ଜ୍ୟାକ୍‌ଲିନ୍‌ଙ୍କୁ ୮ ଘଣ୍ଟା ଜେରା

ନୂଆଦିଲ୍ଲୀ, ୧୫।୯: ମନି ଲଣ୍ଡରିଂ ମାମଲାରେ ବଲିଉଡ୍‌ ଅଭିନେତ୍ରୀ ଜ୍ୟାକ୍‌ଲିନ୍‌ ଫର୍ନାଣ୍ଡିଜ୍‌ଙ୍କୁ ବୁଧବାର ଦିଲ୍ଲୀ ପୋଲିସର ଇକୋନୋମିକ୍‌ ଅଫେନ୍ସେସ୍‌ ଓ୍ବିଙ୍ଗ ୮ ଘଣ୍ଟା ଜେରା କରିଛି। ବୁଧବାର ସକାଳ ସାଢ଼େ ୧୧ଟାବେଳେ ଜ୍ୟାକ୍‌ଲିନ୍‌ ମନ୍ଦିର ମାର୍ଗ କାର୍ଯ୍ୟାଳୟରେ ପହଞ୍ଚିଥିବାବେଳେ ରାତି ୮ଟାରେ ଅଫିସ ଛାଡ଼ିଥିଲେ। ବିଭିନ୍ନ ବ୍ୟବସାୟୀଙ୍କଠାରୁ ୨୦୦ କୋଟି ଟଙ୍କା ଠକି ଆଣିଥିବା କନ୍‌ମ୍ୟାନ୍‌ ସୁକେଶ ଚନ୍ଦ୍ରଶେଖରଙ୍କ ସହ ଜ୍ୟାକ୍‌ଲିନଙ୍କ ସମ୍ପୃକ୍ତି ଥିବା ଗତ ମାସରେ ଇଡି ନିଜ ଚାର୍ଜଶିଟ୍‌ରେ ଉଲ୍ଲେଖ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ରାଧେ’ର ଶୁଟିଂ ଆରମ୍ଭ

ମୁମ୍ବାଇ:ବଲିଉଡ୍‌ ଭାଇଜାନ୍‌ ସଲମାନ୍‌ ଖାନ୍‌ଙ୍କ ଆଗାମୀ ଫିଲ୍ମ ‘ରାଧେ’ର ଶୁଟିଂ ଆରମ୍ଭ ହୋଇଛି। ଏହି ଫିଲ୍ମ ଆସନ୍ତା ବର୍ଷ ଇଦ୍‌ ଅବସରରେ ମୁକ୍ତିଲାଭ କରିବ। ସଲମାନ୍‌...

ମହାନ୍‌ ସଙ୍ଗୀତକାର ଗୁଲାମ ମୁସ୍ତାଫା ଖାନଙ୍କ ପରଲୋକ

ନୂଆଦିଲ୍ଲୀ,୧୭।୧: ଶାସ୍ତ୍ରୀୟ ସଙ୍ଗୀତକାର ଉସ୍ତାଦ ଗୁଲାମ ମୁସ୍ତାଫା ଖାନଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ବୟସ ହୋଇଥିଲା। ଉସ୍ତାଦ ଗୁଲାମ ମୁସ୍ତାଫା...

ରିଲିଜ୍‌ ପୂର୍ବରୁ ବିବାଦରେ ଫିଲ୍ମ ‘ପାନିପତ’

ମୁମ୍ବାଇ: ରିଲିଜ୍‌ ପୂର୍ବରୁ ବିବାଦ ଘେରକୁ ଚାଲିଆସିଛି ନିର୍ଦ୍ଦେଶକ ଆଶୁତୋଷ ଗୋଓ୍ବାରିକରଙ୍କ ଫିଲ୍ମ ‘ପାନିପତ’। ଉକ୍ତ ଫିଲ୍ମରେ ମହାନ ମରାଠା ସେନାପତି ଓ ତାଙ୍କର ଦ୍ୱିତୀୟ...

ରାତାରାତି ମିଳିଥିଲା ଷ୍ଟାର୍‌ ଡମ୍‌…

ମୁମ୍ବାଇ,୮।୬: ବଲିଉଡ୍‌ ଅଭିନେତ୍ରୀ ଡିମ୍ପଲ କପାଡ଼ିଆ ମଙ୍ଗଳବାର ୬୪ ବର୍ଷ ପୂରଣ ହୋଇଛି। ୧୯୫୭ ଜୁନ ୮ରେ ସେ ମୁମ୍ବାଇଠାରେ ଜନ୍ମ ଗ୍ରହଣ କରିଥିଲେ। ତାଙ୍କୁ...

ଟୁଇଟ୍‌ କରି ଟ୍ରୋଲ ହେଲେ ଅଭିନେତ୍ରୀ

ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରିଙ୍କ ଫିଲ୍ମ ‘ଦ କାଶ୍ମୀର ଫାଇଲ୍ସ’କୁ ନେଇ ଚାରିଆଡେ ଚର୍ଚ୍ଚା ଚାଲିଛି। ଫିଲ୍ମଟି ୧୧ ମାର୍ଚ୍ଚରେ ସିନେମା ହଲରେ ରିଲିଜ୍‌ ହେବା ପରେ...

ରାଗରେ ରୋହିତଙ୍କ ଉପରେ ବୋତଲ ଭାଙ୍ଗିଲେ ଶିଳ୍ପା

ବମ୍ବେ: ରାଗିଗଲେ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ। ନିର୍ଦ୍ଦେଶକ ରୋହିତ ସେଟ୍ଟୀଙ୍କ ହାତରେ କାଚ ବୋତଲ ଭାଙ୍ଗିଦେଲେ। ଏଭଳି ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର...

୬ଟି କେକ କାଟି ପତ୍ନୀଙ୍କ ଜନ୍ମଦିନ ପାଳନ କଲେ କମେଡି କିଙ୍ଗ

ମୁମ୍ବାଇ: କମେଡି କିଙ୍ଗ କପିଲ ଶର୍ମା ଗୁରୁବାର ତାଙ୍କ ପତ୍ନୀ ଗିନ୍ନି ଚତରଥଙ୍କ ଜନ୍ମଦିନ ପାଳନ କରିଛନ୍ତି । ଯାହାର ଏକ ଝଲକ ସେ ତାଙ୍କ...

ଭାରତର ଶୋଚନୀୟ ପରାଜୟ ପରେ ଲୋକେ ମାଗିଲେ ସୋନୁ ସୁଦଙ୍କ ସାହାଯ୍ୟ, ଏପରି ଟୁଇଟ୍‌ କଲେ ଅଭିନେତା

ମୁମ୍ବାଇ: ଅଭିନେତା ସୋନୁ ସୁଦ ଗରିବ ଲୋକଙ୍କୁ ସବୁବେଳେ ସାହାଯ୍ୟ କରି ଚର୍ଚ୍ଚାରେ ରହିଛନ୍ତି। ଅନେକ ସମୟରେ ପ୍ରଶଂସକଙ୍କ ଠାରୁ ଏପରି ଅନୁରୋଧ କରାଯାଇଥାଏ ଯେ,...

Advertisement
Archives

Model This Week