ନବନିର୍ମିତ ମନ୍ଦିରକୁ ବିଜେ କଲେ ଚତୁର୍ଦ୍ଧାମୂର୍ତ୍ତି

ରାଇକିଆ,୧୦ା୩ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଏକ ସପ୍ତାହ ବ୍ୟାପୀ ଚାଲିଥିବା ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବ ଓ ମନ୍ଦିର ପ୍ରବେଶ ଉତ୍ସବ ଶେଷ ହୋଇଛି। ସୋମବାର ପୂର୍ବାହ୍ନ ୧୦ଟା ପରେ ଗଣେଶ, ଲକ୍ଷ୍ମୀ, ସନ୍ତୋଷୀ, ବିମଳାଙ୍କ ବିଗ୍ରହ ସ୍ଥାପନ ପରେ ପୂର୍ବରୁ ଥିବା ଅସ୍ଥାୟୀ ମଣ୍ଡପରୁ ନବନିର୍ମିତ ମନ୍ଦିରକୁ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଅଣାଯାଇ ରତ୍ନ ସିଂହାସନରେ ବିଜେ କରାଯାଇଥିଲା। କର୍ତ୍ତା ଭାବେ କମିଟି ସଭାପତି ସତ୍ୟବାନ ପାତ୍ର, ସମ୍ପାଦକ ବାଇନାଥ ଦାସ, ବିକ୍ରମ ପାଳ, ରାମଚନ୍ଦ୍ର ପଣ୍ଡା, ଭଜରାମ ପତି, ରାମକୃଷ୍ଣ ପାତ୍ର ଏବଂ ବାବୁଲି ପାଳ ଦାୟିତ୍ୱ ତୁଲାଇଥିଲେ । ଏହି ଅବସରରେ ନାମ ଯଜ୍ଞ, ଘୃତ ଯଜ୍ଞ, ଜ୍ଞାନ ଯଜ୍ଞ, ଅନ୍ନ ଯଜ୍ଞ ହୋଇଥିଲା। ସନ୍ଧ୍ୟାରେ ଭଜନ ସମାରୋହ କାର୍ଯ୍ୟକ୍ରମ ହୋଇଥିଲା। କମିଟିର ସମସ୍ତ ସଦସ୍ୟ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ବହୁ ଶ୍ରଦ୍ଧାଳୁ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

T20 WC Opening Ceremony:ନୋରା ଫତେହିଙ୍କ ଡ୍ୟାନ୍ସ ସାଙ୍ଗକୁ ବାଦଶାହାଙ୍କ ଜଲଓ୍ବା! ଓପନିଂ ସେରିମନିରେ ଲାଗିବ ବଲିଉଡ ତଡକା

ନୂଆଦିଲ୍ଲୀ,୫।୨: T20 World Cup 2026 ଶନିବାର, ଫେବୃଆରୀ ୭ରେ ଆରମ୍ଭ ହେବ। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିନରେ ତିନୋଟି ମ୍ୟାଚ ଖେଳାଯିବ, ଯେଉଁଥିରେ ପାକିସ୍ତାନ ଏବଂ ନେଦରଲ୍ୟାଣ୍ଡ…

ସରୁନି ବିସ୍ଥାପିତଙ୍କ ଥଇଥାନ ଦୁଃଖ: ବଢ଼ୁଛି ଅସନ୍ତୋଷ

ମୋହନା,୫।୨(ମନ୍ମଥ ମିଶ୍ର) ଛେଳିଗଡ଼ ପ୍ରକଳ୍ପରେ କ୍ଷତିଗ୍ରସ୍ତ ହୋଇଥିବା ବିସ୍ଥାପିତଙ୍କ ଆଜି ଯାଏ ଥଇଥାନ ହୋଇପାରି ନାହିଁ। ୩ ଦଶନ୍ଧି ଧରି ଚାଲିଛି ବିସ୍ଥାପନ ପ୍ରକ୍ରିୟା। ଚାଷ ଓ…

ପାକିସ୍ତାନୀ-ବାଂଲାଦେଶୀ ଭାଇ ଭାଇ, 2026 T20 World Cup ପୂର୍ବରୁ ପାକିସ୍ତାନୀ କ୍ୟାପଟେନଙ୍କ ବୟନକୁ ନେଇ ବିବାଦ

ନୂଆଦିଲ୍ଲୀ,୫।୨: ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ସଲମାନ ଆଗା ICCକୁ ଉସୁକାଇବାକୁ ଚେଷ୍ଟା କରିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ବାଂଲାଦେଶ କ୍ରିକେଟ ଦଳକୁ 2026 T20…

ଅଶ୍ବିନୀ ବୈଷ୍ଣବଙ୍କୁ ଓଡିଶାରେ ପୁରାଇ ଦେବୁନି..’: ରାଜ୍ୟସଭାରେ ଗର୍ଜିଲେ ମୁନ୍ନା ଖାଁ

ନୂଆଦିଲ୍ଲୀ,୫।୨: ରାଜ୍ୟସଭାରେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଟାର୍ଗେଟ କରି ଗର୍ଜିଛନ୍ତି ଏମପି ମୁନ୍ନା ଖାଁ। ନବରଙ୍ଗପୁର ଏବଂ ମାଲକାନଗିରି ଜିଲାକୁ ରେଳପଥ ସଂଯୋଗ ପାଇଁ କେନ୍ଦ୍ର ସରକାରଙ୍କ…

ନୂତନ ଉପନିବନ୍ଧନ କାର୍ଯ୍ୟାଳୟ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ: ଏଣିକି ଆଉ ହଇରାଣ ହେବେନି ଅଞ୍ଚଳବାସୀ

ତୁମୁଡିବନ୍ଧ,୫।୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧରେ ଅଭାସୀ ମାଧ୍ୟମରେ ଗୁରୁବାର ମୁଖ୍ୟମନ୍ତ୍ରୀ ତୁମୁଡିବନ୍ଧ ତହସିଲ କାଯ୍ୟଳୟ ପରିସରରେ ଉପନିବନ୍ଧନ କାର୍ଯ୍ୟାଳୟ ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମଟିକୁ…

ଶନି ଦେବଙ୍କ ବିରଳ ସଂଯୋଗ; ବରବାଦ ହେବେ ନା ଧନ ପାଇବେ ଏହି ୩ ରାଶି!

ଶୁକ୍ରବାର, ଫେବୃଆରୀ 6, 2026 ରେ, ବୁଧ ଏବଂ ଶନି ପରସ୍ପର ପ୍ରତି 30 ଡିଗ୍ରୀ କୋଣରେ ଅବସ୍ଥିତ ହେବେ। ଏହା ଦ୍ୱିଦ୍ୱାଦଶ ଯୋଗ ସୃଷ୍ଟି କରିବ।…

ସ୍ପଷ୍ଟ କଲା ଭାରତ, ନଇଁବ ନାହିଁ ଦେଶ ରୁଷିଆରୁ କିଣିବ ତେଲ!

ନୂଆଦିଲ୍ଲୀ,୫।୨: ଭାରତ ଏବଂ ଆମେରିକା ମଧ୍ୟରେ ଏକ ବାଣିଜ୍ୟ ଚୁକ୍ତି ଉପରେ ସହମତ ହୋଇଛି। ଏହା ସହିତ, ଏକ ପ୍ରମୁଖ ପ୍ରଶ୍ନ ଉଠିଛି: ଭାରତ ରୁଷିଆରୁ ତେଲ…

ଖୋଲିଲା ‘ଲକ୍ଷ୍ମୀ ଭଣ୍ଡାର’, ମହିଳା-ଗିଗ ଓ୍ବାର୍କର୍ସଙ୍କୁ ବଡ଼ ଉପହାର ହେଲେ ମମତା

କୋଲକାତା,୫।୨: ଗୁରୁବାର ପଶ୍ଚିମବଙ୍ଗ ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପିତ ହୋଇଛି। ପଶ୍ଚିମବଙ୍ଗ ଅର୍ଥମନ୍ତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୪.୦୬ ଲକ୍ଷ କୋଟି ଟଙ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri