ଦୋଷ ସ୍ବୀକାର କଲେ ଜଗନ୍ନାଥ, କହିଲେ ହତ୍ୟା ପୂର୍ବରୁ ପ୍ରିୟଙ୍କାଙ୍କ ମଥାରେ ଦେଇଥିଲି ସିନ୍ଦୂର

ଭୁବନେଶ୍ୱର,୨୧ା୭(ବ୍ୟୁରୋ): ବହୁ ଚର୍ଚ୍ଚିତ ଭୀମଟାଙ୍ଗି ପ୍ରିୟଙ୍କା ପ୍ରିୟଦର୍ଶିନୀ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଜଗନ୍ନାଥ ପ୍ରଧାନ ନିଜ ଅପରାଧ ସ୍ବୀକାର କରିଥିବା ସୂଚନା ଦେଇଛନ୍ତି ଭୁବନେଶ୍ୱର ଡିସିପି। ପ୍ରିୟଦର୍ଶିନୀ ହତ୍ୟାକାଣ୍ଡ ମାମଲାର ଅଭିଯୁକ୍ତ ଜଗନ୍ନାଥ ପ୍ରଧାନ ମେଡିକାଲରୁ ଡିସ୍‌ଚାର୍ଜ ହେବା ପରେ ଆଜି ଏୟାରଫିଲ୍ଡ ଥାନାରେ ଜେରା କରାଯିବା ବେଳେ କିଛି ତଥ୍ୟ ସେ ପୋଲିସକୁ ଦେଇଛନ୍ତିି।
ସୂଚନାଯୋଗ୍ୟ, ଘଟଣା ଦିନ ଜଗନ୍ନାଥ ଚକୋଲେଟ, ଥଣ୍ଡା, ଛୁରି, ବିଷ, ସିନ୍ଦୂର ଧରି ପ୍ରିୟଙ୍କାଙ୍କ ଘରକୁ ଆସିଥିଲେ ଜଗନ୍ନାଥ। ସେହି ସମୟରେ ଘରେ ତାଙ୍କ କୁନି ପୁଅ ଥିଲେ। ପ୍ରିୟଙ୍କା ଏବଂ ତାଙ୍କ ପୁଅ ସହ ସେଲ୍‌ଫି ନେଇଥିଲେ ଜଗନ୍ନାଥ। ଏହି ସମୟରେ ଘରମାଲିକ ଦହିବରା ନେଇ ଆସିବାରୁ ଜଗନ୍ନାଥ ବାଥ୍‌ରୁମରେ ଲୁଚି ଯାଇଥିଲେ। କୁନି ପୁଅକୁ ଘରମାଲିକ ତାଙ୍କ ଘରକୁ ନେଇଯିବା ପରେ ପ୍ରିୟଙ୍କାଙ୍କୁ ତାଙ୍କ ସାଥୀରେ ଚାଲିଯିବାକୁ କହିଥିଲେ ଜଗନ୍ନାଥ। ଏଥିରେ ସେ ରାଜି ନ ହେବାରୁ ଛୁରି ଭୁସି ହତ୍ୟା କରିଥିଲେ। ପ୍ରିୟଙ୍କାଙ୍କ ମୃତ୍ୟୁ ପୂର୍ବରୁ ତାଙ୍କ ମଥାରେ ସିନ୍ଦୂର ଦେଇଥିଲେ ବୋଲି କହିଛନ୍ତି ଜଗନ୍ନାଥ। ଏପରିକି ମୃତ୍ୟୁର ୪ ଦିନ ପୂର୍ବରୁ ସୁଇସାଇଡ୍‌ ନୋଟ୍‌ ଲେଖିଥିବା ମଧ୍ୟ ସେ ସ୍ବୀକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆନନ୍ଦପୁର ବ୍ଲକରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ହାତାହାତି: ବିଡିଓଙ୍କ ବିରୋଧରେ ଉଠିଥିବା ଅଭିଯୋଗକୁ…

ବଞ୍ଚୋ, ୧।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ବ୍ଲକ ପରିସରରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ଘଟିଥିବା ହାତାହାତି ଘଟଣାକୁ ନେଇ ବ୍ଲକ ବିକାଶ ଅଧିକାରୀ (ବିଡିଓ)ଙ୍କ ବିରୋଧରେ…

ଅଲାରନାଥ ମନ୍ଦିରରେ ଭକ୍ତଙ୍କ ଭିଢ଼, କାହିଁକି ବର୍ଷକରେ…

ବ୍ରହ୍ମଗିରି,୧ା୭: ସ୍ନାନପୂର୍ଣ୍ଣିମାରେ ସୋମବାର ଦାରୁଦିଅଁ ୧୦୮ କଳସୀ ଜଳରେ ମହାସ୍ନାନ କରି ଏବେ ଅଣସରପିଣ୍ଡିରେ ଗୁପ୍ତସେବା ପାଉଛନ୍ତି। ଏପଟେ ପୁରୀ ଜିଲାର ବ୍ରହ୍ମଗିରିସ୍ଥିତ ଅଲାରନାଥ ମନ୍ଦିରରେ ମହାପ୍ରଭୁ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଆଜିଠୁ ବଦଳିଲା ‘ମନରେଗା’ ଯୋଜନା, ନୂଆ ‘VB-G RAM G’ ଆକ୍ଟରେ ଏବେ ପ୍ରତିଦିନ ମିଳିବ…

ନୂଆଦିଲ୍ଲୀ,୧।୭: ଗ୍ରାମୀଣ ରୋଜଗାର କ୍ଷେତ୍ରରେ କେନ୍ଦ୍ର ସରକାର ଆଜି ଅର୍ଥାତ୍ ୧ ଜୁଲାଇ ୨୦୨୬ରୁ ଏକ ଐତିହାସିକ ତଥା ବଡ଼ ନୀତିଗତ ପରିବର୍ତ୍ତନ କାର୍ଯ୍ୟକାରୀ କରିଛନ୍ତି। ଦେଶର…

ଦ୍ରୁତଗତି ସାଜିଲା କାଳ: ବର୍ଷାରେ ହଠାତ୍‌ ବ୍ରେକ୍‌ ମାରିବାରୁ, ଘଟିଲା…

ଦାରିଙ୍ଗବାଡି,୧।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡି ପଞ୍ଚାୟତ ବୁଡ଼ାଗୁଡା ଛକରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି।…

୩ରେ ଆସି ୫ରେ ଫେରିବେ ଶାହା: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧ା୭(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୩ ତାରିଖ ସା ୮ଟା ୪୦ରେ ଝାରସୁଗୁଡ଼ା ଠାରେ ପହଞ୍ଚିବେ। ଏହାପରେ ସ୍ଥାନୀୟ ଏକ ଘରୋଇ ହୋଟେଲରେ ରାତ୍ରିଯାପନ କରିବେ।…

ପାଠ୍ୟପୁସ୍ତକରେ ତ୍ରୁଟି: କଂଗ୍ରେସର ୧୨ ଘଣ୍ଟିଆ ନବରଙ୍ଗପୁର ଜିଲା ବନ୍ଦ ଡାକରା: ଜନଜୀବନ ପ୍ରଭାବିତ

ନବରଙ୍ଗପୁର, ୧।୭ (ସଦାଶିବ ପ୍ରହରାଜ): ଗଣଶିକ୍ଷା ବିଭାଗ ଅଧୀନ ପାଠ୍ୟପୁସ୍ତକରେ ରହିଥିବା ତ୍ରୁଟିକୁ ନେଇ କଂଗ୍ରେସ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ନବରଙ୍ଗପୁର ଜିଲାବନ୍ଦ ଡାକରାର ବୁଧବାର…

ବଙ୍ଗୋପସାଗରରେ ହଲଚଲ! ଓଡ଼ିଶା ମୁହାଁ ମାଡ଼ି ଆସୁଛି…

ଭୁବନେଶ୍ୱର,୧।୭: ଉତ୍ତରବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ବାଂଲାଦେଶ ଉପକୂଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ବାୟୁମଣ୍ଡଳର ଦେଢ଼ରୁ ୫.୮ କିଲୋମିଟିର ଉଚ୍ଚତା ଯାଏଁ ସକ୍ରିୟ ରହିଛି ଲଘୁଚାପ। ପ୍ରଭାବରେ…

ଭାଜପାରେ ଚାଲିଛି ପତିଆରା ଲଢେଇ: ନିଗମ ପାଇଁ ଚତୁର ଗୋଟିଚାଳନା

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ଓଡ଼ିଶାରେ ଭାଜପା ଶାସନକୁ ଆସିବାର ୨ ବର୍ଷ ପୂର୍ତ୍ତି ଉତ୍ସବ ନିକଟରେ ପାଳନ ହୋଇସାରିଛି। ରାଜ୍ୟର ଅନେକ ଜିଲାରେ ଏବେ ମଧ୍ୟ ସରକାରୀ ସ୍ତରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri