୩ ମିନିଟକୁ ୭୫ ଲକ୍ଷ ପାଉଣା ନେଇଥଲେ ଏହି ଶ୍ରୀଲଙ୍କା ସୁନ୍ଦରୀ; ସାମ୍ବାଦିକତା ପରେ ବାଛିଥିଲେ ଅଭିନୟକୁ…

ବମ୍ବେ: ଶ୍ରୀଲଙ୍କା ସୁନ୍ଦରୀ ଜ୍ୟାକ୍‌ଲିନ୍‌ ଫର୍ନାଡିସଙ୍କ ଆଜି ହାପି ବର୍ଥ ଡେ। ୨୦୦୯ରେ ଫିଲ୍ମ ‘ଆଲାଦିନ୍‌’ରୁ ସେ ବଲିଉଡ୍‌ରେ ଡେବ୍ୟୁ କରିଥିଲେ। ସୁନ୍ଦରୀ ଚେହେରା ସାଙ୍ଗକୁ ଚୁଲବୁଲି ସ୍ବଭାବକୁ ନେଇ ସେ ବଲିଉଡ୍‌ରେ ପରିଚିତ। ଅଭିନେତ୍ରୀ ହେବା ସାଙ୍ଗକୁ ସେ ଜଣେ ଭଲ ନୃତ୍ୟଶିଳ୍ପୀ ମଧ୍ୟ। ନିଜର ପୋଲ୍‌ ଡ୍ୟାନ୍ସକୁ ନେଇ ସେ ବେଶ ଲୋକପ୍ରିୟ।

ଏକ ମହୋତ୍ସବ ସମୟରେ ଜ୍ୟାକ୍‌ଲିନ୍‌କୁ ଆମନ୍ତ୍ରଣ କରାଯାଇଥିଲା। ବହୁତ ନାମୀଦାମୀ ଲୋକ ଯୋଗଦେଉଥିବାରୁ ତାଙ୍କୁ ମୋଟା ଅଙ୍କର ଅର୍ଥ ମଧ୍ୟ ଦିଆଯିବ ବୋଲି କୁହାଯାଇଥିଲା। ଅଭିନେତ୍ରୀ ମଧ୍ୟ ୩ ମିନିଟ ପାଇଁ ୭୫ ଲକ୍ଷ ଟଙ୍କା ଚାର୍ଜ କରିଥିଲେ।

ବଲିଉଡ୍‌ରେ ଡେବ୍ୟୁ ପୂର୍ବରୁ ଜ୍ୟାକ୍‌ଲିନ୍‌ ଶ୍ରୀଲଙ୍କାର ଏକ ଗୀତରେ ନଜର ଆସିଥିଲେ। ହେଲେ ପ୍ରଥମେ ସେ ଜଣେ ସାମ୍ବାଦିକା ଥିଲେ। ଅଷ୍ଟ୍ରେଲିଆରୁ ସାମ୍ବାଦିକତା ବିଭାଗରେ ସେ ଡିଗ୍ରୀ ନେବା ପରେ ସେ ଶ୍ରୀଲଙ୍କା ଆସିଥିଲେ। ସେଠାରେ ଟେଲିଭିଜନ ରିପୋର୍ଟିଂ ଏବଂ ଶୋ’କୁ ହୋଷ୍ଟ କରୁଥିଲେ।

ତେବେ ବ୍ୟକ୍ତିଗତ ଜୀବନକୁ ଦେଖିଲେ ଅଭିନେତା ଅର୍ଜୁନ କପୁରଙ୍କ ସହ ତାଙ୍କର ସମ୍ପର୍କକୁ ନେଇ ଗୁଜବ ଉଠିଥିଲା। ହେଲେ ପରେ ତାହା ମିଛ ବୋଲି ଜଣାପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଲିଭ-ଇନ୍‌ରେ ରହୁଥିଲେ ମିଳିବ ବିବାହିତ ମାନ୍ୟତା, ଏଥର ଜନଗଣନାର ନୂଆ ନିୟମ ବିଷୟରେ ଜାଣନ୍ତୁ…

ନୂଆଦିଲ୍ଲୀ,୩୦।୩: ଦେଶର ସର୍ବବୃହତ ପ୍ରଶାସନିକ କାର୍ଯ୍ୟ, ଜନଗଣନା, ଏବେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଇ ଗତି କରୁଛି। ସରକାର ୨୦୨୭ ଜନଗଣନାକୁ ଦୁଇଟି ପର୍ଯ୍ୟାୟରେ କରିବାକୁ ନିଷ୍ପତ୍ତି ନେଇଛନ୍ତି,…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

ଶିମିଳିପାଳ ସୁରକ୍ଷା ପାଇଁ ଏକାଠି ହେଲେ ଗ୍ରାମବାସୀ

ବାରିପଦା,୩୦ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟ ବ୍ଲକ ଅଧୀନ ରଙ୍ଗମାଟିଆସ୍ଥିତ ପଞ୍ଚାୟତ କଲ୍ୟାଣ ମଣ୍ଡପରେ ଶିମିଳିପାଳର ସୁରକ୍ଷା ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।…

ପାକିସ୍ତାନର ଖୋଲିଗଲା ପୋଲ୍‌: ଯୁଦ୍ଧ ନାଁରେ କରୁଛି ଏହି କାମ, ସାମ୍ନାକୁ ଆସିଲା ସାଂଘାତିକ କଥା

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଚାଲିଥିବା ସଂଘର୍ଷରେ ଯୁଦ୍ଧବିରାମ ପାଇଁ ପାକିସ୍ତାନ ପଦକ୍ଷେପ ନେଉଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ପାକିସ୍ତାନ ନିଜକୁ ଏକ ଶାନ୍ତି…

ଯୁଦ୍ଧ ଭିତରେ ବଡ଼ ଡିଲ୍‌ କରିଦେଲେ ମୋଦି-ପୁଟିନ୍‌, ଭାରତୀୟ ଯୁବପିଢ଼ିଙ୍କୁ ମିଳିବ ବଡ଼ ଫାଇଦା!

ନୂଆଦିଲ୍ଲୀ,୩୦।୩: ଭାରତ ଏବଂ ରୁଷିଆ ମଧ୍ୟରେ ବନ୍ଧୁତା ଆଉ କେବଳ ଅସ୍ତ୍ରଶସ୍ତ୍ର କିଣା ବିକ୍ରୟ ପର୍ଯ୍ୟନ୍ତ ସୀମିତ ନାହିଁ। ଦୁଇ ଦେଶ ଭବିଷ୍ୟତର ପ୍ରଯୁକ୍ତିବିଦ୍ୟାକୁ ମିଳିତ ଭାବରେ…

କାଳବୈଶାଖୀ: ରାସ୍ତାରେ ପଡ଼ିଲା ଗଛ, ଭାଙ୍ଗିଲା ଘର

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଓ ଲମତାପୁଟ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ଘୂର୍ଣ୍ଣିଝଡ଼ ଓ ପ୍ରବଳ ବର୍ଷା ଯୋଗୁ…

ଇରାନକୁ ଭୟଙ୍କର ଧମକ ଦେଲେ ଟ୍ରମ୍ପ, ଶୁଣିକି ଥରହର ହେଲା…..

ତେହରାନ,୩୦ା୩: ଇରାନ ସହିତ ଚାଲିଥିବା ସାମରିକ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଏକ ଧମକ ଦେଇଛନ୍ତି। ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ ଭାବରେ…

କାୟା ମେଲାଇଲାଣି କାରୋନାର ନୂଆ ଭାରିଆଣ୍ଟ, ୨୩ଟି ଦେଶରେ ବ୍ୟାପିଲା, ଜାଣନ୍ତୁ ଏହା କେତେ ବିପଦ

ନୂଆଦିଲ୍ଲୀ,୩୦।୩: ଯେତେବେଳେ ବି କରୋନା ଭାଇରସ ବିଲୁପ୍ତ ହେବାର ଦ୍ୱାରଦେଶରେ ଥାଏ, ସେତେବେଳେ ଏକ ନୂତନ ପ୍ରକାର ବ୍ୟାପିଥାଏ ଏବଂ ଲୋକଙ୍କୁ ଦ୍ରୁତ ଗତିରେ ସଂକ୍ରମିତ କରିଥାଏ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri