ସାଉଥ୍ ସୁପରଷ୍ଟାରଙ୍କ ସହ ନଜର ଆସିବେ ଜ୍ୟାକଲିନ

ମୁମ୍ବାଇ: ଲକ୍ଷେ ଦିଲ୍ କି ଧଡକନ ଜ୍ୟାକଲିନ ଫର୍ଣ୍ଣାଡିଜଙ୍କ ଫିଲ୍ମକୁ ତାଙ୍କ ପ୍ରଶଂସକମାନେ ବହୁ ଉତ୍କଣ୍ଠାର ସହ ଅପେକ୍ଷା ରଖି ଥାଆନ୍ତି । ଏଥର କିନ୍ତୁ ବଲିଉଡ୍ ନୁହେଁ ସାଉଥ୍ ସୁପରଷ୍ଟାରଙ୍କ ସହ ନଜର ଆସିବେ ଏହି ନାୟିକା । ସେ ଏବେ ବାଦଶାହ କିଚ୍ଚା ସୁଦିପଙ୍କ ଅପକମିଂ ମୁଭି ‘ବିକ୍ରାନ୍ତ ରୋନା’ର ଏକ ଅଂଶ ପାଲଟି ଯାଇଛନ୍ତି । ଏବେ ନିର୍ମାତା ଜ୍ୟାକଲିନଙ୍କ ପ୍ରଥମ ଲୁକ୍ ରିଲିଜ୍ କରିଛନ୍ତି । ଏଥିରେ ସେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ନଜର ଆସିବେ । ସମଗ୍ର ମୁମ୍ବାଇରେ ଜ୍ୟାକଲିନଙ୍କ ହୋଡିଂ ଦେଖିବାକୁ ମିଳିଛି । ସେ ଏହି ଫିଲ୍ମରେ ଗଡଂଗ ରକ୍କମ୍ମା ଭୂମିକାରେ ନଜର ଆସିବେ । ଯିଏ ଏକ କାଳ୍ପନିକ ସ୍ଥାନରେ ମଧୁଶାଳା ଚଲାଉଥିବେ । ସେ ଏଥିରେ କେବଳ ମହତ୍ୱପୂର୍ଣ୍ଣ ଭୂମିକାରେ ନୁହେଁ ବରଂ ଜ୍ୟାକଲିନଙ୍କ ଜବରଦସ୍ତ ଡ୍ୟାନ୍ସ ବି ଏଥିରେ ଦେଖିବାକୁ ମିଳିବ । ଜ୍ୟାକଲିନଙ୍କୁ ନେଇ ମେକର୍ସ ଖୁବ୍ ଆଶାବାଦୀ ଥିବା ବେଳେ କହିଛନ୍ତି ଜ୍ୟାକଲିନଙ୍କ ଏଣ୍ଟ୍ରି ସହ ବିଶ୍ୱର ନୂଆ ନାୟକଙ୍କ ଷ୍ଟୋରୀ ଆହୁରି ରୋମାଞ୍ଚକର ହୋଇଯାଏ ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମିଳିଲା ମଞ୍ଜୁରୀ

ଅହମଦାବାଦ,୨ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

ହାଇ ଆଲର୍ଟ: ଜିଲାରେ ଝାଡ଼ଖଣ୍ଡ ଓ ବାହାର ରାଜ୍ୟର ଅପରାଧୀ, ସତର୍କ ରହିବାକୁ ପୋଲିସର ଅପିଲ୍

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ଝାଡ଼ଖଣ୍ଡ ସମେତ ବାହାର ରାଜ୍ୟର ଅପରାଧୀ ଗ୍ୟାଙ୍ଗର ଗତିବିଧି ନଜରକୁ ଆସିବା ପରେ ଜିଲା ପୋଲିସ ପକ୍ଷରୁ…

ଭାରତୀୟ ହକି ଅମ୍ପାୟରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ, ୨ା୧୦: ଯୌନ ନିର୍ଯାତନା ଅଭିଯୋଗରେ ଜାପାନରେ ଚାଲିଥିବା ଏସିଆନ ଗେମ୍ସରୁ ହକି ଅମ୍ପାୟର ତଥା ଟେକ୍‌ନିକାଲ ଅଫିସିଆଲ ଗୁରିନ୍ଦର ସିଂ ସାଙ୍ଘାଙ୍କୁ ସ୍ବଦେଶ ଫେରାଇ ଅଣାଯାଇଛି।…

ହାତୀଙ୍କ ଉପଦ୍ରବରେ ଫସଲ ନଷ୍ଟ, ଚିନ୍ତାରେ ଚାଷୀ: କ୍ଷତିପୂରଣ ଦାବି କଲେ…

ତୁମୁଡିବନ୍ଧ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବନାଞ୍ଚଳରେ ହାତୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଗତ କିଛି ଦିନ ହେବ ପଡ଼ୋଶୀ କଳାହାଣ୍ଡି ଜିଲାରୁ ୫ଟି…

ସାଇକେଲରେ ସହର ବୁଲିଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ପୋଖରୀ ସଫାକରି, ବାଣ୍ଟିଲେ ସ୍ବଚ୍ଛତାର ବାର୍ତ୍ତା   

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର) ଅହିଂସା ଓ ସତ୍ୟର ମାର୍ଗ ଦେଇ ଦେଶକୁ ସ୍ବାଧିନତା ଆଣିବାରେ ପ୍ରମୁଖ ଗ୍ରହଣ କରିଥିବା ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ…

ବୁଲିବାକୁ ଯାଇଥିଲେ, ଫେରିଲେନି: ବାଇକ୍ ଦୁର୍ଘଟଣାରେ ବି-ଟେକ୍ ଛାତ୍ରଙ୍କ ଜୀବନ ଗଲା

ମୋହନା, ୨।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚନ୍ଦ୍ରଗିରି ଫାଣ୍ଡି ଅଧୀନ ଏକଲବ୍ୟ ଆବାସିକ ବିଦ୍ୟାଳୟ ସମ୍ମୁଖରେ ଶୁକ୍ରବାର ବାଇକ୍ ଓ କାର୍ ମଧ୍ୟରେ…

ଗଠନ ହେଲା ୩ ବଡ଼ ରାଜଯୋଗ: କେବଳ ଏହି ୩ ରାଶିଙ୍କର ଫାଇଦା ହିଁ ଫାଇଦା, ଭାଗ୍ୟରେ ଲାଗିଲା ଲଟେରୀ

ଅକ୍ଟୋବର ମାସ ଆରମ୍ଭ ହେବା ସହିତ ଗ୍ରହ-ନକ୍ଷତ୍ରଙ୍କ ଚଳନରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିବ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସମସ୍ତ ଗ୍ରହ ନିର୍ଦ୍ଦିଷ୍ଟ ସମୟ ବ୍ୟବଧାନରେ ରାଶି…

ଏସିଆନ ଗେମ୍ସ ଉଦ୍‌ଯାପନୀ ଉତ୍ସବରେ ନୀରୁ ଧଣ୍ଡା ହେବେ ପତାକା ବାହକ, ଜାଣନ୍ତୁ ନୀରୁ କିଏ…

ନାଗୋୟା,୨ା୧୦: ରବିବାର ହେବାକୁ ଥିବା ଏସିଆନ ଗେମ୍ସ ଉଦ୍‌ଯାପନୀ ଉତ୍ସବରେ ଭାରତର ଅଗ୍ରଣୀ ଟ୍ରାପ୍‌ ଶୁଟର ନୀରୁ ଧଣ୍ଡା ଭାରତୀୟ ଦଳର ମହିଳା ପତାକା ବାହକ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?