ଭାଇ ଅର୍ଜୁନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଜାହ୍ନବୀ

ମୁମ୍ବାଇ: ଆଜି ଅର୍ଥାତ୍‌ ଜୁନ୍‌ ୨୬ରେ ବଲିଉଡ୍‌ ଅଭିନେତା ଅର୍ଜୁନ କପୁର ତାଙ୍କର ଜନ୍ମଦିନ ପାଳନ କରୁଛନ୍ତି। ତାଙ୍କ ଜନ୍ମଦିନକୁ ସ୍ବତନ୍ତ୍ର କରିବା ପାଇଁ ସେ ପ୍ୟାରିସରେ ତାଙ୍କ ଲେଡି ଲଭ୍‌ ମଲାଇକା ଆରୋରାଙ୍କ ସହ ଅଛନ୍ତି। ଫଟୋରେ ସେ ତାଙ୍କର ଏହି ଗୋଲ୍‌ଡେନ୍‌ ମୁହୂର୍ତ୍ତର କିଛି ଝଲକ ପ୍ରଶଂସକଙ୍କୁ ଦେଖାଇଛନ୍ତି। ସୋସିଆଲ ମିଡିଆରେ ମଧ୍ୟ ପ୍ରଶଂସକଙ୍କ ସହ ଅର୍ଜୁନଙ୍କ ବନ୍ଧୁ ଏବଂ ସମ୍ପର୍କୀୟମାନେ ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ଭଉଣୀ ଜାହ୍ନବୀ କପୁରଙ୍କ ସହ ସୋନମ କପୁର, କ୍ୟାଟ୍ରିନା କୈଫ୍‌ ଫଟୋ ଶେୟାର କରିଛନ୍ତି। ଯାହା ଖୁବ୍‌ ଭାଇରାଲ ହେବାରେ ଲାଗିଛି।

ଅର୍ଜୁନଙ୍କ ସହ ଭଉଣୀମାନଙ୍କ ସହିତ ଏକ ବିଶେଷ ବନ୍ଧନ ରହିଛି। ଶ୍ରୀଦେବୀଙ୍କ ମୃତ୍ୟୁ ପରେ ଅର୍ଜୁନ ଜାହ୍ନବୀଙ୍କୁ ଖୁବ୍‌ ସପୋର୍ଟ ଦେଇଆସିଛନ୍ତି। ଆଜି ଭାଇଙ୍କ ଜନ୍ମଦିନରେ ଜାହ୍ନବୀ ଇନଷ୍ଟା ଷ୍ଟୋରୀରେ ଏକ ଭିଡିଓ ଶେୟାର କରିଛନ୍ତି ଯେଉଁଥିରେ ସେ ତାଙ୍କ ଭାଇଙ୍କ ପ୍ରତି ନିଜର ଭଲ ପାଇବା ପ୍ରକାଶ କରିଛନ୍ତି। ଏଥିରେ ସେ ଲେଖିଛନ୍ତି, ଭାଇ ତୁମେ ହେଉଛ ମୋ’ ଶକ୍ତି। ଏଥିରୁ ବୁଝା ପଡୁଛି ଜଣେ ଭାଇ ପ୍ରତି ଭଉଣୀର କେତେ ଭଲ ପାଇବା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରିଲିଜ ହେଲା ଫିଲ୍ମ ‘କ୍ରୁ’: ଦମ୍‌ ଦେଖାଇଲେ ଏହି ୩ ଅଭିନେତ୍ରୀ

ମୁମ୍ବାଇ: କିଛି ବର୍ଷ ହେଲା ବଲିଉଡ୍‌ ଅଭିନେତ୍ରୀମାନେ ଫିଲ୍ମରେ ଚମତ୍କାର ପ୍ରଦର୍ଶନ କରିଆସୁଛନ୍ତି। ଏବେ ଫିଲ୍ମଗୁଡ଼ିକରେ ଆକ୍ସନ କେବଳ ହିରୋଙ୍କ କାନ୍ଧରେ ନୁହେଁ ବରଂ ଏହାର...

୧୪ ବର୍ଷର ବନବାସ ଶେଷ କରି କାହିଁକି ରାଜନୀତିକୁ ଫେରିଲେ ଛୋଟେ ମିଆଁ

ମୁମ୍ବାଇ,୨୮।୩: ବଲିଉଡ଼ ଅଭିନେତା ତଥା ପୂର୍ବତନ ଏମପି ଗୋବିନ୍ଦା ଗୁରୁବାର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନାରେ ଯୋଗ ଦେଇଛନ୍ତି। ମୁମ୍ବାଇ ଉତ୍ତର ପଶ୍ଚିମରେ ଶିବସେନାର...

ସିଦ୍ଧାର୍ଥଙ୍କୁ ବିବାହ ଲାଗି ହଁ କହିଲେ ଅଦିତି, ସରିଲା ନିର୍ବନ୍ଧ

ବମ୍ବେ: ବିବାହ ହୋଇନି, ସରିଛି ନିର୍ବନ୍ଧ। ଲୁଚାଛପାରେ ବଲିଉଡ୍‌ ଅଭିନେତ୍ରୀ ଅଦିତି ରାଓ ହୈଦରୀ ଏବଂ ସିଦ୍ଧାର୍ଥ କର୍ନାଟକର ଏକ ମନ୍ଦିରରେ ବିବାହ କରିନେଇଛନ୍ତି ବୋଲି...

ମନର ଯନ୍ତ୍ରଣା ବଖାଣିଲେ କରିନା

ଆଜିକାଲି କରୀନା କପୁର ଫିଲ୍ମ ‘କ୍ରୁ’କୁ ନେଇ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମରେ ତାଙ୍କ ସହ ତବୁ ଏବଂ କ୍ରିତି ସାନନ ମଧ୍ୟ ମୁଖ୍ୟ...

ମାତ୍ର ଦେଢ ବର୍ଷ ବୟସରେ ୨୫୦ କୋଟି ଟଙ୍କାର ମାଲିକାଣୀ ହେବେ ଏହି ଷ୍ଟାରକିଡ୍‌

ବଲିଉଡର ପାଓ୍ବାରଫୁଲ୍‌ କପଲ୍‌ ରଣବୀର କପୁର ଏବଂ ଆଲିଆ ଭଟ୍ଟ ମୁମ୍ବାଇର ବାନ୍ଦ୍ରାଠାରେ ନୂଆ ଘର ପ୍ରସ୍ତୁତ କରୁଛନ୍ତି। ଏହି ଦମ୍ପତି ଶୀଘ୍ର ନିଜ ନୂଆ...

ଅନୁଷ୍କାଙ୍କ ସ୍ମାଇଲ୍‌

ମୁମ୍ବାଇ: ଅଭିନେତ୍ରୀ ଅନୁଷ୍କା ଶର୍ମା କିଛିଦିନର ବ୍ୟବଧାନ ପରେ ପୁଣି ଇନ୍‌ଷ୍ଟାଗ୍ରାମକୁ ଫେରିଛନ୍ତି। ଏହି ଅଭିନେତ୍ରୀ ବର୍ତ୍ତମାନ ଲଣ୍ଡନରେ ଥାଇ ନବଜାତ ପୁତ୍ର ଅକାୟଙ୍କ ଯତ୍ନ...

ଭାଜପାରେ ମିଶିଲେ ସିଦ୍ଧାନ୍ତ ମହାପାତ୍ର

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୩: ଭାଜପାରେ ଗୁରୁବାର ଯୋଗ ଦେଇଛନ୍ତି ଅଭିନେତା ତଥା ବିଜେଡିର ପୂର୍ବତନ ଏମ୍‌ପି ସିଦ୍ଧାନ୍ତ ମହାପାତ୍ର। ଦିଲ୍ଲୀ ମୁଖ୍ୟ କାର୍ଯ୍ୟାଳୟରେ ଯୋଗଦେଇ ସେ ଭାଜପାରେ ସାମିଲ...

ମୁନାୱାର ଫାରୁକିଙ୍କୁ ଅଟକ ରଖିଲା ପୋଲିସ

ମୁମ୍ବାଇ: ‘ବିଗ୍‌ ବସ’ ୧୭ ବିଜେତା ତଥା ଷ୍ଟାଣ୍ଡଅପ ହାସ୍ୟ ଅଭିନେତା ମୁନାୱାର ଫାରୁକି ପୁଣି ଥରେ ଅସୁବିଧାରେ ପଡ଼ିଛନ୍ତି । ବାସ୍ତବରେ ମୁନାୱାର ଫାରୁକିଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri