ଖୁସିରେ ବିଭୋର ଜ୍ୟାକଲିନ

ମୁ୍‌ମ୍ବାଇ: ବଲିଉଡ୍ ନାୟିକା ଜ୍ୟାକଲିନ ଫର୍ନାଡିଜଙ୍କ ଖୁସି କହିଲେ ନ ସରେ । ସୋସିଆଲ ମିଡିଆରେ ଆକ୍ଟିଭ ରହୁଥିବା ଏହି ନାୟିକାଙ୍କର ଫଲୋର‌୍ୟସ ସଂଖ୍ୟା ଏବେ ୫୫ ମିଲିୟନରେ ପହଞ୍ଚିଛି । ଏପ୍ରିଲରେ ଏହା ୫୦ ମିଲିୟନ ପାର କରିଥିବା ବେଳେ ମାତ୍ର ୫ ମାସ ମଧ୍ୟରେ ୫୫ ମିଲିୟନ ଜ୍ୟାକଲିନଙ୍କ ପାଇଁ ଖୁସି ଆଣି ଦେଇଛି । ଏକ ଫଟୋ ଶେୟାର କରି ନିଜେ ଜ୍ୟାକଲିନ ତାଙ୍କର ଖୁସି ଜାହିର କରିଛନ୍ତି । ସୋସିଆଲ ମିଡିଆରେ କେବଳ ଦେଶ ନୁହେଁ ବିଦେଶରେ ଜ୍ୟାକଲିନଙ୍କର ରହିଛନ୍ତି ଅନେକ ବିଦେଶୀ ପ୍ରଶଂସକ । ସେ ପ୍ରାୟ ସବୁ ସମୟରେ ସୋସିଆଲ ମିଡିଆ ମାଧ୍ୟମରେ ନିଜ ପ୍ରଶଂସକଙ୍କ ସହ ଯୋଡି ହୋଇ ରହିବାକୁ ପସନ୍ଦ କରନ୍ତି । କେତେବେଳେ ନିଜର ଫିଟନେସ୍ ତ ପୁଣି କେତେବେଳେ ୱାର୍କ ଆଉଟ ପୁଣି ଶୁଟିଂ ସେଟ୍‌ର ମଜା ଶେୟାର କରି ସେ ପ୍ରଶଂସକଙ୍କୁ ଆନନ୍ଦ ଦେଇଥାଆନ୍ତି । ତେଣୁ ଏହି ଚୁଲବୁଲି ନାୟିକାଙ୍କ ପ୍ରଶଂସକଙ୍କ ସଂଖ୍ୟା ବଢିବା ସ୍ୱାଭାବିକ କଥା । ନିଜ କ୍ୟାରିୟରକୁ ନେଇ ବ୍ୟସ୍ତ ରହୁଥିବା ଏହି ନାୟିକା ନିକଟରେ ଶୈଫ ଅଲି ଖାଁ, ୟାମି ଗୌତମ ଓ ଅର୍ଜୁନ କପୁରଙ୍କ ସହ ହରର କମେଡି ଫିଲ୍ମ ‘ଭୁତ ପୁଲିସ’ରେ ନଜର ଆସିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

୪୧ ବର୍ଷ ବୟସରେ ଯମଜ ସନ୍ତାନର ମା’ ହେଲେ ଦିବ୍ୟଙ୍କା: ସ୍ବାମୀ କହିଲେ…

ଟିଭିର ସବୁଠାରୁ ଲୋକପ୍ରିୟ ଅଭିନେତ୍ରୀ ଦିବ୍ୟଙ୍କା ତ୍ରିପାଠୀ ମା’ ହୋଇଛନ୍ତି। ତାଙ୍କ ସ୍ବାମୀ ବିବେକ ଦାହିୟା ପ୍ରଶଂସକଙ୍କ ସହ ଏହି ଖୁସି ଖବର ବାଣ୍ଟିଛନ୍ତି। ଦିବ୍ୟଙ୍କା ୪୧…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ଦିବଙ୍ଗତ ଅଭିନେତା ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ: ରାଷ୍ଟ୍ରପତିଙ୍କଠାରୁ ପୁରସ୍କାର ନେଲେ ପତ୍ନୀ ହେମା ମାଳିନୀ

ନୂଆଦିଲ୍ଲୀ,୨୫।୫: ଦିବଙ୍ଗତ ଅଭିନେତା ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ ପ୍ରଦାନ କରାଯାଇଛି। ସୋମବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ହେମା ମାଲିନୀଙ୍କୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି। ଧର୍ମେନ୍ଦ୍ରଙ୍କ…

ମା’ ନୁହେଁ, ପ୍ରଶଂସା ସାଉଁଟିଲେ ଆରାଧ୍ୟା

ଶେଷରେ ପୂର୍ବତନ ମିସ ୱାଲର୍‌ଡ ଐଶ୍ୱର୍ଯ୍ୟା ରାୟଙ୍କ କାନ୍ସ ୨୦୨୬ ଲୁକର ଫଟୋ ଆସିଛି। ଐଶ୍‌ ରେଡ କାର୍ପେଟରେ ଗୋଲାପୀ ଗାଉନ ଲୁକ ସହିତ ସମସ୍ତଙ୍କ ହୃଦୟ…

ଲୁଚିଛପି ବିବାହ କରିଦେଲେ କି କଙ୍ଗନା: ମଙ୍ଗଳସୁତ୍ର ପିନ୍ଧି…

ହିମାଚଳ ପ୍ରଦେଶର ମଣ୍ଡିର ଭାଜପା ଏମ୍‌ପି ତଥା ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତଙ୍କୁ ଏକ ଭିନ୍ନ ଲୁକ୍‌ରେ ଦେଖାଯାଇଛି। ଅଭିନେତ୍ରୀ ବିବାହିତ ମହିଳାଙ୍କ ପରି ବେକରେ ମଙ୍ଗଳସୁତ୍ର,…

କେତେ ପଢିଛନ୍ତି ଶାହରୁଖ ଖାନଙ୍କ ଝିଅ: ବାପାଙ୍କ ସହ କରିବେ ଧମାଲ୍‌

ଯେତେବେଳେ ଷ୍ଟାର କିଡ୍ସଙ୍କ ପ୍ରସଙ୍ଗ ଉଠାଯାଏ, ପ୍ରଥମେ ଶାହରୁଖ ଖାନଙ୍କ ଝିଅ ସୁହାନାଙ୍କ ନାଁ ଆଗରେ ଆସେ। ସୁହାନା ତାଙ୍କର ଚମତ୍କାର ଲୁକ ପାଇଁ ପ୍ରାୟତଃ ସୋସିଆଲ…

ଫିଲ୍ମରେ ଅଭିନୟ କରୁଥିଲେ ଫେରାର କଏଦୀ: ୧୨ ବର୍ଷ ପରେ…

ଅହମ୍ମଦାବାଦ, ୨୨/୫ (ପି.ଟି.):ସିନେମା ଜଗତର ଚମକପ୍ରଦ ଦୁନିଆରେ ନିଜ ପରିଚୟ ଲୁଚାଇ ବୁଲୁଥିବା ଜଣେ କଏଦୀକୁ ଶେଷରେ ଗିରଫ କରିଛି ଗୁଜରାଟ ପୋଲିସ। ହତ୍ୟା ମାମଲାରେ ଆଜୀବନ…

୩୨ ବର୍ଷରେ ବି ଭର୍ଜିନ’ ଅଛନ୍ତି ସନା ମକବୁଲ! ବ୍ରେକଅପ ପରେ ଫ୍ୟୁଚର ପାର୍ଟନରକୁ ନେଇ ଏମିତି କହିଲେ ଅଭିନେତ୍ରୀ

ଟିଭି ଅଭିନେତ୍ରୀ ସନା ମକବୁଲ ବର୍ତ୍ତମାନ ଏକ ସାକ୍ଷାତକାର ପାଇଁ ଖବରରେ ଅଛନ୍ତି। ବିଗ ବସ ଓଟିଟି ୩ ଜିତିବା ପରେ, ସନା ଲଗାତାର ଭାବରେ ଶିରୋନାମାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri