ବଦଳିଲେ ଜଗତସିଂହପୁର ଜିଲାପାଳ

ଭୁବନେଶ୍ୱର,୪।୧୦(ବ୍ୟୁରୋ)-ଜଗତସିଂହପୁର ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ରବିବାର ବଦଳି ହୋଇଛି। ତାଙ୍କ ସ୍ଥାନରେ ନୂତନ ଜିଲାପାଳ ଭାବେ ସରୋଜ କୁମାର ମିଶ୍ରଙ୍କୁ ଦାୟିତ୍ୱ ମିଳିଛି। ସଂଗ୍ରାମଙ୍କୁ ଜିଏ ଆଣ୍ଡ ପିଜି ଡିପାର୍ଟମେଣ୍ଟର ଓଏସଡି ଭାବେ ନିଯୁକ୍ତି ମିଳିଛି।
ପ୍ରକାଶ ଯେ, ସଂଗ୍ରାମ ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀର ହୋଇଥିବାରୁ ସେ ଉପନିର୍ବାଚନରେ ଶାସକ ଦଳକୁ ସହଯୋଗ କରୁଥିବା କଂଗ୍ରେସ ବିଧାୟକ ସୁରେଶ ରାଉତରାୟ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ, କାହିଁକି…

ଭୁବନେଶ୍ୱର,୧।୧୧(ବ୍ୟୁରୋ): ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ବାବଦରେ ଓଡ଼ିଶାର ୧୦୮୮.୭୨ କୋଟି ଟଙ୍କା କେନ୍ଦ୍ର ଉପରେ ବକେୟା ପଡ଼ିଛି। ଏଥିରେ ୩୭୭.୯୧ କୋଟି ଦରମା ଏବଂ ୭୧୦.୮୧ କୋଟି ଟଙ୍କା...

ଟ୍ରକ ଧକ୍କାରେ ବାଇକ୍‌ ଚାଳକ ମୃତ :କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

ଛତ୍ରପୁର,୫ା୧୧(ଡି.ଏନ.ଏ) -ଛତ୍ରପୁର ଥାନା ଅଧୀନ ବଡମାଧପୁର ଗାଁ ହନୁମାନ ସାହି ରାସ୍ତାରେ ସୋମବାର ମଧ୍ୟାହ୍ନରେ ଏକ ବାଇକକୁ ଟ୍ରକ ଧକ୍କା ଦେବାରୁ ବାଇକ ଚାଳକଙ୍କ ମୃତ୍ୟୁ...

ପଣା ସଂକ୍ରାନ୍ତି-ରମ୍‌ଜାନ ପାଇଁ ଗାଇଡ୍‌ଲାଇନ୍‌; ଏସବୁ ଉପରେ ଲାଗିଲା କଟକଣା

ଭୁବନେଶ୍ୱର,୧୩।୪(ବ୍ୟୁରୋ): ଓଡ଼ିଆ ନବବର୍ଷ ତଥା ପଣାସଂକ୍ରାନ୍ତି ଓ ରମଜାନ୍‌କୁ ନେଇ କଟକ ମ୍ୟୁନିସିପାଲ କର୍ପୋରେଶନ(ସିଏମ୍‌ସି) ଏବଂ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ନୂଆ ଗାଇଡଲାଇନ୍‌ ଜାରି...

ଖୋର୍ଦ୍ଧାକୁ ପଛରେ ପକାଇଲା ଭଦ୍ରକ: ଗୋଟିଏ ଦିନରେ ଚିହ୍ନଟ ହେଲେ ୨୮ ପଜିଟିଭ୍‌; ଜିଲାରେ ଆକ୍ରାନ୍ତ ସଂଖ୍ୟା ୭୪କୁ ବୃଦ୍ଧି

ଭଦ୍ରକ ଅଫିସ, ୧୭।୫- ରବିବାର ଭଦ୍ରକ ଜିଲାରେ ୨୮ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୪...

ଋଣ ପରିମାଣ ନିୟନ୍ତ୍ରଣାଧୀନ: ଅର୍ଥମନ୍ତ୍ରୀ

ଭୁବନେଶ୍ୱର,୨୭ା୨ (ବ୍ୟୁରୋ): ରାଜ୍ୟ ସରକାରଙ୍କ ଦ୍ୱାରା କରାଯାଇଥିବା ଋଣ ନିୟନ୍ତ୍ରଣାଧୀନ ସ୍ଥିତିରେ ରହିଛି। ଋଣର ପରିମାଣ ନେଇ କୌଣସି ସଦସ୍ୟଙ୍କୁ ଚିନ୍ତା କରିବା ଉଚିତ ନୁହେଁ...

ବନ୍ଦ ହୋଇପାରେ ପିପିଲି ଉପନିର୍ବାଚନ

ଭୁବନେଶ୍ୱର,୧୪।୪: କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପରଲୋକ ଯୋଗୁ ପିପିଲି ଉପର୍ନିବାଚନ ବନ୍ଦ ହୋଇପାରେ। ଜନପ୍ରତିନିଧି ଆଇନ ୧୯୫୧ର ସେକ୍ସନ ୫୨ ଅନୁଯାୟୀ, ନିର୍ବାଚନ ଲିଢୁଥିବା...

ରାଜ୍ୟରେ ବଢ଼ିଛି ଅପରାଧ

ଭୁବନେଶ୍ୱର,୨୧ା୩(ବ୍ୟୁରୋ):ରାଜ୍ୟରେ ଅପରାଧ ବଢ଼ି ଚାଲିଛି। ଏକଥା ଖୋଦ୍‌ ରାଜ୍ୟ ଗୃହ ବିଭାଗ ପକ୍ଷରୁ ସୋମବାର ୨୦୨୨ ବର୍ଷ ପାଇଁ ପ୍ରକାଶିତ ଶ୍ୱେତପତ୍ରରେ ଉଲ୍ଲେଖ ରହିଛି। ୨୦୨୧ରେ...

ଆସନ୍ତାକାଲି ଏଏସ୍‌ଓ ପରୀକ୍ଷା

କଟକ ଅଫିସ,୨୬ା୮- ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ପକ୍ଷରୁ ଶନିବାର ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍‌ଓ) ଲିଖିତ ପରୀକ୍ଷା କରାଯିବ। ୩ଟି ସିଟିଂରେ ପରୀକ୍ଷା ଦେବାକୁ ରାଜ୍ୟର...

Advertisement
Archives

Model This Week