ଜଗତ୍‌ସିଂହପୁର ଜିଲା ବିଧାନସଭା ପର୍ଯ୍ୟବେକ୍ଷକ ନିଯୁକ୍ତ

ଭୁବନେଶ୍ୱର,୧୦ା୧(ଅନିଲ ଦାସ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜଗତ୍‌ସିଂହପୁର ଜିଲାର ବିଭିନ୍ନ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛନ୍ତି। ବୁଧବାର ଏ ନେଇ ବିଜେଡି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଗିରିଶ ଚନ୍ଦ୍ର ଦାସଙ୍କୁ ଜଗତସିଂହପୁର ଜିଲା କୋ-ଅବ୍‌ଜରଭର ଭାବେ ନିଯୁକ୍ତ କରାଯାଇଥିବା ବେଳେ ମୀନକେତନ ଅମାତଙ୍କୁ ଜଗତ୍‌ସିଂହପୁର ଜିଲା ବାଲିକୁଦା ବିଧାନସଭା ନିର୍ବାଚନମଣ୍ଡଳୀ, ମନୋଜ କୁମାର ନାୟକ ଜଗତ୍‌ସିଂହପୁର ବିଧାନସଭା ନିର୍ବଚାନମଣ୍ଡଳୀ, ସୋଲାର ମିଶ୍ରଙ୍କୁ ତିର୍ତ୍ତୋଲ ବିଧାନସଭା ନିର୍ବାଚନମଣ୍ଡଳୀ ପର୍ଯ୍ୟବେକ୍ଷକ ଏବଂ ସନ୍ତୋଷ ବେଜ୍‌ ପାରାଦୀପ ବିଧାନସଭା ନିର୍ବାଚନମଣ୍ଡଳୀ ପର୍ଯ୍ୟବେକ୍ଷକଙ୍କୁ ଭାବେ ନିଯୁକ୍ତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସିଭିଲ ସର୍ଭିସ ଆଶାୟୀଙ୍କୁ ପାଠ ପଢ଼ାଇଲେ ଜିଲାପାଳ: ଅଚାନକ ପହଞ୍ଚି…

ଭଞ୍ଜନଗର,୧୧।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗରଠାରେ ସିଭିଲ ସର୍ଭିସ ପରୀକ୍ଷା ଦେବାପାଇଁ ପ୍ରସ୍ତୁତ ହେଉଥିବା ଯୁବତୀଯୁବକଙ୍କୁ ଗଞ୍ଜାମ ଲକ୍ଷ୍ୟ ନିକେତନ ଯୋଜନା ମାଧ୍ୟମରେ ତାଲିମ ପ୍ରଦାନ କରାଯାଉଛି। ଆଜିକୁ…

ଆକ୍ସନ ମୋଡ୍‌ରେ ଶୁଭେନ୍ଦୁ ସରକାର: କଲେ ବଡ ଘୋଷଣା

କୋଲକାତା,୧୧।୫: ଶୁଭେନ୍ଦୁ ଅଧିକାରୀଙ୍କ ନେତୃତ୍ୱରେ ପଶ୍ଚିମବଙ୍ଗରେ ଭାରତୀୟ ଜନତା ପାର୍ଟି ସରକାରକୁ ଆସିବା ପରେ ଆକ୍ସନ ମୋଡ୍‌ରେ ଅଛି। କ୍ଷମତା ଗ୍ରହଣ କରିବା ମାତ୍ରେ ଶୁଭେନ୍ଦୁ ପ୍ରଶାସନ…

ବେଆଇନ ଛଟେଇ: ଟାଟା ପାୱାର ବିରୋଧରେ ତାତିଲେ ଠିକା କର୍ମଚାରୀ

ବଞ୍ଚୋ,୧୧।୫(ପ୍ରଦୋଷ ବିଶ୍ୱାଳ): ଟାଟା ପାୱାର ବିରୋଧରେ ତାତିଲେ ଠିକା କର୍ମଚାରୀ। ବେଆଇନ ଛଟେଇକୁ ବିରୋଧ କରି ନିର୍ବାହୀଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶତାଧିକ କର୍ମଚାରୀ ନାରାବାଜି କରିବା ସହ…

ରାୟଗଡ଼ାରେ ଯୁବକଙ୍କୁ ଅପହରଣ ପରେ ହତ୍ୟା: ତେଜିଲା ପ୍ରତିବାଦ, ବାଇକ୍‌ ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ

ରାୟଗଡ଼ା,୯।୫: ରାୟଗଡ଼ାର ନିଖିଲ ହାଡ଼ିପାଙ୍କୁ ଅପହରଣ ପରେ ହତ୍ୟା ଘଟଣାକୁ ନେଇ ସହରରେ ଚାପା ଉତ୍ତେଜନା ଦେଖାଦେଇଛି। ହତ୍ୟା ପ୍ରତିବାଦରେ ସ୍ଥାନୀୟ ଲୋକେ ରାୟଗଡ଼ା ଥାନା ଆଗରେ…

ଏକାଠି ହେଲେ ଗଞ୍ଜାମ ଜିଲା ଓଷ୍ଟା ନବନିର୍ବାଚିତ କର୍ମକର୍ତ୍ତା: ଡିଇଓ ଅଫିସର ଦୁର୍ନୀତି ବିରୋଧରେ ସଂଗ୍ରାମ ପାଇଁ ଆହ୍ବାନ

ଗଞ୍ଜାମ,୧୧।୫(ବିଦ୍ୟାଧର ସାହୁ):ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା) ଗଞ୍ଜାମ ଜିଲାର ନବନିର୍ବାଚିତ କର୍ମକର୍ତ୍ତାଙ୍କ ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ବଟେଶ୍ୱର…

RCBକୁ ଜିତାଇବା ପରେ ମଧ୍ୟ କାନ୍ଦିଲେ କ୍ରୁନାଲ ପାଣ୍ଡ୍ୟା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୧।୫: IPL ୨୦୨୬ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ଭାବପ୍ରବଣତା, ଉତ୍ସାହ ଏବଂ ଅବିସ୍ମରଣୀୟ ମୁହୂର୍ତ୍ତରେ ପରିପୂର୍ଣ୍ଣ ଥିଲା। ଶେଷ…

ଦୁର୍ଘଟଣାରେ ପପୁ ମୃତ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ: ଷଡ଼ଯନ୍ତ୍ର କରି…

ବଲାଙ୍ଗୀର,୧୧।୫ ( ସୁନିଲ କୁମାର ମହାନ୍ତି) : ବଲାଙ୍ଗୀର ସୋନପୁର ରାସ୍ତା ବନବାହାଲ ଛକ ନିକଟରେ ଏକ ମଟରସାଇକେଲ ଦୁର୍ଘଟଣାରେ ଜଣେ ମୃତ ହୋଇଥିବା ଜଣାପଡିଛି ।…

ପର୍ନ ଷ୍ଟାରଙ୍କ ସହ କୋହଲି! ଫଟୋ ଭାଇରାଲ୍‌ ପରେ କ୍ରିକେଟ୍‌ ଜଗତରେ…

ନୂଆଦିଲ୍ଲୀ,୧୧।୫: ଆଜିକାଲି ବିରାଟ କୋହଲି IPL ୨୦୨୬ ସିଜିନରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପାଇଁ ଖେଳୁଥିବାର ଦେଖାଯାଉଛି। ପୂରା ସିଜିନରେ କୋହଲି ଦମଦାର ଫର୍ମରେ ଅଛନ୍ତି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri