Posted inଜାତୀୟ

ଧନୀ ମୁଖ୍ୟମନ୍ତ୍ରୀଙ୍କ ଶୀର୍ଷ ତାଲିକାରେ ରହିଛି ଜଗମୋହନ ରେଡ୍ଡୀଙ୍କ ନାଁ, ସମ୍ପତ୍ତିର ମୂଲ୍ୟ…

ହାଇଦ୍ରାବାଦ,୧୨ା୪: : ମୁଖ୍ୟମନ୍ତ୍ରୀଙ୍କ ସମ୍ପର୍କରେ ଏଡିଆର୍‌ ସର୍ଭେ ରିପୋର୍ଟ ପ୍ରକାଶ ପାଇଛି । ତେବେ ଦେଶର ୨୮ ରାଜ୍ୟ ଓ ୨ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟମନ୍ତ୍ରୀମାନଙ୍କ ମଧ୍ୟରେ ସବୁଠୁ ଧନୀ ମୁଖ୍ୟମନ୍ତ୍ରୀ କିଏ ଏବଂ କିଏ ସବୁଠାରୁ ଗରିବ ମୁଖ୍ୟମନ୍ତ୍ରୀ ଆଉ କେଉଁ ମୁଖ୍ୟମନ୍ତ୍ରୀଙ୍କ ଶିକ୍ଷାଗତ ଯୋଗ୍ୟତା କେତେ ତାହା ଜାଣିବା ପାଇଁ ସମସ୍ତଙ୍କର ଆଗ୍ରହ ରହିଥାଏ। ଗତ ନିର୍ବାଚନ ସମୟରେ ଦେଶର ମୁଖ୍ୟମନ୍ତ୍ରୀମାନେ ଦେଇଥିବା ସମ୍ପତ୍ତି ମୂଲ୍ୟକୁ ଭିତ୍ତିକରି ଦେଶର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୩୦ ମୁଖ୍ୟମନ୍ତ୍ରୀଙ୍କ ଏକ ତାଲିକା ପ୍ରସ୍ତୁତ କରାଯାଇଛି। ତେବେ ଜାଣନ୍ତୁ ଏହି ତାଲିକା ସମ୍ପର୍କରେ…

YS Jagan dares TDP, Jana Sena to contest for 175 Assembly seats individually

୩୦ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ ଧନୀ ମୁଖ୍ୟମନ୍ତ୍ରୀଙ୍କ ଶୀର୍ଷରେ ରହିଛନ୍ତି। ତାଙ୍କ ନିକଟରେ ୫୧୦ କୋଟି ଟଙ୍କାର ସମ୍ପତ୍ତି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ମିଶିଲେ ଭାରତର ସବୁଠାରୁ ଧନୀ ମହିଳା ସାବିତ୍ରୀ ଜିନ୍ଦଲ

ନୂଆଦିଲ୍ଲୀ,୨୮।୩: ଆଗାମୀ ସାଧାରଣ ନିର୍ବାଚନ ପୂର୍ବରୁ ଭାରତର ସବୁଠାରୁ ଧନୀ ମହିଳା ତଥା ହରିୟାଣାର ପୂର୍ବ ମନ୍ତ୍ରୀ ସାବିତ୍ରୀ ଜିନ୍ଦଲ(୮୪) ଭାଜପାରେ ସାମିଲ ହୋଇଛନ୍ତି। କିଛି...

ଅଗ୍ନିବୀର ଯୋଜନାକୁ ନେଇ ସରକାର ନେବେ ବଡ ନିଷ୍ପତ୍ତି? ରାଜନାଥ ଦେଲେ ସୂଚନା

ନୂଆଦିଲ୍ଲୀ,୨୮।୩: ଅଗ୍ନିବୀର ଯୋଜନା ସମ୍ପର୍କରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ଆବଶ୍ୟକତା ପଡେ ତେବେ...

ଛିଣ୍ଡିଲା କଥା! ମହାମେଣ୍ଟରେ ସମାଧାନ ହେଲା ସିଟ ଶେୟାରିଂ ପ୍ରସଙ୍ଗ, କାଲି ଘୋଷଣା

ପାଟନା,୨୮।୩: ବିହାରରୁ ଏକ ବଡ ଖବର ଆସିଛି, ଯେଉଁଠାରେ ଗ୍ରାଣ୍ଡ ଆଲାଇନ୍ସରେ ସିଟ ବଣ୍ଟନ ବିଷୟରେ ଆଲୋଚନା ହୋଇଛି। ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଏହି ବିଷୟରେ...

ଜିତିବାକୁ ନୁହେଁ ଏହି ବ୍ୟକ୍ତିଙ୍କୁ ପସନ୍ଦ ନିର୍ବାଚନରେ ହାରିବାକୁ

ମେଟ୍ଟୁରା,୨୮।୩: ବିଶ୍ୱର ଯେକୌଣସି ବ୍ୟକ୍ତି କେବଳ ଜିତିବା ପାଇଁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରନ୍ତି, କିନ୍ତୁ ତାମିଲନାଡୁରେ ଜଣେ ବ୍ୟକ୍ତି ଅଛନ୍ତି ଯିଏ ନିର୍ବାଚନରେ କେବଳ ହାରିବା...

ମୁଁ ଇଡିକୁ ଧନ୍ୟବାଦ ଦେବାକୁ ଚାହୁଁଛି… କୋର୍ଟରେ କାହିଁକି ସିସୋଡିଆଙ୍କ କଥା ଉଠାଇଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୨୮।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଗୁରୁବାର ରାଉଜ ଆଭେନ୍ୟୁ କୋର୍ଟରେ ହାଜର କରାଯାଇଥିଲା। ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି) ର ତାଙ୍କର ୬ ଦିନିଆ ଅଟକ...

ଶିବସେନାରେ ସାମିଲ ହେଲେ ଗୋବିନ୍ଦା, ଏହି ଆସନରୁ ଲଢିବେ ନିର୍ବାଚନ

ମୁମ୍ବାଇ,୨୮।୩: ଶିବସେନାରେ ସାମିଲ ହେଲେ ଅଭିନେତା ଗୋବିନ୍ଦା। ଗୁରୁବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ଉପସ୍ଥିତିରେ ସେ ଶିବସେନାରେ ଯୋଗ ଦେଇଛନ୍ତି। ଶିନ୍ଦେଙ୍କ ଦଳ ତାଙ୍କୁ...

Video: ଭାରତର ପ୍ରଥମ ବୁଲେଟ୍‌ ଟ୍ରେନ୍‌ ଟ୍ରାକ୍‌ର ଝଲକ ଦେଖାଇଲେ ରେଳମନ୍ତ୍ରୀ

ନୂଆଦିଲ୍ଲୀ,୨୮।୩: ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଭାରତର ପ୍ରଥମ ବୁଲେଟ ଟ୍ରେନ ପାଇଁ ନିର୍ମିତ ସ୍ବତନ୍ତ୍ର ପ୍ରକାରର ଟ୍ରାକର ପ୍ରଥମ ଝଲକ ଦେଖାଇଛନ୍ତି। ସେ ତାଙ୍କ ଏକ୍ଦ...

କେଜ୍‌ରିଓ୍ବାଲଙ୍କୁ ମିଳିଲାନି ଆଶ୍ୱସ୍ତି, ବଢିଲା ଇଡି ରିମାଣ୍ଡ

ନୂଆଦିଲ୍ଲୀ,୨୮।୩: ମଦ ଦୁର୍ନୀତି ସହ ଜଡିତ ଅର୍ଥ ହେରଫେର ମାମଲାରେ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି (ଏଏପି)ର ସଂଯୋଜକ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଆଶ୍ୱସ୍ତି ମିଳିନାହିଁ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri