ଅର୍ଚ୍ଚନା ନାଗ ମାମଲା: ଜଗବନ୍ଧୁଙ୍କ ଜାମିନ ଆବେଦନ ଖାରଜ

ଭୁବନେଶ୍ୱର,୧ା୧୨(ବ୍ୟୁରୋ): ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ମାମଲାରେ ଗୁରୁବାର ଅର୍ଚ୍ଚନାଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦଙ୍କ ଜାମିନ ଆବେଦନ ଖାରଜ ହୋଇଯାଇଛି। ଭୁବନେଶ୍ୱର ଏଡିଜେ-୨ ତାଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି। ଶ୍ରଦ୍ଧାଞ୍ଜଳିଙ୍କୁ ବ୍ୟବହାର କରି ଟଙ୍କା ଆଦାୟ ମାମଲାରେ ଏହି ଆବେଦନକୁ କୋର୍ଟ ଖାରଜ କରିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀ ଗର୍ଭରେ ମନ୍ଦିର ଦଧିନଉତି

ନୟାଗଡ଼ ଅଫିସ,୧୧ା୬: ନୟାଗଡ଼ ଜିଲା ଭାପୁର ବ୍ଲକ ପଦ୍ମାବତୀ ଗ୍ରାମ ଗୋପୀନାଥ ମନ୍ଦିର ଦଧିନଉତି ମହାନଦୀ ଗର୍ଭରେ ଠାବ ହୋଇଛି। ଭାରତୀୟ କଳା ଓ ସାଂସ୍କୃତିକ...

‘ବନାଗ୍ନି ହ୍ରାସ ପାଇଁ ଯୋଜନା ପ୍ରସ୍ତୁତ କର’

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ରାଜ୍ୟରେ ଜଙ୍ଗଲ ସମ୍ପଦ ବୃଦ୍ଧି ପାଇଛି। ତା’ ସହିତ ବନାଗ୍ନି ପ୍ରକୋପ ମଧ୍ୟ ବଢୁଛି। ହାତୀ-ମଣିଷ ଲଢ଼େଇ, ବନ୍ୟପ୍ରାଣୀ ଅଙ୍ଗ ଚୋରା ଚାଲାଣ ମୁଖ୍ୟ...

ଆରବର୍ଷକୁ ଅପେକ୍ଷା

ଢେଙ୍କାନାଳ ଅଫିସ, ୮।୭: ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରାକୁ ମଝିରେ ମାତ୍ର ୪ ଦିନ। ଭକ୍ତଙ୍କୁ ଦର୍ଶନ ଦେବାକୁ ଭାଇ ବଳରାମ, ଭଉଣୀ ସୁଭଦ୍ରାଙ୍କୁ ନେଇ ବଡ଼ଦାଣ୍ଡକୁ...

୨ଦିନିଆ ମାଲକାନଗିରି ଗସ୍ତରେ ୫-ଟି ସଚିବ

ମାଲକାନଗିରି/ମାଥିଲି/ଚିତ୍ରକୋଣ୍ଡା/ଖଇରପୁଟ,୨୯ା୩ (ଡି.ଏନ୍‌.ଏ.): ୫-ଟି ସଚିବ ଭି. କାର୍ତ୍ତିକେୟ ପାଣ୍ଡିଆନ ମଙ୍ଗଳବାର ୨ଦୁଇଦିନିଆ ମାଲକାନଗିରି ଜିଲା ଗସ୍ତରେ ଆସି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଜନସାଧାରଣଙ୍କୁ...

ହେମାନନ୍ଦଙ୍କୁ ଦିଆଗଲା ଗାର୍ଡ ଅଫ ଅନର

ଭୁବନେଶ୍ୱର,୨୬।୨(ବ୍ୟୁରୋ): ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ମୃତ୍ୟୁକୁ ନେଇ ରାଜ୍ୟରେ ଶୋକର ଛାୟା ଖେଳି ଯାଇଥିଲା । ଶନିବାର ବିଧାନସଭାରେ ସ୍ବର୍ଗତ ବିଶ୍ବାଳଙ୍କୁ ଗାର୍ଡ ଅଫ...

ସ୍ପେସ୍‌ ଆଣ୍ଡ୍‌ ସ୍ପେସ୍‌

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ଜାତୀୟସ୍ତରୀୟ ଚିତ୍ରକଳା ପ୍ରଦର୍ଶନୀ ‘ସ୍ପେସ୍‌ ଆଣ୍ଡ୍‌ ସ୍ପେସ୍‌’ ରବିବାର ଓଡ଼ିଶା ମଡର୍ନ ଆର୍ଟ ଗ୍ୟାଲେରୀ ପରିସରରେ ଉଦ୍‌ଘାଟିତ ହୋଇଯାଇଛି। ପ୍ରଦର୍ଶନୀକୁ ଅଭିନେତା ତଥା ନିକଟରେ...

ଗଞ୍ଜାମକୁ ବଳିଯିବ ଖୋର୍ଦ୍ଧା ସ୍ଥିତି: ଆଜି ଚିହ୍ନଟ ହେଲେ ସର୍ବାଧିକ ୪୮୮ ଆକ୍ରାନ୍ତ

ଭୁବନେଶ୍ୱର,୧୬।୮(ବ୍ୟୁରୋ): ଗୋଟିଏ ପଟେ ଗଞ୍ଜାମରେ କରୋନା ଆକ୍ରାନ୍ତ ସଂଖ୍ୟା କମୁଥିବା ଦେଖାଯାଉଥିବା ବେଳେ ଚିନ୍ତା ବଢ଼ାଇଲାଣି ଖୋର୍ଦ୍ଧା। ରବିବାର ରାଜ୍ୟରେ ୨୯୨୪ କରୋନା ପଜିଟିଭ୍‌ ଚିହ୍ନଟ...

ବାଇକ୍‌ ମୁହଁ।ମୁହିଁ ପରେ ବସ୍‌ରେ ପିଟିହେଲା, ୨ ମୃତ

ଦିଗପହଣ୍ଡି(ଡି.ଏନ.ଏ.)/ପାଟପୁର,୨୫ା୧- ଦିଗପହଣ୍ଡି-ରାୟଗଡ଼ା ୩୨୬ ନଂ. ରାଜ୍ୟ ରାଜପଥର କଂସାମାରି-ଧର୍ମପୁର ମଧ୍ୟବର୍ତ୍ତୀ ଶ୍ମଶାନ ସମ୍ମୁଖ ମୁଖ୍ୟ ରାସ୍ତାରେ ଶୁକ୍ରବାର ସକାଳ ପ୍ରାୟ ସାଢେ ୮ଟାରେ ଏକ ଦୁର୍ଘଟଣା...

Advertisement
Archives

Model This Week