ଶ୍ରୀମନ୍ଦିର ଖୋଲିବା ପ୍ରସଙ୍ଗ ନେଇ ଶଙ୍କରାଚାର୍ଯ୍ୟଙ୍କ ମତ ଲୋଡିଲା ଜଗନ୍ନାଥ ସେନା

ପୁରୀ ଅଫିସ, ୧୯।୧୦: ଭକ୍ତଙ୍କ ଲାଗି ଶ୍ରୀମନ୍ଦିର ଖୋଲିବା ଏବଂ ୨୬ ବର୍ଷ ପରେ ପଡ଼ୁଥିବା ଜାଗାର୍ଜୁଦ ବେଶ ଦର୍ଶନ ପ୍ରସଙ୍ଗରେ ଜଗତ୍‌ଗୁରୁ ଶଙ୍କାରାଚାର୍ଯ୍ୟଙ୍କଠାରୁ ଧାର୍ମିକ ମତ ଲୋଡିଛି ଜଗନ୍ନାଥ ସେନା। ସୋମବାର ସେନାର ଆବାହକ ପ୍ରିୟଦର୍ଶନ ପଟ୍ଟନାୟକ ପ୍ରମୁଖ ଗୋବର୍ଦ୍ଧନ ମଠରେ ପହଞ୍ଚି ଉପରୋକ୍ତ ପ୍ରସଙ୍ଗରେ ଶଙ୍କରାଚାର୍ଯ୍ୟଙ୍କ ପରାମର୍ଶ ଲୋଡିଛନ୍ତି। ଆବାହକ ପଟ୍ଟନାୟକ କହିଛନ୍ତି ଯେ, ୭ ମାସରୁ ଊର୍ଦ୍ଧ୍ୱ ସମୟ ହେଲାଣି ଶ୍ରୀମନ୍ଦିର ବନ୍ଦ ରହିଛି। ମନ୍ଦିର ଖୋଲିବା ନେଇ ଭିନ୍ନ ଭିନ୍ନ ମତ ଆସୁଛି। ସେହିପରି ଗର୍ଭଗୃହରେ ସିସିଟିଭ କ୍ୟାମେରା ଲଗାଇ ମହାପ୍ରଭୁଙ୍କ ନାଗାର୍ଜୁନ ବେଶର ସିଧା ପ୍ରସାରଣ ପାଇଁ ପରିଚାଳନା କମିଟିର ସଦସ୍ୟ କହୁଛନ୍ତି। ତେଣୁ ଏ ସବୁର ଧାର୍ମିକ ଦିଗ କ’ଣ ରହିଛି ତାହାକୁ ବିଚାରକରି ମନ୍ଦିର ଖୋଲିବା ଏବଂ ନାଗାର୍ଜୁନ ବେଶର ଦର୍ଶନ କିପରି ହେବ ସେ ସମ୍ପର୍କରେ ପରାମର୍ଶ ଦେବା ପାଇଁ ଶଙ୍କାରାଚାର୍ଯ୍ୟଙ୍କ ମତ ଲୋଡିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

କଲ୍ୟାଣସିଂହପୁର ଜଗନ୍ନାଥ କଲୋନିରେ ଚାଲିଛି ଗଣେଶ ପୂଜା ପ୍ରସ୍ତୁତି, ସ୍ଥାପନ ହେ

​କଲ୍ୟାଣସିଂହପୁର,୩୦।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାସ୍ଥିତ ଜଗନ୍ନାଥ କଲୋନିଠାରେ ଆଗାମୀ ଗଣେଶ ପୂଜା ନିମନ୍ତେ ରବିବାର ବିଧିବଦ୍ଧ ଭାବେ ଭୂମି ପୂଜା…

ଏମିତି ଜାଗାରେ ଅଟୋଗ୍ରାଫ ଦେଲେ ପୁଟିନ, ଯାହାକୁ ନେଇ ହେଉଛି ଖୁବ ଚର୍ଚ୍ଚା

ମସ୍କୋ,୩୦।୮: ଏକ କାରଖାନା ପରିଦର୍ଶନ ସମୟରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକ ଚାଇନା-ଡିଜାଇନ କାରରେ ଯାତ୍ରା କରିଥିଲେ ଏବଂ ନିଜେ ଏହାକୁ ଚଲାଇଥିଲେ। ରୁଷିଆ ନିର୍ମିତ,…

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଗିରଫ ହେଲେ SI ସ୍ୱାମୀ, ବର୍ଷେ ତଳେ ହୋଇଥିଲା ବିବାହ

ଭଦ୍ରକ,୩୦ା୮(ସନାତନ ରାଉତ): ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ଗିରଫ ହେଲେ ପୋଲିସ ଏସଆଇ । ଭଦ୍ରକ ଟାଉନ ଥାନା ସବ ଇନ୍ସପେକ୍ଟର ଗଣନାଥ ସେଠୀ ଗିରଫ ହୋଇଛନ୍ତି ।…

୧୩ ବର୍ଷର ଚାକିରି ପରେ IAS ପଦରୁ ଦିବ୍ୟାଙ୍କ ଇସ୍ତଫା, ଭାଇରାଲ ହେଉଛି ଫେସବୁକ୍ ପୋଷ୍ଟ

ଲକ୍ଷ୍ନୌ,୩୦ା୮:: ଉତ୍ତରପ୍ରଦେଶ କ୍ୟାଡରର IAS ଅଧିକାରୀ ଦିବ୍ୟା ମିତ୍ତଲ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ପ୍ରାୟ ୧୩ ବର୍ଷ ଧରି ପ୍ରଶାସନିକ ସେବାରେ ରହିବା ପରେ…

ସୋଫିଆଙ୍କୁ ନେଇ ବଡ଼ ଖୁଲାସା କଲେ ମୋକିମ୍, ବିଧାନସଭା ନିର୍ବାଚନରେ କଂଗ୍ରେସରୁ ନୁହେଁ ଏହି ଦଳରୁ ଲଢ଼ିବେ

ଭୁବନେଶ୍ବର,୩୦ା୮: ସୋଫିଆ ଫିର୍ଦୋସଙ୍କୁ ନେଇ ବଡ଼ ଖୁଲାସା କରିଛନ୍ତି ବାପା ମହମ୍ମଦ ମୋକିମ୍ । ଆସନ୍ତା ବିଧାନସଭା ନିର୍ବାଚନରେ ଓଡ଼ିଶା ଜନତା କଂଗ୍ରେସରୁ ଲଢିବେ ସୋଫିଆ ।…

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

୨୦୨୭ ଯାଏ ୪ ରାଶିଙ୍କୁ ବିଶେଷ କୃପା କରିବେ ଶନି; କ୍ୟାରିୟର-ବିବାହ ଠାରୁ ଧନଲାଭରେ ମିଳିବ ଫାଇଦା…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ଗୋଚରକୁ ସବୁଠାରୁ ପ୍ରଭାବଶାଳୀ ବୋଲି ମାନାଯାଏ, କାରଣ ସେ ପ୍ରାୟ ଅଢ଼େଇ ବର୍ଷ ପରେ ରାଶି ପରିବର୍ତ୍ତନ କରିଥାନ୍ତି। ଧୀର ଗତିରେ ଚାଲୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri