ଆଜି ଜୟ ନେବେ ଶପଥ

ଭୁବନେଶ୍ୱର,୨୦ା୧୧ (ରବିନାରାୟଣ ଜେନା): ବିଧାନସଭାର ଶୀତକାଳୀନ ଅଧିବେଶନ ଅବ୍ୟବହିତ ପୂର୍ବରୁ ନୂଆପଡ଼ାର ନବନିର୍ବାଚିତ ଭାଜପା ବିଧାୟକ ଜୟ ଢୋଲକିଆ ଗୁରୁବାର ଶପଥ ଗ୍ରହଣ କରିବେ। ବାଚସ୍ପତି ସୁରମା ପାଢ଼ୀ ଅପରାହ୍ନ ପ୍ରାୟ ଗୋଟାଏ ବେଳେ ଜୟଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ। ଏହି କାର୍ଯ୍ୟକ୍ରମରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଓ ଅନ୍ୟ ବିଧାୟକ ଉପସ୍ଥିତ ରହିବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

ଭାଙ୍ଗିଲା କେନାଲ: ଉଜୁଡିଲା ଚାଷୀଙ୍କ ଫସଲ

ରିଷିଡା,୫।୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ଉତେଇ ଜଳସେଚନ ବିଭାଗ ପକ୍ଷରୁ କର୍ଲାମୁଣ୍ଡା ବ୍ଲକ ରାଜପୁର ଗ୍ରାମର ଭୋରପଡା( ଆର ୧) ସବମାଇନର କେନାଲ ବିଭିନ୍ନ ସ୍ଥାନରେ ନୂତନ…

ଆନାଲଗ ପନିର ବ୍ୟାନ୍‌: ଜାଣନ୍ତୁ ଏହା କ’ଣ

ମୁମ୍ବାଇ,୫।୮: ଜନସ୍ବାସ୍ଥ୍ୟକୁ ପ୍ରାଥମିକତା ଦେଇ ମହାରାଷ୍ଟ୍ର ସରକାର ରାଜ୍ୟ ମଧ୍ୟରେ ଆନାଲଗ ପନିର(ନକଲି କିମ୍ବା ନନ୍‌-ଡାୟରୀ ପନିର) ଉତ୍ପାଦନ, ବିକ୍ରୟ, ରଖିବା, ପରିବହନ ଏବଂ ବଣ୍ଟନ ଉପରେ…

ଅଗରକରଙ୍କ ହେବ ଛୁଟି! ତାଙ୍କୁ ସ୍ଥାନ ନେଇପାରନ୍ତି ଏହି ମହାନ ଖେଳାଳି

ନୂଆଦିଲ୍ଲୀ,୫।୮: ଅଜିତ ଅଗରକରଙ୍କୁ ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ପଦରୁ ହଟାଯାଇପାରେ। ବିସିସିଆଇ ଏହି ଦାୟିତ୍ୱ ସେଣ୍ଟର ଅଫ ଏକ୍ସଲେନ୍ସ (ସିଓଇ)ର ମୁଖ୍ୟ ଭିଭିଏସ ଲକ୍ଷ୍ମଣଙ୍କୁ ଦେଇପାରେ।…

ମୋବାଇଲ୍‌ ନ ଦେବାକୁ ଚରମ ନିଷ୍ପତ୍ତି ନେଲେ ସପ୍ତମ ଶ୍ରେଣୀ ଛାତ୍ର: ଘରେ ଖେଳିଗଲା…

ସୁରତ,୫।୮:ଗୁଜରାଟର ସୁରତରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମୋବାଇଲ ଫୋନ ନିଶା ପିଲାମାନଙ୍କ ଜୀବନ ଉପରେ କେତେ ପ୍ରଭାବ ପକାଇପାରେ ତାହାର ଏକ ହୃଦୟ ବିଦାରକ…

ଆଜିଠୁ ଚମକିବ ଏହି ୬ ରାଶିର ଭାଗ୍ୟ: ବୁଧ କର୍କଟ ରାଶିରେ ପ୍ରବେଶ….

ଆଜି ବୁଧ ମିଥୁନ ରାଶିରୁ କର୍କଟ ରାଶିକୁ ପ୍ରବେଶ କରୁଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ବୁଧକୁ ବୁଦ୍ଧି, ଯୋଗାଯୋଗ, ଶିକ୍ଷା, ବ୍ୟବସାୟ, ଧନ ଏବଂ ଚିନ୍ତା ପ୍ରକ୍ରିୟାର ମୁଖ୍ୟ…

ଲାଞ୍ଚ ନେବା ପଡିଲା ମହଙ୍ଗା: ପଞ୍ଚାୟତ ସମିତିର ବରିଷ୍ଠ ରାଜସ୍ବ ସହାୟକଙ୍କୁ ଚାକିରିରୁ ନିଲମ୍ବନ କଲେ ଜିଲାପାଳ

ଖଡ଼ିଆଳ,୫।୮(ସୁଜିତ କୁମାର ପ୍ରଧାନ ): ଦୁର୍ନୀତି ପ୍ରତି ନୂଆପଡ଼ା ଜିଲା ପ୍ରଶାସନର ଶୂନ୍ୟ ସହନଶୀଳତା ନୀତିକୁ ପୁନର୍ବାର ସ୍ପଷ୍ଟ କରି ଜିଲାପାଳ ମଧୁସୂଦନ ଦାଶ ଜଣେ ସରକାରୀ…

ଚାପରୁ ବର୍ଷା

ଯୁଦ୍ଧ, ଅନ୍ତର୍ଜାତୀୟ ରାଜନୀତି ଓ ଅର୍ଥନୈତିକ ଅସ୍ଥିରତା ପୃଥିବୀକୁ ଯେତିକି ଆକ୍ତାମାକ୍ତା କରୁଛି, ତା’ଠାରୁ ଅଧିକ କ୍ଷତାକ୍ତ କଲାଣି ଜଳବାୟୁ ପରିବର୍ତ୍ତନଜନିତ ଅସ୍ବାଭାବିକତା। ଥଣ୍ଡା ଜଳବାୟୁରେ ବଢ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri