ଗଡ଼ିଲା ୩ ରଥ ତାଳଧ୍ବଜ, ଦର୍ପଦଳନ, ନନ୍ଦିଘୋଷ

ପୁରୀ,୭ା୭: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ବଡ଼ ଦେଉଳରୁ ଭଉଣୀ ଭାଇଙ୍କୁ ସାଙ୍ଗରେ ଧରି ବଡ଼ଦାଣ୍ଡକୁ ଆସିଛନ୍ତି କାଳିଆ ସାଆନ୍ତ। ସମସ୍ତ ନୀତିକାନ୍ତି ପରେ ଧାଡ଼ି ପହଣ୍ଡିରେ ଆସି ରଥାରୂଢ଼ ହୋଇଥିଲେ ୩ ଠାକୁର।

ପ୍ରଥମେ ଶ୍ରୀ ସୁଦର୍ଶନ ମହାପ୍ରଭୁଙ୍କ ପହଣ୍ଡି ହୋଇ ରଥାରୂଢ଼ ହୋଇଥିଲେ। ପରେ ବଡ଼ଠାକୁର ବଳଭଦ୍ର ପରେ ମା’ ସୁଭଦ୍ରା ଏବଂ ଶେଷରେ କାଳିଆ ଆଆନ୍ତ ପହଣ୍ଡିରେ ଆସି ରଥରେ ବିରାଜମାନ କରିଥିଲେ। ରଥାରୂଢ଼ ୩ ଠାକୁରଙ୍କୁ ଛେରାପହଁରା କରିଥିଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ। ସମସ୍ତ ନୀତିକାନ୍ତି ଶେଷ ପରେ ଆରମ୍ଭ ହୋଇଛି ରଥ ଟଣା। ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ଗଡିଥିଲା ତାଳଧ୍ବଜ ରଥ। ପରେ ମା’ ସୁଭଦ୍ରଙ୍କ ଦର୍ପଦଳନ ରଥଟଣା ହୋଇଥିଲା। ଶେଷରେ କାଳିଆ ସାଆନ୍ତଙ୍କ ନନ୍ଦିଘୋଷ ରଥଟଣା ହୋଇଥିଲା।

ଏହି ଅବସରରେ ଘଣ୍ଟଘଣ୍ଟା, ମୃଦଙ୍ଗ, ହରିବୋଲ, ହୁଳହୁଳିରେ ପ୍ରକମ୍ପିତ ହୋଇଉଠିଛି ଶ୍ରୀକ୍ଷେତ୍ର । ଶ୍ରୀଜିଉଙ୍କ ଦର୍ଶନ ପାଇଁ ବଡ଼ଦାଣ୍ଡରେ ଲାଗିଛି ଲକ୍ଷାଧିକ ଭକ୍ତଙ୍କ ଭିଡ଼। ପ୍ରବଳ ଜନସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ପୁରୀରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ସମରାଭ୍ୟାସ ‘ସାଗର କବଚ’ ଆରମ୍ଭ

ଛତ୍ରପୁର,୨୪ା୩(ଦିଲୀପ ସାମଲ): ସମୁଦ୍ର ପଥରେ ସମ୍ଭାବ୍ୟ ଆତଙ୍କବାଦୀ ଅନୁପ୍ରବେଶ ଏବଂ ସାମୁଦ୍ରିକ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ପାଇଁ ମଙ୍ଗଳବାରଠାରୁ ଗଞ୍ଜାମ ଉପକୂଳରେ ମିଳିତ ସମରାଭ୍ୟାସ…

ଚିର ନିଦ୍ରାରେ ହରିଶ ରାଣା: ୧୩ ବର୍ଷର ଯନ୍ତ୍ରଣାରୁ ମୁକ୍ତି, ସୁପ୍ରିମକୋର୍ଟଙ୍କ ଅନୁମତି ପରେ ମିଳିଲା ‘ଇଚ୍ଛାମୃତ୍ୟୁ’

ନୂଆଦିଲ୍ଲୀ,୨୪।୩: ଦୀର୍ଘ ୧୩ ବର୍ଷ ଧରି କୋମାରେ ରହି ମୃତ୍ୟୁ ସହ ସଂଗ୍ରାମ କରୁଥିବା ହରିଶ ରାଣା ଶେଷରେ ଆଖି ବୁଜିଛନ୍ତି। ଭାରତର ସର୍ବୋଚ୍ଚ ନ୍ୟାୟାଳୟଙ୍କ ଐତିହାସିକ…

ତିନି ମହଲା ବିଶିଷ୍ଟ ଧନୀ ଲୋକଙ୍କ ଘରେ ଲାଗିନି ୱାଟର ମିଟର: ବିଭାଗର ଅନୁକମ୍ପା ନା ପାୱାର କରିଡର ସରକାରୀ ଦଳର…

ଗଞ୍ଜାମ,୨୪।୩(ବିଦ୍ୟାଧର ସାହୁ): ୧୨ଟି ୱାର୍ଡକୁ ନେଇ ଗଞ୍ଜାମ ଏନଏସି ଗଠିତ ହୋଇଛି। ଗଞ୍ଜାମ ସହରର ବିଭିନ୍ନ ସାହିରେ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ୱାଟର ମିଟର ଲଗା ଯାଇଛି…

ପୋଲିସ -ପଡାବାସୀ ମୁହାଁମୁହିଁ : ଗରିବଙ୍କ ଘର ଉପରେ ମାଡିଲା ବୁଲଡୋଜର

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଚାଲିଛି। ପର୍ଯ୍ୟାୟକ୍ରମେ ସହରର ଗୋଟିଏ ପଡାରୁ ଅନ୍ୟ ପଡାରେ ଏହି ଅଭିଯାନ ଚାଲିଛି। ତେବେ ଏଥିରେ ଅଧିକ…

ଇଂଲଣ୍ଡର ମୁଖ୍ୟ କୋଚ୍‌ ଭାବେ କାର୍ଯ୍ୟ ଜାରି ରଖିବେ ମ୍ୟାକୁଲମ

ଲଣ୍ଡନ,୨୪ା୩: ନ୍ୟୁଜିଲାଣ୍ଡର ପୂର୍ବତନ ଅଧିନାୟକ ବ୍ରେଣ୍ଡନ ମ୍ୟାକୁଲମ ୩ଟି ଫର୍ମାଟରେ ଇଂଲଣ୍ଡ ଦଳର ମୁଖ୍ୟ କୋଚ୍‌ ଭାବେ କାର୍ଯ୍ୟ ଜାରି ରଖିବେ। ଏ ନେଇ ଇଂଲଣ୍ଡ ଓ…

ଆତ୍ମସମର୍ପଣ କଲେ ମୋଷ୍ଟ ୱାଣ୍ଟେଡ ମାଓବାଦୀ ନେତା ଶୁକ୍ରୁ, ୫୫ ଲକ୍ଷର…

ଫୁଲବାଣୀ,୨୪।୩(ରିଙ୍କୁ ରାଉତ): ଆତ୍ମସମର୍ପଣ କଲେ ମୋଷ୍ଟ ୱାଣ୍ଟେଡ ମାଓବାଦୀ ନେତା ଶୁକ୍ରୁ। କନ୍ଧମାଳ ପୋଲିସ ପାଖରେ ଶୁକ୍ରୁର ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି। ଏକେ-୪୭ ସହ ସେ  ଆତ୍ମସମର୍ପଣ…

ମିଳିଲା ଢାବା ମାଲିକଙ୍କ ଗାଡ଼ି: ବଡଦେବତାରୁ ଚୋରି ହୋଇଥିବା ଗାଡ଼ି ପଟଙ୍ଗି ଜଙ୍ଗଲରୁ …

ନନ୍ଦପୁର/ପାଡୁଆ,୨୪।୩:(ତୁଷାର କାନ୍ତ ମହାନ୍ତ/ଶଙ୍କର ପୂଜାରୀ): କୋରାପୁଟ ଜିଲା ପାଡୁଆ ପୋଲିସର ବଡ଼ ସଫଳତା। ଗତ ରବିବାର ରାତିରେ ବଡଦେବତା ମନ୍ଦିର ଛକ ଢାବା ମାଲିକଙ୍କ ଚୋରି ହୋଇଥିବା…

ଗଞ୍ଜେଇ ଚୋରାଚାଲାଣ କରୁଥିବାବେଳେ ପୋଲିସ ହାବୁଡରେ ପଡିଗଲେ, ବ୍ୟାଗ ଯାଞ୍ଚ ବେଳେ ମିଳିଲା…

ବଲାଙ୍ଗୀର,୨୪।୩ (ସୁନିଲ କୁମାର ମହାନ୍ତି): ଟ୍ରେନ ଯୋଗେ ଗଞ୍ଜେଇ ଚୋରାଚାଲାଣ କରୁଥିବାବେଳେ ପୋଲିସ ହାବୁଡ଼ରେ ପଡ଼ିଛନ୍ତି ୟୁପି ଓ ବିହାରର ୨ ମହିଳା ଓ ପୁରୁଷ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri