ଜଗା ଦର୍ଶନ ସୌଭାଗ୍ୟର ଦିନ କହିଲେ ଜୟଶଙ୍କର

ପୁରୀ,୭।୧: ପୁରୀରେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର। ଜଗାଙ୍କୁ ଦର୍ଶନ ପରେ ଆଜି ବହୁତ ବଡ଼ ସୌଭାଗ୍ୟର ଦିନ ବୋଲି ଜୟଶଙ୍କର ଗଣମାଧ୍ୟମକୁ କହିଛନ୍ତି। ପ୍ରବାସୀ ଭାରତୀୟ ଦିବସ ପାଇଁ ଓଡ଼ିଶା ସରକାର ଭଲ ପ୍ରସ୍ତୁତି କରିଛନ୍ତି। ଓଡ଼ିଶା ମାନଚିତ୍ରକୁ ସାରା ଦୁନିଆରେ ସ୍ଥାନିତ କରିବୁ ବୋଲି ଜୟଶଙ୍କର ପ୍ରକାଶ କରିଛନ୍ତି।

ପ୍ରବାସୀ ଭାରତୀୟ ସମ୍ମିଳନୀ ପାଇଁ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସୋମବାର ସନ୍ଧ୍ୟାରେ ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲେ। ସେଠାରୁ ସେ ସିଧାସଳଖ କୋଣାର୍କ ଯାଇଥିଲେ। କୋଣାର୍କ ଇକୋରିଟ୍ରିଟରେ ସେ ରାତ୍ରିଯାପନ କରିଥିଲେ। ମଙ୍ଗଳବାର ସକାଳେ ସେ କୋଣାର୍କ ପରିସର ବ୍ୟାଖାନ କେନ୍ଦ୍ର ବୁଲି ଦେଖୁଛନ୍ତି। ଏପରିକି କୋଣାର୍କ ସୂର୍ଯ୍ୟ ମନ୍ଦିର ବୁଲି ଦେଖିଥିଲେ। ପରେ ସେଠାରୁ ପୁରୀ ଗସ୍ତରେ ଯାଇ ଜଗନ୍ନାଥ ମନ୍ଦିର ପରିଦର୍ଶନ କରି ମହାପ୍ରଭୁଙ୍କୁ ଦର୍ଶନ କରିଥିଳେ। ଏପରି କି ମହାପ୍ରଭୁଙ୍କଠାରେ ଆଶୀର୍ବାଦ ଭିକ୍ଷା କରିଥିଲେ।

ଅନ୍ୟପକ୍ଷେ ସେଠାରୁ ଭୁବନେଶ୍ୱର ଆସି ଧଉଳି ଶାନ୍ତିସ୍ତୂପ ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ଏପରିକି ପ୍ରବାସୀ ଭାରତୀୟ ସମ୍ମିଳନୀ ନେଇ ଜୟଶଙ୍କର ଓଡ଼ିଶାରେ ଭବ୍ୟ ଭାବେ ‘ପ୍ରବାସୀ ଭାରତୀୟ ଦିବସ’ କାର୍ଯ୍ୟକ୍ରମ ଆୟୋଜିତ ହେଉଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ନ୍ୟୁଜିଲାଣ୍ଡ

ଅକ୍‌ଲାଣ୍ଡ,୨୦ା୩: ଶୁକ୍ରବାର ଖେଳାଯାଇଥିବା ତୃତୀୟ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୮ ଉଇକେଟରେ ପରାସ୍ତ କରିଛି ନ୍ୟୁଜିଲାଣ୍ଡ। ଟମ୍‌ ଲଥାମ(୬୩)ଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ଏବଂ…

ରୁଷିଆରେ ଡିଜିଟାଲ୍‌ ଷ୍ଟ୍ରାଇକ୍‌: ଡ୍ରୋନ୍‌ ମାଡ଼ ଭୟରେ ଇଣ୍ଟରନେଟ୍‌ ସେବା ବନ୍ଦ, ପୁଟିନଙ୍କୁ ଘାରିଛି ଅଜଣା ଭୟ?

ନୂଆଦିଲ୍ଲୀ,୨୦।୩: ବର୍ତ୍ତମାନ ସାରା ବିଶ୍ୱ ଏକ ଅସ୍ଥିର ପରିସ୍ଥିତି ଦେଇ ଗତି କରୁଛି। ଗୋଟିଏ ପଟେ ରୁଷିଆ-ୟୁକ୍ରେନ ଯୁଦ୍ଧ ଜାରି ରହିଥିବା ବେଳେ ଅନ୍ୟପଟେ ଇରାନ, ଇସ୍ରାଏଲ…

ବାଲିଗୁଡ଼ାରେ ଗ୍ୟାସ୍‌ ସମସ୍ୟା, ହୋଟେଲ ବନ୍ଦ

ବାଲିଗୁଡା,୨୦ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ସହରରେ କିଛିଦିନ ହେବ ଜାଳେଣି ଗ୍ୟାସ ସମସ୍ୟା ଦେଖାଦେଇଛି। ଫଳରେ ଗ୍ୟାସ୍‌ ଉପଭୋକ୍ତାଙ୍କ ମଧ୍ୟରେ ଘୋର ଅସନ୍ତୋଷ ବୃଦ୍ଧି ପାଇଛି। ଅନ୍ୟପଟେ…

ସରକାରଙ୍କ ବଡ଼ ଘୋଷଣା: ନିୟମିତ ହେବେ ସ୍କିମାଟିକ ଜୁନିୟର ଶିକ୍ଷକ

ଭୁବନେଶ୍ୱର,୨୦।୩: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଚୁକ୍ତିଭିତ୍ତିକ ସ୍କିମାଟିକ ଜୁନିୟର ଶିକ୍ଷକଙ୍କୁ ନିୟମିତ କର୍ମଚାରୀ ମାନ୍ୟତା ମିଳିବ ବୋଲି ସରକାରଙ୍କ…

IPL ପୂର୍ବରୁ ସରକାରଙ୍କ ‘ମାଷ୍ଟରଷ୍ଟ୍ରୋକ୍‌’: ୩୦୦ ଅଧିକ ବେଆଇନ ବେଟିଂ ସାଇଟ୍‌ ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୨୦।୩: ଭାରତରେ ବେଆଇନ ଜୁଆ ଏବଂ ସଟ୍ଟାବାଜି (Betting) ଚଳାଉଥିବା ସଂସ୍ଥାଗୁଡ଼ିକ ବିରୋଧରେ କେନ୍ଦ୍ର ସରକାର ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଆଗକୁ ଆଇପିଏଲ୍‌(IPL…

ଗ୍ରାହକଙ୍କୁ Zomatoର ବଡ଼ ଝଟ୍‌କା! ଏଲ୍‌ପିଜି ସଙ୍କଟ ପରେ ଏବେ ଅନଲାଇନ୍‌ରେ ଖାଇବା ମଗାଇବା ହେଲା ମହଙ୍ଗା, ଦେବାକୁ ହେବ…

ନୂଆଦିଲ୍ଲୀ,୨୦।୩:ସାଧାରଣ ଲୋକଙ୍କ ପକେଟ ଉପରେ ପୁଣି ଏକ ମହଙ୍ଗା ମାଡ଼ ହୋଇଛି। ଯଦି ଆପଣ ଅନଲାଇନ୍‌ରେ ଖାଦ୍ୟ ଅର୍ଡର କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ…

ଛାତ୍ରୀମାନେ ନିଜ ସୁରକ୍ଷା ନିଜେ କରିବା ପାଇଁ ନେଲେ ଏମିତି ପଦକ୍ଷେପ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୩(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ବ୍ରାହ୍ମଣୀଗାଁଠାରେ ରହିଥିବା ଋଷିମାଳ ଡିଗ୍ରୀ ମହାବିଦ୍ୟାଳୟରେ ମାର୍ଚ୍ଚ ୫ରୁ ୧୩ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଦ୍ୱାରା…

କାରଣ ଦର୍ଶାଅ ନୋଟିସର ଉତ୍ତର ନେଇ ପ୍ରତିକ୍ରିୟା ରଖିଲେ ପ୍ରମିଳା: ଦଳ ଫିଲଟର ହେଉଛି, ସବୁ ଅଳିଆ…

ଭୁବନେଶ୍ୱର,୨୦।୩: କାରଣ ଦର୍ଶାଅ ନୋଟିସର ଉତ୍ତର ନେଇ ପ୍ରତିକ୍ରିୟାରଖିଲେ ପ୍ରମିଳା ମଲ୍ଲିକ। ସେ କହିଛନ୍ତି,ଚିଠି ଗୋଟେ ଅଫିସରୁ ବସି ଟାଇପ ହୋଇଛି। ଏମାନେ ଦସ୍ତଖତ କରିଛନ୍ତି ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri