ବିଷ୍ଣୁ ସେଠୀଙ୍କ ଦ୍ୱାଦଶାହରେ ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭଦ୍ରକ ଅଫିସ,୩୦ା୯: ବିରୋଧୀ ଦଳ ଉପନେତା ତଥା ଧାମନଗର ବିଧାୟକ ସ୍ବର୍ଗତ ବିଷ୍ଣ ସେଠୀଙ୍କ ଦ୍ୱାଦଶାହ ଅବସରରେ ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳି ସଭାରେ ଯୋଗ ଦେଲେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗମୋହନ ନଡ୍ଡା। ପୂର୍ବତନ ମନ୍ତ୍ରୀ ମନମୋହନ ସାମଲଙ୍କ ସଭାପତିତ୍ୱରେ ଶୁକ୍ରବାର ପୂର୍ବାହ୍ନରେ ଅନୁଷ୍ଠିତ ସଭାରେ ନଡ୍ଡାଙ୍କ ସମେତ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହିତ ବକ୍ତବ୍ୟ ପ୍ରଦାନ କରିଥିଲେ। ବିଷ୍ଣୁଙ୍କ ଜୀବନୀ ଉପରେ ଆଧାରିତ ପତ୍ରିକା ବିଷ୍ଣୁପଥ ଉନ୍ମୋଚନ କରିଥିଲେ। ହେଲିକପ୍ଟର ଯୋଗେ ତିହିଡ଼ି ବଜାର କାଳୀପଡିଆଠାରେ ପ୍ରସ୍ତୁତ ହେଲିପ୍ୟାଡ୍‌ରେ ପହଞ୍ଚିବା ପରେ କାର୍‌ ଯୋଗେ ତାଙ୍କ ଜନ୍ମ ମାଟି ମଙ୍ଗରାଜପୁର ଗାଁକୁ ଯାଇ ପରିବାର ଲୋକଙ୍କୁ ଭେଟି ସାନ୍ତ୍ୱନା ଜଣାଇଥିଲେ। ପରେ ତିହିଡ଼ି କଲେଜ ପରିସରରେ ଆୟୋଜିତ ସଭାରେ ଯୋଗ ଦେଇଥିଲେ। ବିଷ୍ଣଙ୍କ ସ୍ମୃତିରେ କଲେଜ ପରିସରରେ ୨ଟି ଚାରା ରୋପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍‌ସାଇଟରେ ଡା. ରାମଚନ୍ଦାନୀ

ଚିପିଲିମା,୬ା୬(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ମେଡିକାଲ କଲେଜ ଓ ହସ୍ପିଟାଲର ସିନିୟର ରେସିଡେଣ୍ଟ ଡାକ୍ତର ଶଙ୍କର ରାମଚନ୍ଦାନୀ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍‌ସାଇଟରେ...

ଏମ୍‌କେସିଜି ମେଡିକାଲରେ ଅଦ୍ଭୁତ ଶିଶୁ ଜନ୍ମ

ବ୍ରହ୍ମପୁର ଅଫିସ,୧୭ା୬: ବ୍ରହ୍ମପୁର ବଡ଼ ମେଡିକାଲରେ ବୁଧବାର ଏକ ଅଦ୍ଭୁତ ଶିଶୁ ଜନ୍ମ ହୋଇଛି। ଶିଶୁର ନାକ ନ ଥିବା ବେଳେ ଗୋଟିଏ ଜାଗାରେ ଦୁଇଟି...

ଦେଢ କେଜି ବ୍ରାଉନସୁଗାର ଜବତ: ଜଣେ ଗିରଫ

ବାଲେଶ୍ୱର ଅଫିସ,୧୯।୧୦: ବାଲେଶ୍ବର ଜିଲା ଜଳେଶ୍ବର ଅଞ୍ଚଳରୁ ଦେଢ କୋଟି ଟଙ୍କାର ବ୍ରାଉନସୁଗାର ମଙ୍ଗଳବାର ଜବତ କରାଯାଇଛି। ଏଥିରେ ଦୁଇ ମହିଳାଙ୍କୁ ପୋଲିସ ଅଟକ ରଖି...

ମାଟ୍ରିକ୍‌ ମାର୍କଶିଟ୍‌ ପାଇଁ ଟଙ୍କା ଆଦାୟ ଘଟଣା: ପ୍ରଧାନଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ

ଗୋପ,୨୨।୮(ଡି.ଏନ୍‌.ଏ.): ଗୋପ ବ୍ଲକ ଦିହୁଡା ନୀଳକଣ୍ଠେଶ୍ୱର ନୋଡାଲ ସ୍କୁଲରେ ଶନିବାର ମାଟ୍ରିକ୍‌ ମାର୍କଶିଟ୍‌ ପାଇଁ ଟଙ୍କା ନିଆଯାଇଥିଲା। ଏଥିସହ ୯ମ ଶ୍ରେଣୀ ପିଲାଙ୍କଠାରୁ ନାମ ରେଜିଷ୍ଟ୍ରେଶନ...

ଶାଳ ଚାଲୁନି, ପେଟ ପୂରୁନି

ଭୁବନ, ୨୬ା୫ ରାତି ନ ପାହୁଣୁ ଶାଳ ଘରୁ ତାଲା ଖୋଲାଯାଉଥିଲା। ବରାଦ ଅନୁସାରେ ବାସନ ଗଢ଼ାଯାଉଥିଲା। ସେଥିରେ ପୁଣି ଭଳି କି ଭଳି କାରିଗରି।...

କଣ୍ଟାମାଳ ଡାକ୍ତରଖାନାରେ ଡାକ୍ତର ଅଭାବ

କଣ୍ଟାମାଳ,୨୫ା୩(ଡି.ଏନ.ଏ.): ବୌଦ୍ଧ ଜିଲା କଣ୍ଟାମାଳ ଡାକ୍ତରଖାନାରେ ଡାକ୍ତରଙ୍କ ଅଭାବ ଦେଖାଦେଇଛି । ୬ଟି ପଦବୀ ଥିବା ଏହି ଡାକ୍ତରଖାନାରେ ୨ ଜଣ ଡାକ୍ତର ସ୍ବାସ୍ଥ୍ୟସେବା ସମ୍ଭାଳୁଛନ୍ତି।...

ବଜ୍ରକାପ୍ତା ଉଦ୍ଧାର, ୨ଅଭିଯୁକ୍ତ ଗିରଫ

ଖୁଣ୍ଟୁଣୀ,୨୧ା୫(ଡି.ଏନ୍‌.ଏ.): ବଜ୍ରକାପ୍ତା ଚୋରା ଚାଲାଣ ଅଭିଯୋଗରେ ଖୁଣ୍ଟୁଣୀ ବନ ବିଭାଗ ୨ଜଣଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ କେନ୍ଦ୍ରାପଡ଼ା ଜିଲା...

ସଦର ରେଞ୍ଜ୍‌ରେ ବୁଲୁଛି ବାଘ

ଭାପୁର, ୨୦।୧୦(ଡି.ଏନ୍‌.ଏ.) ଢେଙ୍କାନାଳ ସଦର ରେଞ୍ଜ ମାଟିଆମୁଣ୍ଡିଆ ପାହାଡ଼ ପାଦଦେଶରେ ଏକ କଲରାପତରିଆ ବାଘ ବୁଲୁଥିବା ବନ ବିଭାଗ ସ୍ପଷ୍ଟ କରିଛି। ଏହାକୁ ନେଇ ଅଞ୍ଚଳବାସୀଙ୍କ...

Advertisement
Archives

Model This Week