ନବଯୌବନ ରୂପରେ ଦର୍ଶନ ଦେଲେ ମହାବାହୁ

ଦିଗପହଣ୍ଡି,୨୬।୬(ଅଶେଷ ନାଥ ମିଶ୍ର): ପବିତ୍ର ଦେବସ୍ନାନ ପୂର୍ଣ୍ଣିମାଠାରୁ ଦୀର୍ଘ ୧୫ ଦିନ ଅଣସରରେ ରହି ଭକ୍ତଙ୍କଠାରୁ ଦୂରେଇ ରହିଥିବା ଦିଗପହଣ୍ଡି ସ୍ଥିତ ଶ୍ରୀ ଜଗନ୍ନାଥ ମନ୍ଦିର ଶ୍ରୀଜୀଉ ଗୁରୁବାର ନବଯୌବନ ରୂପରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି।

ସକାଳ ଧୂପ, ଅବକାଶ, ବାଳଭୋଗ ସରିବା ପରେ ପାରମ୍ପରିକ ନେତ୍ରୋତ୍ସବ ବିଧାନ ଅନୁଷ୍ଠିତ ହୋଇଥିଲା। ପରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ଅପେକ୍ଷାରତ ଭକ୍ତଙ୍କ ପାଇଁ ମନ୍ଦିର ଦ୍ବାର ଖୋଲା ଯାଇଥିଲା।

ଅତି ନିକଟରୁ କଳାସାଆନ୍ତଙ୍କୁ ଦର୍ଶନ ପାଇ ଭକ୍ତ ଭାବବିହ୍ବଳ ହୋଇ ପଡିଥିବା ଦେଖିବାକୁ ମିଳିଥିଲା। ସେହିପରି ସାରେ ରଥଯାତ୍ରା ପାଇଁ ପ୍ରସ୍ତୁତ ରଥକୁ ପ୍ରତିଷ୍ଠା କରାଯାଇଥିଲା। ଶୁକ୍ରବାର ନବଦିନାତ୍ମକ ଯାତ୍ରା ପାଇଁ ରଥପଥ ପ୍ରସ୍ତୁତ ଥିବା ପରିଲକ୍ଷିତ ହୋଇଛି। ସାନଦାଣ୍ଡ ସାହି ଛକରେ ବିଜେ ଶ୍ରୀ ଦଧିବାମନ ଏବଂ ରାଣିସାହି ଛକରେ ବିଜେ ଶ୍ରୀ ପତିତପାବନ ଜଗନ୍ନାଥ ମହାପ୍ରଭୁଙ୍କ ନବଯୌବନ ରୂପକୁ ଗୁରୁବାର ଶ୍ରଦ୍ଧାଳୁ ଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲଡର୍‌ସରେ ଗାଙ୍ଗୁଲିଙ୍କ ସେଲିବ୍ରେଶନକୁ ପୁଣି ଦୋହରାଇଲେ ଭାରତୀୟ ଖେଳାଳି

ଲଣ୍ଡନ,୨୦ା୮: ଲଡର୍‌ସ କ୍ରିକେଟ ଗ୍ରାଉଣ୍ଡରେ ଗୁରୁବାର ଖେଳାଯାଇଥିବା ସପ୍ତମ ତଥା ଅନ୍ତିମ ମିକ୍ସଡ୍‌ ଭିନ୍ନକ୍ଷମ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଇଂଲଣ୍ଡକୁ ୧୧୮ ରନରେ ହରାଇ ଭାରତ ବିଜୟ…

ମମତାରାଣୀ ତ୍ରିପାଠୀ ବରଗଡ଼ର ନୂତନ CDAO

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ନୂତନ ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ଭାବେ ଗୁରୁବାର ମମତାରାଣୀ ତ୍ରିପାଠୀ ଆନୁଷ୍ଠାନିକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବତନ…

ଭାତ ଖାଇବା ବେଳେ ଗଡ଼ିଲା ମୁଣ୍ଡ: ସାମାନ୍ୟ କଳିରୁ ବଡ଼ ଭାଇଙ୍କୁ ଟାଙ୍ଗିଆରେ ହାଣିଲେ ସାନ ଭାଇ

ଭବାନୀପାଟଣା,୨୦।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ବଳରାମପୁର ଗ୍ରାମରେ ଗୁରୁବାର ଅପରାହ୍ନରେ ଏକ ଅଭାବନୀୟ ତଥା ରକ୍ତାକ୍ତ ଘଟଣା ସାମ୍ନାକୁ ଆସିଛି।…

ଗାଧୋଇବା ବେଳେ ଭାସିଗଲେ ୩ ଯୁବକ, ଆଉ ତା’ପରେ…

ସମ୍ବଲପୁର,୨୦।୮,ସମ୍ବଲପୁର ଜିଲା ମାନେଶ୍ବର ମାଳତି ଯୋରରେ ଗୁରୁବାର ଏକ ଦୁଖଃଦ ଘଟଣା ଘଟିଛି। ଗାଧୋଇବା ବେଳେ ୩ଜଣ ଯୁବକ ଭାସି ଯାଇଥିଲେ। ଖବର ପାଇ ଅଗ୍ନିଶମ ବିଭାଗର…

କେତୁଙ୍କ ଘରେ ବୁଧଙ୍କ ପ୍ରବେଶ, ୩ ରାଶିଙ୍କ ଘରେ ପଡିଯିବ ଅକାଳ! ଆଖି ପିଛୁଳାକେ ଚାଲିଯିବ ସବୁ ଟଙ୍କା…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହ ଏବଂ ନକ୍ଷତ୍ରମାନଙ୍କର ଚାଲି ପରିବର୍ତ୍ତନ ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ। ବୁଧ ଏବଂ କେତୁଙ୍କ ସ୍ଥିତି ଓ ନକ୍ଷତ୍ର…

ବ୍ରହ୍ମପୁରର ସୁନା ପୁଅ: ମହାକାଶ ବିଜ୍ଞାନରେ ଗବେଷଣା କରି ସୁନାମ ଆଣିଛନ୍ତି ବିଶ୍ୱଜିତ

ବ୍ରହ୍ମପୁର,୨୦।୮(ସୁବାସ ଚନ୍ଦ୍ର ପାଢ଼ୀ): ମହାକାଶ ବିଜ୍ଞାନ କ୍ଷେତ୍ରରେ ଅସାଧାରଣ ଗବେଷଣା କରି ବ୍ରହ୍ମପୁର ସହର ପାଇଁ ସୁନାମ ଆଣିଛନ୍ତି ହିଲପାଟଣା ନିବାସୀ ହୃଷିକେଶ ଦାଶ ଓ ସଂଯୁକ୍ତା…

SRCଙ୍କ କଡ଼ା ନିର୍ଦ୍ଦେଶ, ବନ୍ୟା ପ୍ରଭାବିତ ଏହି ୪ ଜିଲାକୁ ମିଳିବ ଚାଉଳ…

ଭୁବନେଶ୍ବର ୨୦।୮: ପ୍ରବଳ ବର୍ଷା ଓ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ଯୋଗୁଁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ…

କାର୍‌ରେ ଟଙ୍କା ନେଇ ଆସୁଥିବା ବେଳେ ବାଟରେ ମାଡିବସିଲା ଭିଜିଲାନ୍ସ

ସୁନ୍ଦରଗଡ଼,୨୦।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲାଠିକଟା ତହସିଲଦାର ମୁରଲୀଧର ଉର୍ମଳ ଗୁରୁବାର ଭିଜିଲାନ୍ସ ଜାଲରେ ପଡିଛନ୍ତି। ତହସିଲଦାର ମୁରଲୀଧର ଲାଠିକଟା ଅଫିସରୁ ରାଉରକେଲା ଆସିବା ବାଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri