ଜଗନ୍ନାଥଙ୍କୁ ଅପମାନ! ଭାଇରାଲ ହେଉଛି ମହାପ୍ରଭୁଙ୍କ AI ଭିଡ଼ିଓ, କ୍ରେନରେ କ୍ଷୀର…

ଭୁବନେଶ୍ବର,୧୯।୧: ସୋସିଆଲ ମିଡ଼ିଆରେ ଅନେକ ଭିଡିଓ ଭାଇରାଲ ହୋଇଥାଏ । ଏହାରି ଭିତରେ ଏବେ ମହାପ୍ରଭୁ ଜଗନ୍ନାଥଙ୍କ ଏଆଇ ଫଟୋ ଏବଂ ଭିଡିଓ ଭାଇରାଲ ହେଉଛି । ଜଗନ୍ନାଥଙ୍କୁ ଏହା ଏକପ୍ରକାର ଅପମାନ କହିଲେ ମଧ୍ୟ ଅତ୍ୟୁକ୍ତି ହେବ ନାହିଁ । ଏହି ଏଆଇ ଫଟୋ ଏବଂ ଭିଡିଓଙ୍କୁ ବିଭିନ୍ନ ସ୍ଥାନରେ ବିରୋଧ କରାଯାଉଛି । ପରମ୍ପରା ବିରୋଧୀ ଦୃଶ୍ୟ ରହିଥିବାରୁ ଏହାକୁ ନେଇ ଭକ୍ତ ମହଲରେ ଅସନ୍ତୋଷ ଦେଖାଯାଇଛି ।

ଭାଇରାଲ ହେଉଥିବା ଭିଡିଓରେ ଦେଖାଯାଇଛି ଯେ, ବଡ଼ଦାଣ୍ଡରେ ଶ୍ରୀଜଗନ୍ନାଥଙ୍କ ସୁଉଚ୍ଚ ମୂର୍ତ୍ତିକୁ ରଖାଯାଇଛି । ଏହାପରେ ଏକ କ୍ରେନ ସହାୟତାରେ କ୍ଷୀର ଢଳାଯାଉଥିବା ଦେଖାଯାଇଛି । ଲକ୍ଷଲକ୍ଷ ଭକ୍ତଙ୍କ ସମାଗମ ମଧ୍ୟ ଦେଖାଯାଉଛି । ଲୋକେ ଦୀପକୁ ହାତରେ ଧରେ ଛିଡା ହୋଇଛନ୍ତି । ଅନ୍ୟପଟେ କିଛି ଭକ୍ତ ଜଗନ୍ନାଥଙ୍କ ଭିଡିଓ ରେକର୍ଡ କରୁଛନ୍ତି । ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଶ୍ରୀଜୀଉଙ୍କ ଫଟୋ ଏବଂ ଭିଡିଓକୁ ନେଇ ଭକ୍ତ ମହଲରେ ଅସନ୍ତୋଷ ଦେଖାଯାଇଛି । ତେବେ ଏଭଳି ଭିଡ଼ିଓ କିଏ ତିଆରି କରି ଭାଇରାଲ କଲା ତାହା ବର୍ତ୍ତମାନ ସୁ୍ଦ୍ଧା ସ୍ପଷ୍ଟ ହୋଇପାରି ନାହିଁ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri