ମୁମ୍ବାଇରେ ନୂଆ ଘର କିଣିଲେ ଜ୍ୟାକ୍‌ଲିନ୍‌, ଦାମ୍‌ ଜାଣିଲେ…

ମୁମ୍ବାଇ: ଅଭିନେତ୍ରୀ ଜ୍ୟାକ୍‌ଲିନ୍‌ ଫର୍ନାଣ୍ଡିସ୍‌ ମୁମ୍ବାଇର ବାନ୍ଦ୍ରା ଓ୍ବେଷ୍ଟରେ ଏକ ନୂଆ ବିଳାସପୂର୍ଣ୍ଣ ଘର କିଣିଛନ୍ତି। ଏହି ଘର ପାଲି ହିଲ୍‌ ଅଞ୍ଚଳରେ ଅବସ୍ଥିତ। ଯେଉଁଠାରେ ବହୁ ବଲିଉଡ୍‌ ଷ୍ଟାର ବି ରହୁଛନ୍ତି। ରିପୋର୍ଟ ଅନୁଯାୟୀ, ଜ୍ୟାକ୍‌ଲିନ୍‌ଙ୍କ ନୂଆ ଘରେ ଏକ ପୁଲ, ଜିମ୍‌ ଏବଂ ସୁନ୍ଦର କୋଠରିସବୁ ରହିଛି। ରବିବାର ସୋସିଆଲ ମିଡିଆରେ ଏକ ଭିଡିଓ ସାମ୍ନାକୁ ଆସିଛି। ଯେଉଁଥିରେ ଜ୍ୟାକ୍‌ଲିନ୍‌ଙ୍କ ଘର ଦେଖିବାକୁ ମିଳିଛି। ତେବେ ଅଭିନେତ୍ରୀ ଏପର୍ଯ୍ୟନ୍ତ ତାଙ୍କ ନୂଆ ଘର ବିଷୟରେ କୌଣସି ବିବୃତ୍ତି ଦେଇନାହାନ୍ତି।

Jacqueline Fernandez bought a new house in Mumbai, this luxury home includes pool and gym

ରଣବୀର କପୁର-ଆଲିଆ ଭଟ୍ଟ, କରୀନା କପୁର-ସୈଫ୍‌ ଅଲି ଖାନଙ୍କ ଭଳି ଷ୍ଟାର ଜ୍ୟାକ୍‌ଲିନ୍‌ଙ୍କ ଘର ନିକଟରେ ରହୁଛନ୍ତି। ସଲମାନ ଖାନ ଏବଂ ଶାହାରୁଖ ଖାନ୍‌ଙ୍କ ଆପାର୍ଟମେଣ୍ଟ ମଧ୍ୟ ଜ୍ୟାକ୍‌ଲିନ୍‌ଙ୍କ ଘରଠାରୁ କିଛି ଦୂରରେ ରହିଛି। ଦୀପିକା ପାଦୁକୋନ ଏବଂ ରଣବୀର ସିଂ ଖୁବ୍‌ଶୀଘ୍ର ଏହି ଅଞ୍ଚଳକୁ ଯିବେ, ଯଦିଓ ସେମାନଙ୍କ ଘର ତିଆରି ସରିନାହିଁ।

Jacqueline Fernandez Buys Luxury Home in Mumbai; Inside Pics ...

ଏକ ରିଏଲ ଇଷ୍ଟେଟ ଆକାର ଅନୁଯାୟୀ, ଜ୍ୟାକ୍‌ଲିନ୍‌ଙ୍କ ନୂଆ ଘର ପାଲି୍‌ ହିଲ୍‌ର ନାଭ୍ରୋଜ ବିଲ୍ଡିଂରେ ଅଛି । ଏହି ବିଲ୍ଡିଂର ସମସ୍ତ ଘର ୧୧୧୯ ବର୍ଗଫୁଟ ଏବଂ ୧୫୫୭ ବର୍ଗଫୁଟ କାର୍ପେଟ ଏରିଆରେ ତିଆରି। ସମସ୍ତ ଆପାର୍ଟମେଣ୍ଟ ୩ ବିଏଚ୍‌କେ ଏବଂ ୪ ବିଏଚ୍‌କେ। ଯାହାର ମୂଲ୍ୟ ୧୨ କୋଟ। ଘର ବ୍ୟତୀତ ଅନ୍ୟାନ୍ୟ ସୁବିଧା ବିଷୟରେ କହିବାକୁ ଗଲେ ଏକ କ୍ଲବ୍‌ ହାଉସ, ସୁଇମିଂ ପୁଲ ଏବଂ ଜିମ୍‌ ସୁବିଧା ମଧ୍ୟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri