Posted inଜାତୀୟ

ନାମଫଳକରୁ ସିନା ହଟିଲା ଜଗନ୍ନାଥ ଧାମ ନାମ, ହେଲେ ଏବେ ବି…

କୋଲକାତା,୫ା୫: ଥମୁନି ଦୀଘା ଜଗନ୍ନାଥ ମନ୍ଦିର ନିର୍ମାଣ ବିବାଦ। ପଶ୍ଚିମବଙ୍ଗ ସରକାର ଦୀଘାରେ ଜଗନ୍ନାଥ ମନ୍ଦିର ନିର୍ମାଣ କରିବା ପରେ ଏହା କୋଟି କୋଟି ଓଡ଼ିଆଙ୍କ ଭାବାବେଗକୁ ବ୍ୟଥିତ କରିଛି। ସବୁଆଡୁ ବିରୋଧର ସୁଅ ଛୁଟୁଛି।

ଅନେକ ବାଦ ବିବାଦ ପରେ ଦୀଘା ମନ୍ଦିର ନିକଟରୁ ‘ଜଗନ୍ନାଥ ଧାମ’ ନାମଫଳକ ହଟାଇ ଦିଆଯାଇଛି। ତେବେ ଓ୍ବେବ୍‌ସାଇଟ୍‌ ରହିଥିବା ଦେଖିବାକୁ ମିଳିଛି। ଏନେଇ ସୋସିଆଲ ମିଡିଆ ‘ଏକ୍ସ’ରେ ଭାଜପା ମିଡିଆ ସେଲ୍‌ ଅଧ୍ୟକ୍ଷ ଅମିତ ମାଲବ୍ୟ ସୂଚନା ଦେଇଛନ୍ତି। ଜଗନ୍ନାଥ ପ୍ରେମୀଙ୍କ ବିରୋଧ ପରେ ପଶ୍ଚିମବଙ୍ଗ ସରକାର ଏହାକୁ କାଢ଼ିଥିବା ସୂଚନା ମିଳିଛି। ହିନ୍ଦୁ ଏକତାର ବିଜୟ ଓ ମମତାଙ୍କ ପ୍ରତି ଶକ୍ତ ଧକ୍କା ବୋଲି ‘X’ରେ ଲେଖିଛନ୍ତି। ଯେତେବେଳେ ହିନ୍ଦୁ ଏକାଠି ହେବେ, କୌଣସି ହୀନ ରାଜନୀତି ତିଷ୍ଠିବନି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ଏକକାଳୀନ ଫାଟିଲା ଅନେକ ସ୍ମାର୍ଟ ମିଟର, ଦୁଇ ଶିଶୁଙ୍କ ସହ ଜଳିଗଲେ ୪ ଜଣ

ସୁଲତାନପୁର,୨୨।୮: ଉତ୍ତର ପ୍ରଦେଶ ସୁଲତାନପୁରର ଆବାସ ବିକାଶ କଲୋନୀର ପାଣି ଟାଙ୍କି ନିକଟରେ, ସାତଟି ପୃଥକ ଘରେ ସ୍ଥାପିତ ସ୍ମାର୍ଟ ମିଟର, ଏକାସଙ୍ଗେ ବିସ୍ଫୋରଣ ହେବାରୁ ଗୋଟିଏ…

ବିଜୟ ସରକାର ଏହି ପିଲାମାନଙ୍କୁ ଦେବେ ବଡ଼ ଉପହାର; ଅଳଙ୍କାର ବ୍ୟବସାୟୀମାନଙ୍କୁ ଦିଆଯାଇଛି ଅର୍ଡର

ଚେନ୍ନାଇ,୨୨।୮: ମୁଖ୍ୟମନ୍ତ୍ରୀ ବିଜୟ ତାମିଲନାଡୁ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି। ସେ ନବଜାତ ଶିଶୁଙ୍କ ପାଇଁ ‘ଥାଇମାମାନ ସୁନା ମୁଦି ଯୋଜନା’ ଆରମ୍ଭ କରିଛନ୍ତି। ଗୁରୁତ୍ୱପୂର୍ଣ୍ଣ…

‘ବନ୍ଦେ ମାତରମ୍‌’କୁ ନେଇ ଏମିତି କହିଲେ ଧର୍ମେନ୍ଦ୍ର, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୨୨।୮: ବନ୍ଦେ ମାତରମ ଉପରେ କଂଗ୍ରେସ କାର୍ଯ୍ୟକାରିଣୀ (CWC) ପ୍ରସ୍ତାବ ଉପରେ ପ୍ରତିକ୍ରିୟା ଦେଇ, ଭାଜପା ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଶନିବାର (୨୨ ଅଗଷ୍ଟ) ଓଡ଼ିଶାର ତାଳଚେରରେ…

ଆତ୍ମହତ୍ୟା ପାଇଁ ପାହାଡ଼ ଧାରରେ ଠିଆ ହୋଇଥିଲେ ଯୁବକ, ପୁଅକୁ ବଞ୍ଚାଇବାକୁ ଯାଇ ଚାଲିଗଲା ମା’ବାପାଙ୍କ ଜୀବନ

ଔରଙ୍ଗାବାଦ, ୨୨।୮: ମହାରାଷ୍ଟ୍ରର ଖାଭ୍ୟଡା ଡୋଙ୍ଗରର ଏକ ବିପଦପୂର୍ଣ୍ଣ ପାହାଡ଼ରୁ ଡେଇଁ ଆତ୍ମହତ୍ୟା କରିବାକୁ ଯାଉଥିବା ୧୮ବର୍ଷୀୟ ପୁଅକୁ ବଞ୍ଚାଇବାକୁ ଯାଇ ଜୀବନ ହାରିଛନ୍ତି ମା’ବାପା। ପଥର…

ଉଚ୍ଚ ଶ୍ରେଣୀରେ କମୁଛି ଛାତ୍ରୀଛାତ୍ରଙ୍କ ଆନନ୍ଦଦାୟକ ସ୍ଥିତି

ମୁମ୍ବାଇ, ୨୨ା୮ : ଭାରତରେ ଛାତ୍ରୀଛାତ୍ରଙ୍କ ବର୍ଷକୁ ବର୍ଷ ଶ୍ରେଣୀ ବୃଦ୍ଧି ପାଇବା ସହ ସେମାନଙ୍କ ମାନସିକ ସ୍ବାସ୍ଥ୍ୟ ଏବଂ ଆତ୍ମବିଶ୍ୱାସରେ ହ୍ରାସ ପାଉଥିବା ଏକ ନୂତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri