ଝାରପଡ଼ା ଜେଲରେ ଡିଆଇଜିଙ୍କ ଖୋଳତାଡ଼

ଭୁବନେଶ୍ୱର,୨୪।୯(ସୂର୍ଯ୍ୟକାନ୍ତ ବେହେରା): ଝାରପଡ଼ା ସ୍ପେଶାଲ ଜେଲ୍‌ରେ ଥିବା ଜଣେ ଠକେଇ ଅଭିଯୁକ୍ତଙ୍କୁ ଜାମିନ ମିଳିଥିଲା। କିନ୍ତୁ ତାଙ୍କ ପରିବର୍ତ୍ତେ ଗତ ୨୦ ତାରିଖରେ ମୁକୁଳିଥିଲେ ଜଣେ ବଳାତ୍କାର ଅଭିଯୁକ୍ତ। ଜେଲ୍‌ ଡିଆଇଜି ଗରିବ ସାହୁ ଶନିବାର ଝାରପଡ଼ା ଜେଲରେ ଏଭଳି ସାଂଘାତିକ ତ୍ରୁଟିର ଖୋଳତାଡ଼ କରିଛନ୍ତି। ସେ ୱାର୍ଡର, ଜେଲରଙ୍କୁ ପଚରାଉଚରା କରିଛନ୍ତି। ସୂଚନାନୁସାରେ ଏକ ଠକେଇ ମାମଲାରେ କିଛି ଦିନ ଧରି ଜେଲରେ ଥିବା ପୂର୍ଣ୍ଣଚନ୍ଦ୍ର ଜେନାଙ୍କ ପୁଅ ରମେଶ ଚନ୍ଦ୍ର ଜେନାଙ୍କୁ ଗତ ୨୦ ତାରିଖରେ ଜାମିନ ମିଳିଥିଲା। ହେଲେ ଜେଲ କର୍ତ୍ତୃପକ୍ଷ ରିଲିଜ ଅର୍ଡର ଦେଖି ସେଇଦିନ ପୂର୍ଣ୍ଣଚନ୍ଦ୍ରଙ୍କ ପୁଅ ରମେଶଙ୍କୁ ଛାଡ଼ିବା ବଦଳରେ ବଳାତ୍କାର ମାମଲାରେ ଜେଲରେ ଥିବା ଲକ୍ଷ୍ମୀଧର ଜେନାଙ୍କ ପୁଅ ରମେଶ ଜେନାଙ୍କୁ ଛାଡ଼ି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ଏହି ମାସରେ ମଦ ଦୋକାନ ପାଇଁ ହେବ ଲଟେରୀ, ସୂଚନା ଦେଇ ଅବକାରୀ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୭।୩: ଜିଲାପାଳଙ୍କ ଉପସ୍ଥିତିରେ ଏପ୍ରିଲରେ ମଦ ଦୋକାନ ପାଇଁ ଲଟେରୀ ହେବ। ଏନେଇ ଶୁକ୍ରବାର ସୂଚନା ଦେଉଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ମନ୍ତ୍ରୀ କହିଛନ୍ତି, ଆବଶ୍ୟକ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧନ୍ୟବାଦ ଜଣାଇ ଏମିତି କହିଦେଲେ ମୁଖ୍ୟମନ୍ତ୍ରୀ: ଗୁଜବ ଉପରେ…

ଭୁବନେଶ୍ୱର,୨୭।୩: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ୍ସସାଇଜ ଡ୍ୟୁଟି ହ୍ରାସ ପାଇଁ ଧନ୍ୟବାଦ ଜଣାଇଛନ୍ତି। ଏହି ନିଷ୍ପତ୍ତି ଲୋକଙ୍କୁ ଆଶ୍ୱସ୍ତି ଦେବ।…

ଯୁବତୀଙ୍କ ଗାଡ଼ିକୁ ସାଇଡ୍‌ କରିଦେଲେ ଯୁବକ, ରାଗି କି ଯୁବତୀ ଯାହା କଲେ ଭିଡିଓ ଦେଖିଲେ…

ଜୟପୁର,୨୭ା୩: ଜୟପୁରର ରାସ୍ତାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଯାହା ଦେଖିବା ପରେ ଲୋକେ ସ୍ତବ୍ଧ ହୋଇଯାଇଛନ୍ତି। ଛୋଟ ଛୋଟ ରାସ୍ତା ବିବାଦ କିମ୍ବା ସାଇଡ୍‌-ଷ୍ଟେପିଂ ସାଧାରଣ…

କମିବ ତାପମାତ୍ରା; ଘୂର୍ଣ୍ଣିବଳୟ ପ୍ରଭାବରେ ୧ ଯାଏ ଝଡ଼ବର୍ଷା

ଭୁବନେଶ୍ୱର, ୨୭।୩(ବନ୍ଦନା ସେଠୀ): ବର୍ତ୍ତମାନ ଉପର ବାୟୁ ଘୂର୍ଣ୍ଣିବଳୟ ଉତ୍ତର ଓଡ଼ିଶା ସଂଲଗ୍ନ ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସମୁଦ୍ର ପତ୍ତନଠାରୁ ୧.୫ କି.ମି. ପର୍ଯ୍ୟନ୍ତ ବ୍ୟାପିିଛି।…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri