ଜ୍ୟାକଲିନଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ…

ନୂଆଦିଲ୍ଲୀ, ୨୬।୯ : ୨୦୦ କୋଟି ଠକେଇ ମାମଲାରେ ଅଭିନେତ୍ରୀ ଜ୍ୟାକଲିନ ଫର୍ନାଣ୍ଡିଜଙ୍କୁ ପଟିଆଲା ହାଉସ କୋର୍ଟରେ ମଧ୍ୟବର୍ତ୍ତୀ କାଳୀନ ଜାମିନ ମିଳିଛି। ଏଥି ସହିତ ଅତିରିକ୍ତ ସେସନ୍ସ ଜଜ ଶୈଳେନ୍ଦ୍ର ମଲିକ ମଧ୍ୟ ଜ୍ୟାକଲିନଙ୍କ ଜାମିନ ଆବେଦନ ଉପରେ ଇଡି ପକ୍ଷରୁ ଜବାବ ମାଗିଛନ୍ତି।

ଏ ପର୍ଯ୍ୟନ୍ତ ତାଙ୍କର ନିୟମିତ ଜାମିନ କୋର୍ଟରେ ବିଚାରାଧୀନ ଅଛି। ଜ୍ୟାକଲିନଙ୍କ ଓକିଲଙ୍କ ଅନୁରୋଧ କ୍ରମେ କୋର୍ଟ ୫୦ ହଜାର ଟଙ୍କା ବ୍ୟକ୍ତିଗତ ମୁଚାଲିକାରେ ଜ୍ୟାକଲିନଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଛନ୍ତି।

ସୂଚନାଯୋଗ୍ୟ,ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ ମଧ୍ୟ ଦାବି କରିଛି ଯେ ସୁକେଶ ଚନ୍ଦ୍ରଶେଖରଙ୍କ ସହ ଜ୍ୟାକଲିନଙ୍କର ସମ୍ପର୍କ ଅଛି। ଏହା ପରେ ଅଭିନେତ୍ରୀଙ୍କୁ ପଟିଆଲା ହାଉସ କୋର୍ଟ ଡକାଇଥିଲା। ଏଥିସହିତ ବର୍ତ୍ତମାନ ଜ୍ୟାକଲିନ ପଟିଆଲା ହାଉସ କୋର୍ଟରେ ପହଞ୍ଚିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଆହାତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ: ଥାନାରେ ପହଞ୍ଚି ଝିଅ ଦେଲେ ଏତଲା

ଦିଗପହଣ୍ଡି,୧୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁୁବୁଡ଼ି ଗ୍ରାମର ଲବ ନାଇକ(୬୬) ଗତ ୭ ତାରିଖ ଅପରାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ଆହାତ…

ପ୍ରେମିକାଙ୍କୁ ଦେଖାକରିବାକୁ ଆସିଥିଲେ, ହଠାତ୍‌ ମା’ ଆସିଯିବାରୁ…

ଭୁବନେଶ୍ୱର,୧୩।୭: ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଜଳବାୟୁ ଟାୱାର ତଳୁ ଛାତ୍ରଙ୍କ ମୃତଦେହ ମିଳିବା ଘଟଣାରେ ଏକ ବଡ଼ ଖୁଲାସା ହୋଇଛି। ପ୍ରେମିକାକୁ ଦେଖା କରିବାକୁ ଆସିଥିଲା ବେଳେ ୧୦ମ…

ଲର୍ଡସରେ ଇତିହାସ ରଚିଲା ଟିମ୍‌ଇଣ୍ଡିଆ: ୧୪୨ ବର୍ଷ ପରେ…

ଲର୍ଡସ,୧୩।୭: ଲର୍ଡସରେ ଭାରତ ଇଂଲଣ୍ଡକୁ ୨୭୦ ରନରେ ପରାସ୍ତ କରି ଐତିହାସିକ ବିଜୟ ହାସଲ କରିଛି। ୧୪୨ ବର୍ଷର ଇତିହାସରେ ଲର୍ଡସରେ ଖେଳାଯାଇଥିବା ଏହା ପ୍ରଥମ ମହିଳା…

ରଥଯାତ୍ରା ପାଇଁ ପ୍ରଶାସନ ସଜାଗ, ଏହି ସବୁ ଦିଗରେ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ଦେଲେ ତହସିଲଦାର

ପୁରୁଷୋତ୍ତମପୁର,୧୩।୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ପ୍ରଶାସନ ପକ୍ଷରୁ ରଥଯାତ୍ରାର ସୁପରିଚାଳନାକୁ ନେଇ ଏକ ପ୍ରସ୍ତୁତି ବୈଠକ ସୋମବାର ତହସିଲଦାର ବିନୋଦ କୁମାର ବେହେରାଙ୍କ ତତ୍ତ୍ୱାବଧାନରେ…

ଖୁସି ଖବର ଦେଲେ ଗୋବିନ୍ଦା: ୭ ବର୍ଷ ପରେ…

‘ହିରୋ ନମ୍ବର ୧’ ଗୋବିନ୍ଦା ପୁଣି ବଡ଼ ପରଦାରେ ଧମାଲ କରିବାକୁ ଯାଉଛନ୍ତି। ସେ ‘ରୂପା’ ଚଳଚ୍ଚିତ୍ରରେ ନଜର ଆସିବେ। ଗୋବିନ୍ଦା ନିଜେ ଏହି ପ୍ରୋଜେକ୍ଟ ଘୋଷଣା…

ଆପାର୍ଟମେଣ୍ଟ ତଳୁ ମିଳିଲା ମୃତଦେହ

ଭୁବନେଶ୍ୱର,୧୩।୭: ଭୁବନେଶ୍ବର ନୀଳାଦ୍ରି ବିହାର ଅଞ୍ଚଳରେ ଥିବା ଏକ ଆପାର୍ଟମେଣ୍ଟ ତଳୁ ଜଣେ ବ୍ୟକ୍ତିଙ୍କ ମୃତଦେହ ସୋମବାର ପୋଲିସ ଉଦ୍ଧାର କରିଛି। ମୃତକଙ୍କ ପରିଚୟ ଜଣାପଡି ନାହିଁ।…

ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ବଡ଼ ପରିବର୍ତ୍ତନ! ମାତ୍ର ୬୭୩ ଟଙ୍କାରେ ମିଳିବ ଗ୍ୟାସ, ଜାଣନ୍ତୁ କେମିତି କରିବେ ବୁକିଂ

ନୂଆଦିଲ୍ଲୀ, ୧୩।୭: ଯଦି ଆପଣ ଛାତ୍ରୀଛାତ୍ର, ଭଡ଼ା ଘରେ ରହୁଛନ୍ତି କିମ୍ବା ଆପଣଙ୍କର କୌଣସି ଛୋଟ କ୍ୟାଫେ ବା ଷ୍ଟଲ ରହିଛି, ତେବେ ଆପଣଙ୍କ ପାଇଁ ଏକ…

ଛେଳି ଚରାଇବାକୁ ଯାଇଥିଲେ ଫଗନୁ: ପଛପଟୁ ଆକ୍ରମଣ କଲା ଭାଲୁ: ଆଉ ତା’ପରେ ଘଟିଲା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଝରିଗାଁ, ୧୩।୭(କିଶୋର ଚନ୍ଦ୍ର ମଣ୍ଡଳ): ଜଙ୍ଗଲ ନଷ୍ଟ, ହିଂସ୍ରଜନ୍ତୁ ଏବେ ଗାଁ ମୁହାଁ। ଖାଦ୍ୟ ଅନ୍ବେଷଣରେ ଥିବା ମାଇ ଭାଲୁ ଏବେ ରକ୍ତମୁଖା l ଏହା ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri