ଟପ୍ ଲେସ୍ ହେଲେ ଜ୍ୟାକଲିନ

ମୁମ୍ବାଇ: ବଲିଉଡ୍ ନାୟିକା ଜ୍ୟାକଲିନ୍ ଫର୍ଣ୍ଣାଡିଜ୍ ଏବେ ତାଙ୍କ ସୁନ୍ଦରତା ଓ ଅଭିନୟକୁ ନେଇ ଦର୍ଶକଙ୍କର ମନ କିଣୁଛନ୍ତି । ଏବେ ସେ ସୋସିଆଲ ମିଡିଆରେ ଏକ ଫଟୋ ଶେୟାର କରିଛନ୍ତି ଯାହା ହଙ୍ଗାମା କରୁଛି । ଗୋଟିଏ ଦିନ ପୂର୍ବରୁ ସେ ଏକ ଟପ୍ ଲେସ୍ ଫଟୋ ଶେୟାର କରିଛନ୍ତି ଯେଉଁଥିରେ ସେ ଖୁବ୍ ସୁନ୍ଦର ଲାଗୁଛନ୍ତି । ଆଉ ପ୍ରଶଂସକମାନେ ତାଙ୍କ ପ୍ରଶଂସା କରି କରି ଥକି ପଡୁ ନାହାନ୍ତି । ଏହି ମନୋକ୍ରୋମ ଇନଷ୍ଟାଗ୍ରାମ ଫଟୋରେ ଜ୍ୟାକଲିନ ଏକ ସୋଫା ଉପରେ ସର୍ଟଲେସ୍ ହୋଇ ଶୋଇଥିବା ନଜର ଆସିଛି । ଯେଉଁଥିରେ ତାଙ୍କର ଗୋଟିଏ ଆଖି ନିଜ କେଶ ଦ୍ୱାରା ଘୋଡେଇ ହୋଇଯାଇଛି । ଆଉ ସ୍ମୋକି ଆଇମେକଅପ୍ ସହ ସେ ତାଙ୍କ ଲୁକ୍‌କୁ ପୂରା କରିଛନ୍ତି । ନିଜେ ସେ ଫଟୋଟି ଶେୟାର କରିବା ସହ ନିଜେ ନିଜର ତାରିଫ କରିଛନ୍ତି । କ୍ୟାପଶନରେ ଲେଖିଛନ୍ତି ‘ୱାୱା’ । ଏହାସହ ଏକ ଲଭ ଇମୋଜି ଦେଇଛନ୍ତି । ଜ୍ୟାକଲିନ କିଛିଦିନ ତଳେ ଜୈସଲମେରରେ ତାଙ୍କର ଆଗାମୀ ଫିଲ୍ମ ‘ବଚ୍ଚନ ପାଣ୍ଡେ’ ର ଶୁଟିଂ ସାରି ମୁମ୍ବାଇ ଆସିଛନ୍ତି । ଏହି ଆକ୍ସନ କମେଡି ଫିଲ୍ମରେ ସେ ଅକ୍ଷୟ କୁମାର ଓ କ୍ରିତି ସାନନଙ୍କ ସହ ନଜର ଆସିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?