ନିଳାଦ୍ରୀ ବିଜେ ଶେଷ: ରସଗୋଲାରେ ଲକ୍ଷ୍ମୀଙ୍କ ମାନଭଞ୍ଜନ କଲେ କାଳିଆ ସାଆନ୍ତ

ପୁରୁଷୋତ୍ତମପୁର,୮। ୭( ସିମାଞ୍ଚଳ ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ରଥସାହି ଜଗନ୍ନାଥ ମନ୍ଦିରରେ ଶ୍ରୀଜଗନ୍ନାଥଙ୍କ ନିଳାଦ୍ରୀ ବିଜେ ଅନୁଷ୍ଟିତ ହୋଇଯାଇଛି। ଶହଶହ ଭକ୍ତଙ୍କ ହରିବୋଲ ହୁଳାହୁଳି ଶବ୍ଦ ସାଙ୍ଗକୁ ବାଣ ବାଜଣାରେ ମନ୍ଦିର ପରିସର ପ୍ରକମ୍ପିତ ହୋଇପଡିଥିଲା।

କାଳିଆ ଠାକୁରଙ୍କୁ ରଥରୁ ଓହ୍ଲାଇ ପହଣ୍ଡି କରି ମନ୍ଦିରକୁ ଅଣାଯାଇଥିବା ବେଳେ ଅଭିମାନ କରି ମହାଲକ୍ଷ୍ମୀ କବାଟ ପକାଇଦେଇଥିଲେ। ମାତ୍ର ଜଗନ୍ନାଥ ରସଗୋଲା ଦେଇ ମହାଲକ୍ଷ୍ମୀଙ୍କ ମାନଭଞ୍ଜନ କରିଥିଲେ। ଏହି ସମୟରେ ପରମ୍ପରା ଅନୁସାରେ ହୋଇଥିବା ବଚନିକା ପାଠ ଓ ଲକ୍ଷ୍ମୀ ଓ ଜଗନ୍ନାଥଙ୍କ ଭେଟ ଦେଖିବା ସହ ଆର୍ଶୀବାଦ ଭିକ୍ଷାଲାଗି ବହୁ ଭକ୍ତଙ୍କ ଭିଡ ଜମିଥିଲା। ଏହାକୁ ମନ୍ଦିର ଟ୍ରଷ୍ଟ ବୋର୍ଡ ଓ ରଥସାହିର ଯୁବଗୋଷ୍ଠୀ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

ଭାଜପାରେ ବଡ଼ ଅଦଳବଦଳ: ସ୍ମୃତି-ବସୁନ୍ଧରାଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୧୭।୮: ସଭାପତି ନୀତିନ ନବୀନ ନୂଆ ଟିମ୍‌ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ୧୬…

ଆଜି ବୁଧ-ଶନିଙ୍କ ନବପଞ୍ଚମ ଯୋଗ, ମିଥୁନ ସମେତ ଏହି ୪ ରାଶିର କ୍ୟାରିୟରରେ ଆସିବ ବଡ଼ ସଫଳତା, ବ୍ୟବସାୟରେ…

ନବପଞ୍ଚମ ଦୃଷ୍ଟି ଯୋଗ ଦୁଇଟି ଗ୍ରହ ପରସ୍ପରଠାରୁ ୫ମ ଏବଂ ୯ମ ଭାବରେ ଅବସ୍ଥିତ ହେଲେ ଗଠିତ ହୁଏ। ଏହି ଯୋଗ ଗଠନ ହେବା ଫଳରେ ଭାଗ୍ୟଶାଳୀ…

ଅଷ୍ଟ୍ରେଲିଆକୁ ICC ଦେଲା ବଡ଼ ଦଣ୍ଡ: ବାଂଲାଦେଶଠାରୁ ଶୋଚନୀୟ ପରାଜୟ ପରେ କଙ୍ଗାରୁ ଟିମ୍‌କୁ…

ଆଡ଼ିଲେଡ,୧୭।୮: ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୯ ଉଇକେଟେରେ ପରାସ୍ତ କରି ବାଂଲାଦେଶ ଇତିହାସ ରଚିଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଏହା ପ୍ରଥମ ଥର ପାଇଁ ଅଷ୍ଟ୍ରେଲିଆ…

ଅନ୍ୟ ଗ୍ରହରେ ବସତି ସମସ୍ୟା, ବୈଜ୍ଞାନିକମାନେ ତାଲିକାଭୁକ୍ତ କରି…

ବୈଜ୍ଞାନିକମାନେ ଗ୍ରହମାନଙ୍କର ବାସ୍ତବିକ ରଙ୍ଗ ଭାବେ ତାଲିକାଭୁକ୍ତ କରିଛନ୍ତି। ଏହି ଅନୁସାରେ ବୁଧ: ଧୁସର, ଶୁକ୍ର : ହଳଦିଆ ସହ ଧଳା, ପୃଥିବୀ: ନୀଳ ସହ ଧଳା,…

‘ଚାଷ ପଦ୍ଧତିରେ ଆବଶ୍ୟକ ପରିବର୍ତ୍ତନ‘: କୃଷି ବିଜ୍ଞାନ କେନ୍ଦ୍ରରେ ୨୫ ଜଣ ଅଗ୍ରଣୀ ଚାଷୀ

କର୍ଲାମୁଣ୍ଡା, ୧୭।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ଆତ୍ମା ତଥା କଳାହାଣ୍ଡି ପିଡି ଆତ୍ମା ପକ୍ଷରୁ ୨୫ ଜଣ ଅଗ୍ରଣୀ ଚାଷୀଙ୍କୁ ନେଇ ସୋନପୁର…

ଗ୍ୟାସ ସିଲିଣ୍ଡର ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ବଢ଼ିଲା e-KYCର ଶେଷ ତାରିଖ

ନୂଆଦିଲ୍ଲୀ,୧୭।୮: LPG ସିଲିଣ୍ଡର ଉପଭୋକ୍ତାଙ୍କ ପାଇଁ ବଡ଼ ଖବର । ଗ୍ୟାସ୍‌ର e-KYC କରିବାର ଶେଷ ତାରିଖ ବଢ଼ାଇ ଦିଆଯାଇଛି । ପୂର୍ବରୁ ଅଗଷ୍ଟ ୧୬ ତାରିଖ…

ଜାଣନ୍ତୁ ରେଳବାଇର ଏହି ଜରୁରୀ ନିୟମ, ନ ହେଲେ ଗଣିବାକୁ ପଡ଼ିପାରେ ଜରିମାନା

ନୂଆଦିଲ୍ଲୀ,୧୭।୮: ପ୍ରାୟତଃ ଲୋକମାନେ ରେଳ ଷ୍ଟେଶନକୁ ନିଜ ବନ୍ଧୁ କିମ୍ବା ସମ୍ପର୍କୀୟଙ୍କୁ ନେବା ବା ଛାଡ଼ିବା ପାଇଁ ଯାଆନ୍ତି। ଏଥିପାଇଁ ସେମାନଙ୍କୁ ପ୍ଲାଟଫର୍ମ ଟିକେଟ ନେବାକୁ ପଡ଼େ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri