୋଇଯାଇଥିବା ଖବର ସୋସିଆଲ ମିଡିଆରେ ଚର୍ଚ୍ଚା ହେଉଛି। ଏନେଇ ମୁହଁ ଖୋଲିଛନ୍ତି ଟାଇଗରଙ୍କ ବାପା ତଥା ଅଭିନେତା ଜ୍ୟାକି ଶ୍ରଫ୍‌। ଜ୍ୟାକି ଶ୍ରଫ କହିଛନ୍ତି, ଟାଇଗର ଏବଂ ଦିଶା ସର୍ବଦା ବନ୍ଧୁ ଥିଲେ, ଏବେ ବି ଅଛନ୍ତି। ମୁଁ ସେମାନଙ୍କୁ ଏକାଠି ବାହାରକୁ ଯାଉଥିବାର ଦେଖୁଛି। ଯଦିଓ ମୋ ପୁଅର ପ୍ରେମ ଜୀବନ ଉପରେ ମୁଁ ନଜର ରଖେ ନାହିଁ, କିନ୍ତୁ ଏବେ ବି ସେମାନେ ବହୁତ ଭଲ ବନ୍ଧୁ ହୋଇ ଅଛନ୍ତି। ସେମାନେ କାମ ବ୍ୟତୀତ ପରସ୍ପର ସହ ସମୟ ବିତାଇବାକୁ ମଧ୍ୟ ପସନ୍ଦ କରନ୍ତି। ଆଗକୁ ପରସ୍ପର ସହ ରହିବାକୁ ଚାହିଁବେ କି ନାହିଁ ତାହା ସେମାନଙ୍କ ଉପରେ ନିର୍ଭର କରେ। ଦିଶାଙ୍କୁ ଆମ ପରିବାରର ସମସ୍ତ ସଦସ୍ୟ ପସନ୍ଦ କରନ୍ତି।
ଟାଇଗର ଏବେ ଲଣ୍ଡନରେ ନିଜ ଅପକମିଂ ଫିଲ୍ମର ଶୁଟିଂରେ ବ୍ୟସ୍ତ ଥିବା ବେଳେ ଦିଶା ପଟାନୀ ତାଙ୍କର ଫିଲ୍ମ ‘ଏକ ଭିଲେନ-ରିଟର୍ଣ୍ଣ’ର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….

ମହାରାଷ୍ଟ୍ର,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍‌ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ…

ମା’ ଦୁର୍ଗାଙ୍କ ନବରାତ୍ର ପୂଜା ଆରମ୍ଭ, ଉତ୍ସବ ମୁଖର ଗାଁଠୁ ସହର

ଛତ୍ରପୁର,୧୧।୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଅଗସ୍ତି ନୂଆଗାଁ ଗ୍ରାମର କଲ୍ୟାଣୀ ଯୁବକ ସଂଘ ପକ୍ଷରୁ ରବିବାର ମା’ ଦୁର୍ଗାଙ୍କ ନବରାତ୍ର ପୂଜା…

ଯାତ୍ରୀ ଛାନିଆ! ମଝି ଆକାଶରେ ଇଣ୍ଡିଗୋ ବିମାନରେ ଲାଗିଗଲା ନିଆଁ, ଓଭରହେଡ୍‌ କ୍ୟାବିନ୍‌ରେ ଜଳିଲା…..

ନୂଆଦିଲ୍ଲୀ,୧୧।୧୦: ଆକାଶରେ ଉଡ଼ୁଥିବା ବେଳେ ଇଣ୍ଡିଗୋ ବିମାନରେ ହଠାତ୍‌ ଲାଗିଗଲା ନିଆଁ । ରବିବାର ଦିନ ଦିଲ୍ଲୀରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ ଏଭଳି ଏକ ଘଟଣା…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?