Posted inଖେଳ

ଧୋନୀଙ୍କୁ ଟ୍ରୋଲ୍‌ କରିବାରୁ ଜାଡେଜା ଦେଲେ ମୁହଁତୋଡ ଜବାବ

ନୂଆଦିଲ୍ଲୀ,୧୦।୧:ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା କିମ୍ବଦନ୍ତୀ ଉଇକେଟ କିପର ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଧୋନୀ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥାଇ ପାରନ୍ତି, କିନ୍ତୁ ତାଙ୍କ ପ୍ରଶଂସକଙ୍କ ହୃଦୟରେ ଏବେ ବି ସେ ରାଜ୍‌ କରୁଛନ୍ତି। ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକତ୍ୱ ଗ୍ରହଣ କରିଥିବା ଧୋନୀଙ୍କ ଏକ ପୁରୁଣା ଫଟୋ ରବିବାର କୋଲକାତା ନାଇଟ ରାଇଡର୍ସ (କେକେଆର୍‌) ଟୁଇଟରରେ ପୋଷ୍ଟ କରି ତାଙ୍କୁ ଟ୍ରୋଲ କରିବାକୁ ଚେଷ୍ଟା କରିଛି। ଧୋନୀଙ୍କ ଅନେକ ପ୍ରଶଂସକ ଏହା ଉପରେ ଫ୍ରାଞ୍ଚାଇଜ ଉପରେ ପ୍ରତିକ୍ରିୟା ଦେଇଥିଲେ। କେବଳ ଏତିକି ନୁହେଁ, ଭାରତୀୟ ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ମଧ୍ୟ ମୁହଁତୋଡ ଜବାବ ଦେଇଛନ୍ତି।
କେକେଆର୍‌ ୨ଟି ଫଟୋର ଏକ କୋଲାଜ ଫଟୋ ଶେୟାର କରିଛି। ଗୋଟିଏ ଫଟୋ ଇଂଲଣ୍ଠଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଇଥିବା ଆଶେସ ସିରିଜର ଚତୁର୍ଥ ଟେଷ୍ଟ ମ୍ୟାଚ ହୋଇଥିବାବେଳେ ଅନ୍ୟ ଫଟୋଟି ପୁରୁଣା ଆଇପିଏଲ୍‌ ମ୍ୟାଚର। ସିଡନୀରେ ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ସିରିଜର ଚତୁର୍ଥ ଟେଷ୍ଟ ମ୍ୟାଚ ଡ୍ରରେ ଶେଷ ହୋଇଥିଲା। ମ୍ୟାଚ୍‌ର ପଞ୍ଚମ ଦିନ ଅଷ୍ଟ୍ରେଲିଆର ଦ୍ୱିତୀୟ ଇନିଂସରେ ଅବଶିଷ୍ଟ ବ୍ୟାଟ୍ସମ୍ୟାନଙ୍କୁ ଆଉଟ୍‌ କରିବା ପାଇଁ ଅଷ୍ଟ୍ରେଲିଆ ନିଜର ସମସ୍ତ ଫିଲ୍ଡରଙ୍କୁ ଏକାଠି ରଖିଥିଲା। ଦ୍ୱିତୀୟ ଇନିଂସରେ ଇଂଲଣ୍ଡ ୯ ଉଇକେଟ ହରାଇଥିଲା କିନ୍ତୁ ଦିନର ଖେଳ ଶେଷ ହେତୁ ମ୍ୟାଚ ଡ୍ରରେ ଶେଷ ହୋଇଥିଲା। ଧୋନୀଙ୍କ ଏକ ଫଟୋ ମଧ୍ୟ ଅଛି। ସେତେେବେଳେ ପୁଣେର ଅଧିନାୟକତ୍ୱ ପରିଚାଳନା କରୁଥିଲେ ଏବଂ ବ୍ୟାଟିଂ ସମୟରେ କେକେଆର୍‌ ତାଙ୍କ ଫିଲ୍ଡରକୁ ନିକଟରେ ରଖିଥିଲେ। ଧୋନୀଙ୍କ ପ୍ରଶଂସକମାନେ ଏହି ତୁଳନାକୁ ପସନ୍ଦ କରି ନାହିଁ ଏବଂ ଏହି ପୋଷ୍ଟରେ ମନ୍ତବ୍ୟ ଦେବା ଆରମ୍ଭ କଲେ। ଏହି ପୋଷ୍ଟରେ ତାଙ୍କ କମେଣ୍ଟ ସହିତ ଜାଡେଜା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। କେକେଆର୍‌ ଟ୍ରୋଲ କରି ଜଡୁ ଲେଖିଛନ୍ତି, ଏହା ଏକ ମାଷ୍ଟରଷ୍ଟ୍ରୋକ ନୁହେଁ, ଏହା କେବଳ ଏକ ଶୋ’।

kkr gautam gambhir ms dhoni csk rspg


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଜନନୀ ଯନ୍ତ୍ରଣା: ପହଞ୍ଚି ପାରିଲାନି ଆମ୍ବୁଲାନ୍ସ, ଟ୍ରାକ୍ଟରରେ ସନ୍ତାନ ପ୍ରସବ କଲେ ମହିଳା

ଭବାନୀପାଟଣା,୧୩ା୭(ଉତ୍ତମ କୁମାର ଦାଶ): ଦୁର୍ଗମ ଅଞ୍ଚଳରେ ଆଜି ବି ମୌଳିକ ସୁବିଧାର ଅଭାବ କିପରି ଲୋକଙ୍କ ଜୀବନକୁ ବିପଦରେ ପକାଉଛି,ତାହାର ଆଉ ଏକ ହୃଦୟବିଦାରକ ଚିତ୍ର ସାମ୍ନାକୁ…

FIFA World Cup 2026ରେ ନୂଆ ବିବାଦ, ଟ୍ରମ୍ପଙ୍କ ଫୋନ ପରେ ଅଧ୍ୟକ୍ଷ ଜଣେ ଆମେରିକୀୟ ଖେଳାଳିଙ୍କ ଦଣ୍ଡକୁ ‘ଚୁପଚାପ’ ପରିବର୍ତ୍ତନ କଲେ!

ଓ୍ବାଶିଂଟନ,୧୩।୭: ଫିଫା ବିଶ୍ୱକପ 2026 କୁ ନେଇ ଏକ ବଡ଼ ବିବାଦ ଦେଖାଦେଇଛି। ଲାଲ କାର୍ଡ ପାଇବା ପରେ ଆମେରିକୀୟ ଷ୍ଟ୍ରାଇକର ଫୋଲାରିନ ବାଲୋଗୁନଙ୍କୁ ଗୋଟିଏ ମ୍ୟାଚ…

ବାପା ଛେଉଣ୍ଡ ଝିଅ ବିବାହ ପାଇଁ ଆର୍ଥିକ ସହାୟତା ପ୍ରଦାନ କଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୧୩।୭,(ବିଦ୍ୟାଧର ସାହୁ ): ଛତ୍ରପୁର ନିର୍ବାଚନ ମଣ୍ଡଳୀ ଯୁବ ବିଧାୟକ କୃଷ୍ଣଚନ୍ଦ୍ର ନାୟକ ଅବହେଳିତ ନିପ୍ପେଷିତ ଗରିବ ଜନସାଧାରଣଙ୍କୁ କିଛି ନା କିଛି ଆର୍ଥିକ ସହାୟତା ପ୍ରଦାନ…

ଦାରିଙ୍ଗବାଡି ବନାଞ୍ଚଳକୁ ବଡ଼ ସଫଳତା, ମିଳିତ ଚଢ଼ାଉରେ ଶାଳ ଗଣ୍ଡି ଜବତ, ୪ ଗିରଫ, ଟ୍ରକ, ବୋଲେରୋ, ଜେସିବି ସହ ୨ ବାଇକ ଜବତ

ଦାରିଙ୍ଗବାଡି,୧୩।୭, (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳକୁ ମିଳିଛି ବଡ଼ ସଫଳତା। ଜଙ୍ଗଲରୁ କାଠ ଗଣ୍ଡି କାଟି ଚୋରୀ କରୁଥିବା ଅଭିଯୋଗରେ ବନ ବିଭାଗ ୪…

ଆଜିଠୁ ପ୍ରବଳ ବର୍ଷା, ଏସବୁ ଜିଲାକୁ ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ…

ଭୁବନେଶ୍ୱର,୧୩ା୭: ଏଥର ରଥରେ ପ୍ରବଳ ବର୍ଷିବ। ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତା ସପ୍ତାହରେ ବଙ୍ଗୋପସାଗରରେ ପଛକୁ ପଛ…

ପୂରଣ ହେଲା ଇରାନର ଇଚ୍ଛା! ଏମତି ଆଘାତ ଦେଲା ଆଣ୍ଠେଇବ ଆମେରିକା

ତେହରାନ,୧୩।୭: ଆମେରିକା ଏବଂ ଇରାନ ମଧ୍ୟରେ ଶତ୍ରୁତା ପୁଣି ଥରେ ଆରମ୍ଭ ହୋଇଛି। ଯଦି ଏହି ସଂଘର୍ଷ ଆହୁରି ଲମ୍ବିଥାଏ ତେବେ କ’ଣ ହେବ? ପଶ୍ଚିମ ଏସିଆରେ…

ସ୍ବାସ୍ଥ୍ୟ ପରୀକ୍ଷା କରାଇବାକୁ ଆସିଥିବା ନାବାଳିକାଙ୍କୁ ବଳାତ୍କାର କଲେ ଡାକ୍ତର, ଝିଅ କାନ୍ଦିକାନ୍ଦି ମା’ଙ୍କୁ କହିବା ପରେ…

ଜଗନ୍ନାଥପ୍ରସାଦ,୧୩ା୭(ବିଭୁ ପ୍ରସାଦ ପଟ୍ଟନାୟକ): ଡାକ୍ତରୀ ବୃତ୍ତିରେ କଳଙ୍କ। ଭଗବାନଙ୍କ ଦ୍ୱିତୀୟ ଅବତାର କୁହାଯାଉଥିବା ଡାକ୍ତର ସ୍ବାସ୍ଥ୍ୟପରୀକ୍ଷା କରାଇବାକୁ ଆସିଥିବା ଜଣେ ନାବାଳିକାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି।…

ଇରାନର ପାଞ୍ଚଟି ପ୍ରଦେଶ ଉପରେ ଆକ୍ରମଣ କଲା ଆମେରିକା, ମିଶାଇଲ ସିଷ୍ଟମ ସହ IRGC ସ୍ପିଡବୋଟକୁ ଟାର୍ଗେଟ

ଓ୍ବାଶିଂଟନ,୧୩।୭: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ରବିବାର, ଆମେରିକାର ସେନା ହୋର୍ମଜଗାନ, ମାର୍କାଜି, ଆହଭାଜ, ବୁଶେହର, ଖୁଜେସ୍ତାନ ଏବଂ ସିସ୍ତାନ-ବାଲୁଚେସ୍ତାନ ସମେତ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri