ଭଡାଘରେ ରୁହନ୍ତି ଜ୍ୟାକଲିନ!

ମୁମ୍ବାଇ: ବଲିଉଡ୍ ସେଲିବ୍ରିଟିମାନେ ଗୋଟିଏ ଗୋଟିଏ ଫିଲ୍ମରେ କାମ କରିବା ପାଇଁ କୋଟିକୋଟି ଟଙ୍କା ପାରିଶ୍ରମିକ ନେଇଥାଆନ୍ତି । ଆଉ ଏମାନେ ବେଶ୍ ଲକ୍‌ଜରିୟସ ଲାଇଫ୍ ମେଣ୍ଟେନ୍ କରନ୍ତି ବୋଲି ସମସ୍ତଙ୍କୁ ଜଣା । ଆଉ ଏମାନଙ୍କର ମୁମ୍ବାଇରେ ରହିଛି ଲକ୍ଷାଧିକ ଟଙ୍କାର ଘର । କିନ୍ତୁ ଏମିତି କେତେଜଣ ନାୟିକା ରହିଛନ୍ତି ଯେଉଁମାନେ ଏବେବି ଭଡା ଘରେ ରୁହନ୍ତି । ଦିନେ ବଲିଉଡ୍‌ରେ ଜିରୋରୁ ପାଦ ରଖିଥିବା କ୍ୟାଟ୍ରିନା କୈଫ ଏବେ ଜଣେ ଆଗଧାଡିର ଅଭିନେତ୍ରୀ । କୋଟି କୋଟି ଟଙ୍କା ଆୟ କରୁଥିବା କ୍ୟାଟ୍ରିନାଙ୍କର କିନ୍ତୁ ମୁମ୍ବାଇରେ ନିଜର ଘର ନ ଥିବାରୁ ସେ ଭଡା ଘରେ ରୁହନ୍ତି । ଆଉ ସେହି ଘର ପାଇଁ ସେ ଲକ୍ଷ ଲକ୍ଷ ଟଙ୍କା ଭଡା ଦିଅନ୍ତି ବୋଲି କୁହାଯାଏ । ସେମତି ଜଣେ ଅଭିନେତ୍ରୀ ହେଉଛନ୍ତି ଜ୍ୟାକଲିନ ଫର୍ଣ୍ଣାଡିଜ । ଆଗଧାଡିର ଏହି ନାୟିକାଙ୍କର ବି ମୁମ୍ବାଇରେ ନିଜର ଘର ନାହିଁ । ତେଣୁ ସେ ଭଡାରେ ରହୁଛନ୍ତି । ବିବାହ ପରେ ବଲିଉଡ୍ ଦେଶୀଗର୍ଲ ପ୍ରିୟଙ୍କା ଚୋପ୍ରା ଆମେରିକାରେ ରହୁଥିବା ବେଳେ ଏବେ ସେ ତାଙ୍କ ଘର ଭଡାରେ ଲଗାଇଛନ୍ତି । ଆଉ ଜ୍ୟାକଲିନ ପିସିଙ୍କ ଘରକୁ ଭଡାରେ ନେଇଛନ୍ତି । ଯାହାର ମାସିକ ଭଡା ପାଖାପାଖି ୬ ଲକ୍ଷ ଟଙ୍କା ରହିଛି ବୋଲି କୁହାଯାଏ ।


Enter your email to get our daily news in your inbox.

All Right Reserved By Dharitri.Com

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

ପତ୍ନୀଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଲେ ରାୟଗଡା ଏଡିଜେ

ଗୁଣପୁର,୨୭।୫( ସୁଜାତା ପାଢ଼ୀ ): ଘରୋଇ କନ୍ଦଳ ପରେ ପତ୍ନୀଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣାରେ ବିଚାରଣା କରି ରାୟଗଡା ଏଡିଜେ ଅଳ୍ପନା ସ୍ବାଇଁ ଅଭିଯୁକ୍ତ…

ସାର୍ଟିଫିକେଟ ପାଇଁ ଯାଉଥିବା ବେଳେ ବାଇକକୁ ଧକ୍କା ଦେଲା ଟ୍ରକ, ଚାଲିଗଲା ଚନ୍ଦନଙ୍କ ଜୀବନ

ଗଜପତି,୨୭।୫(ଗିରିଧାରୀ ପରିଛା) : ଚାଉଳ ବୋଝେଇ ଟ୍ରକ ସହ ମୁହାଁମୁହିଁ ଧକ୍କା ହେଲା ବାଇକ । ଦୁର୍ଘଟଣାରେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଥିବା ବେଳେ ଚାଳକ ଆହତ…

୨ ମାସରୁ ଊର୍ଦ୍ଧ୍ୱ ହେବ ଭତ୍ତା ପାଇନାହାନ୍ତି ହିତାଧିକାରୀ, ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ବିଡିଓଙ୍କୁ କଲେ ଗୁହାରି

ଥୁଆମୂଳ ରାମପୁର,୨୭ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସାମାଜିକ ସୁରକ୍ଷା ଯୋଜନାରେ ଭତ୍ତା ପାଉଥିବା ହିତାଧିକାରୀମାନେ ଚରମ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ୨ ମାସରୁ…

ମର୍ମନ୍ତୁଦ ଦୁର୍ଘଟଣା; କାମସାରି ଘରକୁ ଫେରୁଥିବା ବେଳେ ଓଲଟିଲା ପିକଅପ୍ ଭ୍ୟାନ, ୨…

ରାଜନଗର, ୨୭ା୫ (ଭାସ୍କର ରାଉତରାୟ): ରାଜନଗର ବ୍ଲକ ରାଜନଗର ଗୁପ୍ତି ମୁଖ୍ୟ ରାସ୍ତାର ହାତୀନା ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଦୁଇ…

ରାଜ୍ ପ୍ରସାଦ ରାୟଗଡ଼ାର ନୂଆ ଏସ୍ପି; ଦାୟିତ୍ବ ଗ୍ରହଣ କରୁକରୁ କହିଦେଲେ ଏହି କଥା, ଛାନିଆ…

ଗୁଣପୁର,୨୭।୫(ସୁଜାତା ପାଢ଼ୀ): ରାୟଗଡ଼ା ଜିଲାର ନୂତନ ଏସପି ଭାବେ ରାଜ୍ ପ୍ରସାଦ ବୁଧବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି । ପୂର୍ବତନ ଏସପି ସ୍ୱାତି ଏସ କୁମାରଙ୍କ ଠାରୁ…

କର୍ନାଟକରେ ସତ୍ତା ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଶେଷ! କାଲି ଏହି ସମୟରେ ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୨୭।୫: କର୍ନାଟକରେ ଆଗାମୀ ଦୁଇ ଦିନ ମଧ୍ୟରେ କ୍ଷମତା ପରିବର୍ତ୍ତନ ନେଇ କଳ୍ପନାଜଳ୍ପନା ତୀବ୍ର ହେଉଥିବା ବେଳେ, କଂଗ୍ରେସ ବିଧାୟକ ଆର.ଭି. ଦେଶପାଣ୍ଡେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri