Posted inଖେଳ

ଧୋନିଙ୍କ ପରେ ଫିଲ୍ମ ଜଗତରେ ଏଣ୍ଟ୍ରି କଲେ ଜାଡେଜା, ଶେୟାର କଲେ ନିଜ ପ୍ରଥମ ଫିଲ୍ମର ପୋଷ୍ଟର

ନୂଆଦିଲ୍ଲୀ,୬।୩: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନିଙ୍କ ପରେ ବର୍ତ୍ତମାନ କ୍ରିକେଟର ରବିନ୍ଦ୍ର ଜାଡେଜା ମଧ୍ୟ ଚଳଚ୍ଚିତ୍ର ଜଗତରେ ପାଦ ଦେଇଛନ୍ତି। ରବିନ୍ଦ୍ର ଜାଡେଜା ତାଙ୍କ ସ୍ତ୍ରୀ ରିବାବାଙ୍କ ସହ ଏକ ଫିଲ୍ମ ନିର୍ମାଣ କରୁଛନ୍ତି। ଏନେଇ ରବିନ୍ଦ୍ର ଜାଡେଜା ନିଜେ ସୋସିଆଲ ମିଡିଆରେ ଫିଲ୍ମର ପୋଷ୍ଟର ଶେୟାର କରି ଏହି ସୂଚନା ଦେଇଛନ୍ତି। ତେବେ ଜାଡେଜାଙ୍କ ଏହି ଚଳଚ୍ଚିତ୍ରର ନାମ ହେଉଛି ‘ପାଛତର କା ଛୋରା’। ଏହି ଚଳଚ୍ଚିତ୍ରରେ ରଣଦୀପ ହୁଡା,ସଞ୍ଜୟ ମିଶ୍ରା, ନୀନା ଗୁପ୍ତା ଏବଂ ଗୁଲଶାନ ଗ୍ରୋଭରଙ୍କ ଭଳି ବଲିଉଡର ବରିଷ୍ଠ ଅଭିନେତାମାନେ ନଜର ଆସିବେ। ଜାଡେଜା ଏବଂ ତାଙ୍କ ସ୍ତ୍ରୀ ରିବାବା ଏହି ଚଳଚ୍ଚିତ୍ରର କୋ-ପ୍ରଡ୍ୟୁସର। ଏହି ଚଳଚ୍ଚିତ୍ରର ରିଲିଜ ତାରିଖ ଘୋଷଣା ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସୌରାଷ୍ଟ୍ର ଛାଡ଼ିଲେ ଜ୍ୟାକ୍‌ଶନ: ପୁଡୁଚେରୀ ତରଫରୁ ଖେଳିବେ

ଚେନ୍ନାଇ/ମୁମ୍ବାଇ,୧୨।୭(ପି.ଟି.): ଶେଲଡନ ଜ୍ୟାକ୍‌ଶନ ସୌରାଷ୍ଟ୍ର ଦଳ ଛାଡିଛନ୍ତି। ସୌରାଷ୍ଟ୍ରକୁ ଗତ ରଣଜୀ ସେସନରେ ଚାମ୍ପିୟନ କରାଇଥିବା ଏହି ତାରକା ବ୍ୟାଟ୍ସମ୍ୟାନ ଆଗାମୀ ଘରୋଇ ସେସନରେ ଏବେ...

ସଡ଼କ ଦୁର୍ଘଟଣାରେ ଜାନାର୍ଡି ଗୁରୁତର

ରୋମ, ୨୧ା୬ (ଏପି)-ଏକ ସଡ଼କ ଦୁର୍ଘଟଣାରେ ଗୁରୁତର ଭାବେ ଆହତ ହୋଇଛନ୍ତି ଇଟାଲିଆନ୍‌ ରେସ୍‌ କାର୍‌ ଚାମ୍ପିୟନରୁ ପାରାଅଲିମ୍ପିକ ସ୍ବର୍ଣ୍ଣ ବିଜେତା ହୋଇଥିବା ଆଲେକ୍ସ ଜାନାର୍ଡି।...

ଆଉ ଏକ ଇଞ୍ଜୁରି: ସଇନୀ ଆହତ

ବ୍ରିସ୍‌ବେନ୍‌,୧୬।୧(ପି.ଟି.): ଆଘାତ ସମସ୍ୟା ଜର୍ଜରିତ ଭାରତୀୟ ଦଳର ସମସ୍ୟା ବଢିବାରେ ଲାଗିଛି। ଆଉ ଜଣେ ଖେଳାଳି ଆହତ ହୋଇ ପଡିଆ ବାହରକୁ ଯାଇଛନ୍ତି। ଶୁକ୍ରବାରଠାରୁ ଆରମ୍ଭ...

ଅନୁଷ୍କା ମା’ ହେବା କଥା ଜାଣି ଦେଡଶୂର କହିଲେ ଏମିତି କଥା

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବଂ ସସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମା ଖୁବଶୀଘ୍ର ୨ରୁ ୩ ହେବାକୁ ଯାଉଛନ୍ତି। ୨୦୨୧ ଜାନୁୟାରୀ...

ଅଲିମ୍ପିକ୍ସରେ ଭଲ ପ୍ରଦର୍ଶନ କରିବୁ: ଗୋପୀଚାନ୍ଦ

ନୂଆଦିଲ୍ଲୀ,୪।୧(ପି.ଟି.)- ଟୋକିଓରେ ଆୟୋଜନ ହେବାକୁ ଥିବା ଅଲିମ୍ପିକ୍ସରେ ଏଥର ଆମେ ଭଲ ପ୍ରଦର୍ଶନ କରିବୁ ବୋଲି ଭାରତର ଜାତୀୟ ବ୍ୟାଡମିଣ୍ଟନ କୋଚ୍‌ ପୁଲେଲା ଗୋପୀଚାନ୍ଦ କହିଛନ୍ତି।...

ରାଗରେ ନିଆଁବାଣ ହେଲେ ଶାସ୍ତ୍ରୀ, ଦେଲେ ଚେତାବନୀ

ଦୁବାଇ,୯।୧୧: ଟି -୨୦ ବିଶ୍ୱକପ ୨୦୨୧ରେ ଟିମ ଇଣ୍ଡିଆ ସେମିଫାଇନାଲ ଦୌଡରୁ ବାଦ୍‌ ପଡିଛି। କୋଚ ଭାବେ ଟିମ ଇଣ୍ଡିଆ ସହିତ ରବି ଶାସ୍ତ୍ରୀଙ୍କ ଚୁକ୍ତି...

ଐଶ୍ୱର୍ଯ୍ୟାଙ୍କ ଆରୋଗ୍ୟ କାମନା କଲେ ଡବ୍ଲ୍ୟୁଡବ୍ଲ୍ୟୁଇ ସୁପର୍‌ଷ୍ଟାର୍‌ ଜନ୍‌ ସିନା

ନୂଆଦିଲ୍ଲୀ, ୧୯।୭- ଓ୍ବାଲର୍‌ଡ ରେସଲିଂ ଏଣ୍ଟରଟେନ୍‌ମେଣ୍ଟ (ଡବ୍ଲ୍ୟୁଡବ୍ଲ୍ୟୁଇ) ସୁପର୍‌ ଷ୍ଟାର୍‌ ଜନ୍‌ ସିନାଙ୍କ ବଲିଉଡ୍‌ ପ୍ରତି ରହିଥିବା ଦୁର୍ବଳତା ପୁଣିଥରେ ଦେଖିବାକୁ ମିଳିଛି। ପୂର୍ବରୁ ଜନ୍‌...

ଜାତୀୟ ଚୟନକର୍ତ୍ତା ଦୌଡ଼ରେ ଅଗରକର ସାମିଲ

ନୂଆଦିଲ୍ଲୀ, ୨୫ା୧ (ପି.ଟି.)-ଜାତୀୟ କ୍ରିକେଟର ଚୟନକର୍ତ୍ତା ପାଇଁ ଶୁକ୍ରବାର ଆବେଦନର ଅନ୍ତିମ ଦିବସ ଥିଲା। ପୂର୍ବତନ ଭାରତୀୟ ପେସ୍‌ ବୋଲର ଅଜିତ ଅଗରକର ଶେଷ ମୁହୂର୍ତ୍ତରେ...

Advertisement
Archives

Model This Week