ଜଗନ୍ନାଥପ୍ରେମୀଙ୍କ ଭାବାବେଗକୁ ଆଘାତ…ସମୁଦ୍ରରେ ଭାସି ଆସିଲା ମହାପ୍ରଭୁଙ୍କ ବିଗ୍ରହ, ଦୟନୀୟ ଅବସ୍ଥାରେ ଉଦ୍ଧାର

ପୁରୀ ୨୫/୧୨( ଅଜିତ୍ କୁମାର ସାହୁ): ପୁଣି ମହାପ୍ରଭୁଙ୍କୁ ଅପମାନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି ସମୁଦ୍ରରେ ଭାସିଵାର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେଵାରେ ଲାଗିଛି । ଯାହା କୋଟିକୋଟି ଜଗନ୍ନାଥ ପ୍ରେମୀଙ୍କ ଭାବାବେଗକୁ ଆଘାତ ପହଞ୍ଚାଇଛି । ତେବେ ଏହା କେଉଁ ସ୍ଥାନର ଘଟଣା ତାହା ବର୍ତ୍ତମାନ ସୁଦ୍ଧା ପୁରା ସ୍ପଷ୍ଟ ହୋଇପାରିନଥିବା ବେଳେ ଭିଡିଓକୁ ଦେଖିଲେ ଏହା ପୁରୀ ବେଳାଭୂମିର ଦୃଶ୍ୟ ବୋଲି ଅନୁମାନ କରାଯାଉଛି ।

ତେବେ କିଏ ଓ କାହିଁକି ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ମୂର୍ତ୍ତି ସମୁଦ୍ରରେ ଭସେଇଛି ସେନେଇ କିଛି ସ୍ପଷ୍ଟ ସୂଚନା ନଥିବା ବେଳେ ଏ ଦୃଶ୍ୟ ସମସ୍ତଙ୍କୁ ବ୍ୟଥିତ କରିଛି । ସମୁଦରରେ ମହାପ୍ରଭୁଙ୍କ ମୂର୍ତ୍ତି ଭାସୁଥିବାର ଦେଖି କିଛି ପର୍ଯ୍ୟଟକ ମୂର୍ତ୍ତିକୁ ପାଣି ଭିତରୁ ଆଣୁଥିବା ବେଳେ ଆଉ କିଛି ପର୍ଯ୍ୟଟକମାନେ ସେଲଫି ନେଉଛନ୍ତି। ବେଳାଭୂମିରୁ ମହାପ୍ରଭୁଙ୍କ ମୂର୍ତ୍ତିକୁ ଉଦ୍ଧାର ସମୟରେ ସେଲଫି ନବା ଦୃଶ୍ୟକୁ ସମସ୍ତଙ୍କ ଭାବାବେଗକୁ ଆଘାତ ପହଞ୍ଚାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁବବର୍ଗ ୧୮ ବର୍ଷରେ ଭୋଟ୍‌ ଦେବା ଅଧିକାର ହେଉଛି ରାଜୀବଙ୍କ ଅବଦାନ’

କେନ୍ଦୁଝର,୨୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଧୁନିକ ଭାରତର ନିର୍ମାତା, ଯୁବ ମାନସର ପ୍ରତୀକ, ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କର ୮୦ ତମ ଜନ୍ମଜୟନ୍ତୀ ସ୍ଥାନୀୟ…

ପୋଖରୀରେ ଗାଧୋଉଥିଲେ ଯୁବକ, ୨ ରାଉଣ୍ଡ ଗୁଳି ଚଳାଇ ଲୁଟିନେଲେ ବାଇକ

ନୟାଗଡ, ୨୦।୮(ଲୋକନାଥ ମିଶ୍ର): ନୟାଗଡ ଜିଲା ଚାନ୍ଦପୁର ଥାନା କୁସୂପଲାରେ ୨ରାଉଣ୍ଡ ଗୁଳି ଚାଳନା ହୋଇଛି । ପୋଖରୀରେ ଗାଧୋଉ ଥିବା ବେଳେ ଗୁରୁବାର ଅପରାହ୍ନ ପ୍ରାୟ…

କେସିଙ୍ଗାରେ ବିଜେଡି ଯୁବ ରାଜ୍ୟ ସଭାପତି, କହିଲେ ଆଗାମୀ ପଞ୍ଚାୟତ ନିର୍ବାଚନରେ…

କେସିଙ୍ଗା,୨୦ା୮(ତୁମେଶ୍ୱର ସାହୁ): ରାଜ୍ୟ ବିଜୁ ଯୁବ ଜନତା ଦଳର ରାଜ୍ୟ ସଭାପତି ଚିନ୍ମୟ କୁମାର ସାହୁ ନବରଙ୍ଗପୁରରେ ହେବାକୁ ଥିବା ଛାତ୍ର ସମାବେଶରେ ଯୋଗ ଦେବାପାଇଁ ଗୁରୁବାର…

ପୋଖରୀରେ ମୃତଦେହ-ଘରେ ମିଳିଲା କଟାମୁଣ୍ଡ, ବଲାଙ୍ଗୀରରେ ହଇଚଇ

ବଲାଙ୍ଗୀର, ୨୦।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଏକ ପୋଖରୀରୁ ମୁଣ୍ଡ ବିହୀନ ମୃତଦେହ ମିଳିବା ଘଟଣାରେ ବଡ଼ ଖୁଲାସା ହୋଇଛି ।…

ଦେବୀ ମିଶ୍ରଙ୍କ ଗାଡ଼ିକୁ ପିଟିଲା ଟ୍ରକ, ତା’ପରେ..

ଭୁବନେଶ୍ୱର,୨୦।୮: କଟକ ଜିଲା ନରସିଂହପୁର ମୁଖ୍ୟ ରାସ୍ତା କମଳାଦେଇପୁର ଛକ ନିକଟରେ ଗୁରୁବାର ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ…

ସୋରେନ ସରକାରଙ୍କ ନିଷ୍ପତ୍ତିକୁ ହାଇକୋର୍ଟଙ୍କ ଝଟକା, JSSC-CGL ସମେତ ୨୨ଟି ରଦ୍ଦ ପରୀକ୍ଷା ଉପରେ…

ରାଞ୍ଚି, ୨୦।୮: ଝାଡ଼ଖଣ୍ଡର ହେମନ୍ତ ସୋରେନ ସରକାରଙ୍କୁ ବଡ଼ ଝଟକା ଲାଗିଛି । JSSC-CGL ସମେତ ୨୨ଟି ନିଯୁକ୍ତି ପରୀକ୍ଷା ରଦ୍ଦ କରିବା ନେଇ ସରକାର ନେଇଥିବା…

କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ

ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ…

ପୂର୍ବତନ ବିଧାୟକଙ୍କୁ କାମୁଡ଼ିଲା ସାପ, ବନ୍ୟା ସ୍ଥିତି ସମୀକ୍ଷା ପାଇଁ ଯାଇ…

ରାଜନଗର,୨୦।୮: ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଦେଲା ସାପ । ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ବେଳେ ଅଂଶୁମାନ ମହାନ୍ତିଙ୍କୁ ସାପ କାମୁଡ଼ି ଦେଇଥିବା ଜଣାପଡିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri