ନୂଆପଡ଼ା ଉପନିର୍ବାଚନ: ୧୦ମ ରାଉଣ୍ଡ୍‌ରେ ଜୟ ଢୋଲକିଆ ଆଗରେ, ବିଜେଡିକୁ ମିଳିଛି…

ନୂଆପଡ଼ା,୧୪ା୧୧(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନର ଭୋଟ୍‌ ଗଣତି ସକାଳ ୮ଟାରୁ ଜାରି ରହିଛି। ୧୦ମ ରାଉଣ୍ଡ ସୁଦ୍ଧା ଭାଜପା ପ୍ରାର୍ଥୀ ଜୟ ଢୋଲକିଆ ୩୩୨୩୨ ଭୋଟ୍‌ରେ ଆଗୁଆ ରହିଛନ୍ତି। ୧୦ମ ରାଉଣ୍ଡ ସୁଦ୍ଧା ଢୋଲକିଆଙ୍କୁ ୫୦୩୩୩ ଖଣ୍ଡ ଭୋଟ୍‌ ମିଳିଥିବାବେଳେ ଦ୍ୱିତୀୟ ସ୍ଥାନରେ ଥିବା ବିଜେଡି ପ୍ରାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆଙ୍କୁ ୧୭୧୦୧ ଖଣ୍ଡ ଭୋଟ୍‌ ମିଳିଛି। କଂଗ୍ରେସର ଘାସିରାମ ମାଝୀଙ୍କୁ ୧୩୭୫୧ ଖଣ୍ଡ ଭୋଟ୍‌ ମିଳିଛି।

ସୂଚନାଯୋଗ୍ୟ, ମୋଟ ୩୫୮ ବୁଥ୍‌ ପାଇଁ ୧୪ଟି ଟେବୁଲରେ ୨୬ ରାଉଣ୍ଡରେ ଗଣତି ଜାରି ରହିଛି। ପ୍ରତ୍ୟେକ ଟେବୁଲରେ ୩ ଜଣ ଅଧିକାରୀ ରହିଛନ୍ତି। ଜଣେ ଗଣତି ସହ ଅଧିକାରୀ, ଗଣତି ସୁପରଭାଇଜର ଏବଂ ମାଇକ୍ରୋ ଅବଜର୍ଭର ନିଯୁକ୍ତ ହୋଇଛନ୍ତି। ଏଥିଲାଗି ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri