Posted inଖେଳ

ଆଇସିସି ବୋର୍ଡ ବୈଠକରେ ଯୋଗଦେବେ ଜୟ ଶାହା

ନୂଆଦିଲ୍ଲୀ, ୧୧ା୧ (ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲି ମୃଦୁ ହୃଦ୍‌ଘାତ ପରେ ଡାକ୍ତରଖାନାରୁ ସୁସ୍ଥ ହୋଇ ଫେରିଛନ୍ତି। ଫଳରେ ଚଳିତମାସରେ ହେବାକୁଥିବା ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ବୋର୍ଡ ବୈଠକରେ ତାଙ୍କ ବଦଳରେ ବିସିସିଆଇ ସମ୍ପାଦକ ଜୟ ଶାହା ଯୋଗ ଦେବେ। ସୂଚନାଯୋଗ୍ୟ, ଆଇସିସିର ବୋର୍ଡ ଅଫ୍‌ ଡାଇରେକ୍ଟର୍ସ ବୈଠକରେ ସଦସ୍ୟ ରାଷ୍ଟ୍ରଗୁଡ଼ିକର ସଭାପତି ଭାଗ ନେଇଥାନ୍ତି ଏବଂ ସମ୍ପାଦକମାନେ ମୁଖ୍ୟ କାର୍ଯ୍ୟନିର୍ବାହୀ ବୈଠକ (ସିଇସି)ରେ ଭାଗ ନେଇଥାନ୍ତି। ତେବେ ସମ୍ପାଦକଙ୍କୁ ମଧ୍ୟ ଆଇସିସି ବୋର୍ଡର ଜଣେ ବିକଳ୍ପ ସଦସ୍ୟ ଭାବେ ବିବେଚନା କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କରୋନାରେ ଆକ୍ରାନ୍ତ ଚେଲସି ଖେଳାଳି

ଲଣ୍ଡନ,୧୩।୩- ପ୍ରିମିୟର ଲିଗ୍‌ କ୍ଲବ ଚେଲସି ଦଳର ଖେଳାଳି ହଡସନ ଓଡୋଇ କରୋନା ଭାଇରସରେ ଆକ୍ରାନ୍ତ ଥିବା ରିପୋର୍ଟରୁ ଜଣାପଡ଼ିଛି। ଭାଇରସର ସଂସ୍ପର୍ଷରେ ଆସିବାରେ ଓଡୋଇ...

୨୦୨୧ ଆଇପିଏଲ୍‌ରେ ଚେନ୍ନାଇ ପାଇଁ ଖୁସି ଖବର, ଫେରିବେ ରାଇନା

ଆଇପିଏଲର ୧୩ତମ ସିଜନରେ ଚେନ୍ନାଇ ସୁପର କିଙ୍ଗ୍ସ ଦଳ ଚର୍ଚ୍ଚାରେ ଥିଲା। ପ୍ରଥମ ଥର ପାଇଁ ଦଳକୁ ନକଆଉଟରୁ ବାହାରି ଯାଇଥିଲା। ଟୁର୍ନାମେଣ୍ଟ ଆରମ୍ଭ ହେବା...

ଇଣ୍ଡିଆନ ସୁପର୍‌ ଲିଗ୍‌: ଏଟିକେ-ଚେନ୍ନାଇନ ଫାଇନାଲ

କୋଲକାତା, ୯।୩ (ପି.ଟି.)- ଇଣ୍ଡିଆନ ସୁପର୍‌ ଲିଗ୍‌ (ଆଇଏସ୍‌ଏଲ୍‌) ସିଜନ-୬’ର ଫାଇନାଲ ଲାଇନ୍‌ ଅପ୍‌ ଚୂଡ଼ାନ୍ତ ହୋଇଯାଇଛି। ଦୁଇଥରର ଚାମ୍ପିୟନ ଏଟିକେ ଓ ଚେନ୍ନାଇନ ସୁପର୍‌...

ବିଶ୍ୱ ବକ୍ସିଂ ଚାମ୍ପିୟନଶିପ୍‌ : ଅମିତ ପଙ୍ଘାଲଙ୍କ ସହଜ ବିଜୟ

ଏକାଟରିନବର୍ଗ (ରୁଷିଆ), ୧୪ା୯ (ପି.ଟି.)-ଏସିଆନ ଚାମ୍ପିୟନ ଅମିତ ପଙ୍ଘାଲ ସହଜ ବିଜୟ ସହ ବିଶ୍ୱ ବକ୍ସିଂ ଚାମ୍ପିୟନଶିପ୍‌ରେ ତାଙ୍କ ପଦକ ଅଭିଯାନ ଆରମ୍ଭ କରିଛନ୍ତି। ଶନିବାର...

ରୋମାଣ୍ଟିକ ଷ୍ଟାଇଲରେ ବିବାହ ବାର୍ଷିକ ଶୁଭେଚ୍ଛା ଜଣାଇଲେ ଯୁବି

ଚଣ୍ଡିଗଡ଼,୦୧।୧୨- ପୂର୍ବତନ କ୍ରିକେଟର ଯୁବରାଜ ସିଂ ଓ ହେଜଲ କିଚ ଶନିବାର ତୃତୀୟ ବିବାହ ବାର୍ଷିକ ପାଳନ କରିଛନ୍ତି। ଉଭୟ ରୋମାଣ୍ଟିକ ଷ୍ଟାଇଲରେ ପରସ୍ପରକୁ ଶୁଭେଚ୍ଛା...

ବିଗ୍‌ ସର୍ଭର

ଦ୍ରୁତଗତିରେ ବଲ୍‌ ସର୍ଭ କରି ଏସେସ୍‌ ହାସଲ କରିବାରେ ସମ୍ପ୍ରତି ଆମେରିକା ଟେନିସ୍‌ ତାରକା ଜନ୍‌ ରବର୍ଟ ଇଜନର୍‌ ରେକର୍ଡର ଅଧିକାରୀ ଅଛନ୍ତି। ଏହି ସଫଳତା...

ଭାରତର ଲଜ୍ଜାଜନକ ପରାଜୟ

ଢାକା,୪।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଘରୋଇ ଦଳ ଚମକପ୍ରଦ ବିଜୟ ହାସଲ କରିଛି। ଏହି...

ଖାସ୍‌ ଜୋତା ପିନ୍ଧି ପଡ଼ିଆକୁ ଓହ୍ଲାଇଲେ ରୋହିତ ଶର୍ମା; ଦର୍ଶକ କଲେ ସଲାମ

ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ର ଉଦଘାଟନୀ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ ପରାଜୟର ସମ୍ମୁଖୀନ ହୋଇଥିଲେ ମଧ୍ୟ ଅଧିନାୟକ ରୋହିତ ଶର୍ମା ସମସ୍ତଙ୍କ ହୃଦୟ ଜିତିଥିଲେ। ରୟାଲ...

Advertisement
Archives

Model This Week