ପାକିସ୍ତାନ ଟ୍ରେନ ଅପହରଣ ଘଟଣାରେ ମାଷ୍ଟରମାଇଣ୍ଡ ଧରାପଡିଲା! ଜାଣିଲେ…

ଇସଲାମାବାଦ,୧୨।୩: ପାକିସ୍ତାନର ବେଲୁଚିସ୍ତାନରେ ବାଲୁଚ ଲିବରେଶନ ଆର୍ମି (BLA) ମଙ୍ଗଳବାର ଜାଫର ଏକ୍ସପ୍ରେସକୁ ଅପହରଣ କରି ଟ୍ରେନରେ ଥିବା ସମସ୍ତ ଯାତ୍ରୀଙ୍କୁ ବନ୍ଧକ କରିଥିଲେ। ଟ୍ରେନଟି କ୍ବେଟାରୁ ପେଶାୱର ଯାଉଥିବା ବେଳେ ଅପହରଣ ହୋଇଛି।

ଅନ୍ୟପଟେ, ବାଲୁଚ ଲିବରେଶନ ଆର୍ମି ଦ୍ୱାରା ଅପହରଣ ଜାଫର ଏକ୍ସପ୍ରେସ ଟ୍ରେନରୁ ଅପହୃତମାନଙ୍କୁ ଉଦ୍ଧାର କରିବା ପାଇଁ ପାକିସ୍ତାନ ସେନା ନିରନ୍ତର ଅପରେଶନ ଚଳାଇଛି। ସୂଚନାନୁଯାୟୀ, ପାକିସ୍ତାନୀ ସେନା ଏପର୍ଯ୍ୟନ୍ତ ୧୦୪ ଜଣ ବନ୍ଧକଙ୍କୁ ଉଦ୍ଧାର କରିଛି। ସୁରକ୍ଷା ଅଧିକାରୀମାନେ କହିଛନ୍ତି ଯେ ପାକିସ୍ତାନ ସେନା ୩୧ ମହିଳା ଏବଂ ୧୫ ଶିଶୁଙ୍କ ସମେତ ଅତି କମରେ ୧୦୪ ଜଣ ଯାତ୍ରୀଙ୍କୁ ଉଦ୍ଧାର କରିଛି। ଏହି ଅପରେଶନରେ ୧୬ ଜଣ BLA ଯୋଦ୍ଧା ମଧ୍ୟ ନିହତ ହୋଇଛନ୍ତି।

ସୂତ୍ର ଅନୁସାରେ, ଟ୍ରେନ ଅପହରଣ କରିଥିବା ଆତଙ୍କବାଦୀମାନେ ଆଫଗାନିସ୍ତାନରେ ବସିଥିବା ମାଷ୍ଟରମାଇଣ୍ଡଙ୍କ ସହ ଯୋଗାଯୋଗରେ ଅଛନ୍ତି। ସେମାନେ ମହିଳା ଏବଂ ପିଲାମାନଙ୍କୁ ଢାଲ ଭାବରେ ବ୍ୟବହାର କରିଛନ୍ତି। ପାକିସ୍ତାନୀ ସୁରକ୍ଷା ବାହିନୀ ଆତଙ୍କବାଦୀମାନଙ୍କୁ ଚାରିପାଖରୁ ଘେରି ରହିଛନ୍ତି। ଉଭୟ ପାର୍ଶ୍ୱରୁ ଗୁଳିଚାଳନା ଜାରି ରହିଛି। ସୂତ୍ର ଅନୁଯାୟୀ, ସ୍ଥାନ କାରଣରୁ ଏହି ଅପରେଶନ ବହୁତ କଷ୍ଟକର ଏବଂ ଆତଙ୍କବାଦୀମାନେ ମହିଳା ଏବଂ ପିଲାମାନଙ୍କୁ ଢାଲ ଭାବରେ ବ୍ୟବହାର କରିଥିବାରୁ ସତର୍କତାର ସହିତ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ମତିଗତି ଦେଖି ବୁଝିଗଲେ ଚାଇନା ପ୍ରଧାନମନ୍ତ୍ରୀ, କହିଲେ ମୁହାଁମୁହିଁ ନୁହେଁ, ଏଣିକି…

ବେଜିଂ,୨୩ା୩: ରବିବାର ଚାଇନା ପ୍ରଧାନମନ୍ତ୍ରୀ ଲି କ୍ୱିଆଙ୍ଗ ଆମେରିକୀୟ ସିନେଟର ଷ୍ଟିଭ୍‌ ଡାଇନ୍ସଙ୍କୁ ଭେଟିଥିଲେ। ବୈଠକରେ ଲି କହିଥିଲେ ଯେ, ବେଜିଂ ଏବଂ ଓ୍ବାଶିଂଟନ ବାଣିଜ୍ୟ...

ଆମେରିକାରେ ଆଉ ଜଣେ ଭାରତୀୟ ବଂଶୋଦ୍ଭବ ଏବଂ ଝିଅଙ୍କୁ ଗୁଳି କରି ହତ୍ୟା, ସନ୍ଦିଗ୍ଧ ଗିରଫ

ଭର୍ଜିନିଆ,୨୩।୩: ଆମେରିକାରେ ପୁଣି ଜଣେ ଭାରତୀୟ ବଂଶୋଦ୍ଭବଙ୍କୁ ଗୁଳି କରି ହତ୍ୟା। ଏକ ଦୋକାନରେ ୫୬ ବର୍ଷୀୟ ପ୍ରଦୀପ କୁମାର ପଟେଲ ଏବଂ ତାଙ୍କ ଝିଅଙ୍କୁ...

ମୁସଲିମ ଦେଶ ବାଂଲାଦେଶରେ ଦେହ ବେପାର ଉପରେ ନାହିଁ କୌଣସି ପ୍ରତିବନ୍ଧକ, ପ୍ରାୟ ୨ଲକ୍ଷ ମହିଳା କରୁଛନ୍ତି…

ଢାକା,୨୩।୩: ଦେହ ବେପାରକୁ ବିଶ୍ୱର ସବୁଠାରୁ ପୁରୁଣା ବୃତ୍ତି ବୋଲି କୁହାଯାଏ। ଏପରି ଏକ ବୃତ୍ତି ଯାହା କେବେ ଶେଷ ହୋଇପାରିବ ନାହିଁ। ଟଙ୍କା ପାଇଁ...

ପାକିସ୍ତାନୀ ପାଇବେ ମସ୍କଙ୍କ ଷ୍ଟାରଲିଙ୍କ୍‌ ସେବାର ଲାଭ, ଜାଣନ୍ତୁ ଭାରତ ଠାରୁ କେତେ ଟଙ୍କା ଅଧିକ ଦେବାକୁ ପଡିବ

ନୂଆଦିଲ୍ଲୀ,୨୩।୩: ପାକିସ୍ତାନରେ ମଧ୍ୟ ଲୋକମାନେ ସାଟେଲାଇଟ ନେଟୱାର୍କ ବ୍ୟବହାର କରିପାରିବେ। ଏନେଇ ବଡ଼ ନିଷ୍ପତ୍ତି ନେଇପାରନ୍ତି ଏଲନ ମସ୍କ। ଏଲନ ମସ୍କଙ୍କ ଷ୍ଟାରଲିଙ୍କ ସେବା ପଡୋଶୀ...

ବିବାଦ ଭିତରେ ବି ବାଂଲାଦେଶରେ ଭାରତର ଏହି ଖାଦ୍ୟର ଚାହିଦା ଅଧିକ, ଏତେ ହୋଇଛି ରପ୍ତାନୀ

ନୂଆଦିଲ୍ଲୀ,୨୩।୩: ଉତ୍ତର ପ୍ରଦେଶର ମୁଜାଫରନଗରରୁ ଜିଆଇ ଟ୍ୟାଗ ବାଜିଥିବା 30 ଟନ ଗୁଡ଼ ବାଂଲାଦେଶକୁ ପଠାଯାଇଛି। ଶନିବାର ଏକ ସରକାରୀ ବିବୃତ୍ତିରେ ଏହି ସୂଚନା ଦିଆଯାଇଛି।...

ଇଦ ପୂର୍ବରୁ ମହଙ୍ଗା ମାଡ଼, ଏଠି ଚିନି କିଲୋ ୧୮୦ ଟଙ୍କା

ଇସଲାମାବାଦ,୨୨।୩: ଭାରତର ପଡ଼ୋଶୀ ଦେଶ ପାକିସ୍ତାନରେ ମୁଦ୍ରାସ୍ଫୀତିର ସ୍ଥିତି କ’ଣ ତାହା ସମସ୍ତେ ଜାଣନ୍ତି। ପାକିସ୍ତାନରେ ମଇଦା, ଚାଉଳ, ତେଲ ଏବଂ ପନିପରିବାର ମୂଲ୍ୟ ଆକାଶଛୁଆଁ।...

ବାଂଲାଦେଶରେ ବଢିଲା ଶ୍ରମିକଙ୍କ ଅଡୁଆ, ଅନେକ କପଡ଼ା ଫ୍ୟାକ୍ଟ୍ରିରେ ଝୁଲିଲା ତାଲା

ଢାକା,୨୨।୩: ଗତ ବର୍ଷ ଅଗଷ୍ଟରେ ମହମ୍ମଦ ୟୁନୁସଙ୍କ ନେତୃତ୍ୱରେ ମଧ୍ୟବର୍ତ୍ତୀକାଳୀନ ସରକାର ଗଠନ ହେବା ପରେ ବାଂଲାଦେଶରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡ଼ିବାରେ ଲାଗିଛି। ହିଂସା...

ଶାନ୍ତିର ବାର୍ତ୍ତା ଦେଉଥିବା ଦେଶ ଏବେ ବିଶ୍ୱର ସବୁଠାରୁ ବିପଦପୂର୍ଣ୍ଣ ବୋମା ତିଆରି ପାଇଁ କରୁଛି ଯୋଜନା

ଓ୍ବାଶିଂଟନ,୨୨।୩: ଆମେରିକାର ଛାୟାରେ ରହୁଥିବା ୟୁରୋପୀୟ ଦେଶଗୁଡ଼ିକ ବର୍ତ୍ତମାନ ସେମାନଙ୍କର ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ସଂଘର୍ଷ କରୁଛନ୍ତି। ବହୁ ବର୍ଷ ଧରି, ୟୁରୋପୀୟ ଦେଶଗୁଡ଼ିକ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri