ଜେଡ୍‌ ବ୍ଲାକ୍‌ ଅଗରବତିର ନୂତନ ଅଭିଯାନ

ଭୁବନେଶ୍ୱର,୧୬।୧୧: ଦେଶର ଅଗ୍ରଣୀ ପ୍ରିମିୟମ ଧୂପକାଠି ନିର୍ମାତା ଜେଡ୍‌ ବ୍ଲାକ୍‌ର ନୂତନ ଅଭିଯାନକୁ ନିକଟରେ ଉନ୍ମୋଚନ କରାଯାଇଛି। ଏହି ପରିପ୍ରେକ୍ଷୀରେ ଜେଡ୍‌ ବ୍ଲାକ୍‌ ଅଗରବତି ଓ ଏମ୍‌.ଏସ୍‌.ଧୋନିଙ୍କ ମଧ୍ୟରେ ଏକ ସହଭାଗିତା ହୋଇଥିବାବେଳେ ଚଳିତ ବିଶ୍ୱକପ୍‌ ( ଆଇସିସି କ୍ରିକେଟ୍‌ ୱାଲର୍‌ଡକପ୍‌ ୨୦୨୩) ସମୟରେ ସାମୂହିକ ପ୍ରାର୍ଥନାର ଉତ୍ସାହ ଓ ପ୍ରାର୍ଥନାର ଶକ୍ତିକୁ ପାଳନ କରିବା ପାଇଁ ଉଭୟ ଏକାଠି ହୋଇଛନ୍ତି। ଅପରପକ୍ଷରେ ଭାରତର ଚମତ୍କାର ପ୍ରଦର୍ଶନ ସହିତ କ୍ରିକେଟ୍‌ ବିଶ୍ୱକପ୍‌ ଆଗକୁ ବଢୁଥିବା ବେଳେ ଜେଡ୍‌ ବ୍ଲାକ୍‌ ପକ୍ଷରୁ ଏକ ଆକର୍ଷଣୀୟ ଟିଭିସି କ୍ୟାମ୍ପେନ୍‌ର ଶୁଭାରମ୍ଭ କରାଯାଇଛି। ଏହି ନୂତନ ଟିଭିସି ବନ୍ଧୁତ୍ୱ, ଏକତା ଓ ସାମୂହିକ ପ୍ରାର୍ଥନାର ମହତ୍ତ୍ୱକୁ ପରିପ୍ରକାଶ କରିଛି। ଏହି ଟିଭି କମର୍ସିଆଲରେ ଏମ୍‌ଏସ୍‌ ଧୋନିଙ୍କୁ ବନ୍ଧୁମାନଙ୍କ ସହିତ ଏକ ରୋମାଞ୍ଚକର ମ୍ୟାଚ୍‌ ଉପଭୋଗ କରୁଥିବାର ଦେଖିବାକୁ ମିଳୁଛି। ଏପରିକି ବନ୍ଧୁମାନେ ଗେମ୍‌ର ଏକ ରୋମାଞ୍ଚକର ମୁହୂର୍ତ୍ତକୁ ଶେୟାର କରୁଥିବା ବେଳେ କ୍ୟାପ୍‌ଟେନ କୁଲ୍‌ ଜଟିଳ ସମୟରେ ପ୍ରାର୍ଥନାର ଶକ୍ତି ସମ୍ପର୍କରେ ବିସ୍ତୃତ ଭାବେ ମତବ୍ୟକ୍ତ କରୁଛନ୍ତି।
ଏ ସମ୍ପର୍କରେ ମହୀଶୂର ଦୀପ୍‌ ପର୍‌ଫ୍ୟୁମେରି ହାଉସ୍‌ (ଏମ୍‌ଡିପିଏଚ୍‌)ର ନିର୍ଦ୍ଦେଶକ ଅଙ୍କିତ ଅଗ୍ରୱାଲ କହିଛନ୍ତି, କ୍ରିକେଟ୍‌ କିମ୍ବଦନ୍ତୀ ଏମ୍‌.ଏସ୍‌. ଧୋନିଙ୍କ ସହ ସହଭାଗିତା କରି ଆମେ ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଉକ୍ତ ସହଭାଗିତା ମାଧ୍ୟମରେ ଆମେ ଲୋକମାନଙ୍କୁ ଓ ସମୁଦାୟଗୁଡିକ ଏକାଠି ହେବା, ସ୍ମରଣୀୟ ମୁହୂର୍ତ୍ତଗୁଡିକୁ ପାଳନ କରିବା ଓ ନିଜର ସାମୂହିକ ଆଶୀର୍ବାଦକୁ ବିସ୍ତାର କରିବା ପାଇଁ ଅନୁପ୍ରାଣିତ କରିବାକୁ ଆଶା ରଖିଛୁ। ସେହିପରି ଏମ୍‌ଡିପିଏଚ୍‌ର ନିର୍ଦ୍ଦେଶକ ଅଂଶୁଲ ଅଗ୍ରୱାଲ କହିଛନ୍ତି, ଆନନ୍ଦ ଓ ଉତ୍ସାହର ଭାବନାକୁ କ୍ୟାପ୍ଚର କରୁଥିବା ଏହି ନୂତନ ଟିଭିସି ନିଶ୍ଚିତ ରୂପେ ଏକ ନୂଆ ଉତ୍ସାହ ଦେଶରେ ସୃଷ୍ଟି କରିବ। ଏପରିକି ଆମର ରଣନୀତି ମଧ୍ୟରେ ଆଞ୍ଚଳିକ ସୁଗନ୍ଧଗୁଡିକର ଏକ ବିସ୍ତୃତ ଶୃଙ୍ଖଳା ଉପରେ ଗୁରୁତ୍ୱ ଦେବା ଏବଂ ପାର୍ବଣ ଋତୁରେ ଅଭିନବ ସୁଗନ୍ଧ, ଅନୁସନ୍ଧାନ ଓ ବିକାଶ ପଦ୍ଧତିଗୁଡିକୁ ଆବିଷ୍କାର କରିବା ପ୍ରତି ଆମର ପ୍ରତିବଦ୍ଧତା ଆଦି ସାମିଲ ରହିଛି। ଏହି ନୂତନ ଟିଭିସିକୁ ଓବ୍‌ରୟ ଆଇବିସି ପରିକଳ୍ପନା କରିଥିବା ବେଳେ ଏହାକୁ ପାର୍ବଣ ଋତୁ ପାଇଁ ନ୍ୟୁଜ୍‌ ଓ ଜିଇସି ଚ୍ୟାନେଲ ମାଧ୍ୟମରେ ପ୍ରସାରିତ କରାଯିବ।

 


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri