ଧବଳେଶ୍ୱରଙ୍କ ପୀଠ ଚଳଚଞ୍ଚଳ: ଜମୁଛି ଶ୍ରଦ୍ଧାଳୁଙ୍କ ଭିଡ଼

କଟକ ଅଫିସ,୧୮।୨: କଟକ ଜିଲା ଆଠଗଡ଼ ବାବା ଧବଳେଶ୍ୱରଙ୍କ ପୀଠରେ ମହାଶିବରାତ୍ରି ଧୁମ୍‌ଧାମ୍‌ରେ ପାଳନ ହେଉଛି। ମନ୍ଦିର ଚଳଚଞ୍ଚଳ ହୋଇଥିବା ବେଳେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ହଜାର ହଜାର ଭକ୍ତଙ୍କ ସମାଗମ ହୋଇଛି। ଶାନ୍ତିଶୃଙ୍ଖଳାର ସହ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ପୀଠରେ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ଏଥର ଜାଗରରେ ଝୁଲାପୋଲ କି ଡଙ୍ଗା ଯୋଗେ ନୁହେଁ, ମହାନଦୀ ଭିତରେ ନିର୍ମାଣ ହୋଇଥିବା ଅସ୍ଥାୟୀ ରାସ୍ତା ଦେଇ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ। ମହାପ୍ରଭୁଙ୍କ ଯଥାବିଧି ନୀତିକାନ୍ତି କରାଯାଇଛି। ସୁରକ୍ଷା ଦୃଷ୍ଟିରୁ ପୀଠରେ ବ୍ୟାରିକେଡ୍‌, ସିସିଟିଭି ସମେତ ୮ ଜଣ ମାଜିଷ୍ଟ୍ରେଟ, ୫ ଜଣ ଡିଏସ୍‌ପି, ୫ ଜଣ ଇନ୍ସପେକ୍ଟର, ୧୪ଜଣ ସବ୍‌ଇନ୍ସିପେକ୍ଟର, ୧୫ ଏସ୍‌ଆଇ, ୨ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଘରେ ପଶି ଗୃହକର୍ତ୍ତାଙ୍କ ପାଟିରେ ବନ୍ଧୁକ ଭର୍ତ୍ତି କରି ଡକାୟତି ଉଦ୍ୟମ, ମରଣାନ୍ତକ ଆକ୍ରମଣ କରି ୩ ଫେରାର

ବଡ଼ବିଲ,୨୪ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ପିଏଚ୍‌ଡି ରୋଡ୍‌ସ୍ଥିତ ଭଞ୍ଜ କଲୋନୀରେ ବୁଧବାର ଜଣେ ବ୍ୟକ୍ତିଙ୍କ ଘରେ ସ୍ପଷ୍ଟ ଦିବାଲୋକରେ ଡକାୟତି ପାଇଁ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ନାବାଳିକାଙ୍କୁ ବଳାତ୍କାର କରି ଯୁବକଙ୍କୁ ୧୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟର ମାନ୍ୟବର ବିଚାରପତି ବିଜୟ କୁମାର ମିଶ୍ର ଏକ ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦଣ୍ତାଦେଶ ଶୁଣାଇଛନ୍ତି।...

ଓ୍ବାରେଣ୍ଟ ବଳରେ ୭ ଜଣଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଦୀର୍ଘଦିନ ଧରି ବିଭିନ୍ନ ମାମଲାରେ ଫେରାର ଥିବା ୭ ଜଣଙ୍କୁ ପୋଲିସ ଗିରଫ...

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୪ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri