ଝାରପଡ଼ା ଜେଲରେ ଡିଆଇଜିଙ୍କ ଖୋଳତାଡ଼

ଭୁବନେଶ୍ୱର,୨୪।୯(ସୂର୍ଯ୍ୟକାନ୍ତ ବେହେରା): ଝାରପଡ଼ା ସ୍ପେଶାଲ ଜେଲ୍‌ରେ ଥିବା ଜଣେ ଠକେଇ ଅଭିଯୁକ୍ତଙ୍କୁ ଜାମିନ ମିଳିଥିଲା। କିନ୍ତୁ ତାଙ୍କ ପରିବର୍ତ୍ତେ ଗତ ୨୦ ତାରିଖରେ ମୁକୁଳିଥିଲେ ଜଣେ ବଳାତ୍କାର ଅଭିଯୁକ୍ତ। ଜେଲ୍‌ ଡିଆଇଜି ଗରିବ ସାହୁ ଶନିବାର ଝାରପଡ଼ା ଜେଲରେ ଏଭଳି ସାଂଘାତିକ ତ୍ରୁଟିର ଖୋଳତାଡ଼ କରିଛନ୍ତି। ସେ ୱାର୍ଡର, ଜେଲରଙ୍କୁ ପଚରାଉଚରା କରିଛନ୍ତି। ସୂଚନାନୁସାରେ ଏକ ଠକେଇ ମାମଲାରେ କିଛି ଦିନ ଧରି ଜେଲରେ ଥିବା ପୂର୍ଣ୍ଣଚନ୍ଦ୍ର ଜେନାଙ୍କ ପୁଅ ରମେଶ ଚନ୍ଦ୍ର ଜେନାଙ୍କୁ ଗତ ୨୦ ତାରିଖରେ ଜାମିନ ମିଳିଥିଲା। ହେଲେ ଜେଲ କର୍ତ୍ତୃପକ୍ଷ ରିଲିଜ ଅର୍ଡର ଦେଖି ସେଇଦିନ ପୂର୍ଣ୍ଣଚନ୍ଦ୍ରଙ୍କ ପୁଅ ରମେଶଙ୍କୁ ଛାଡ଼ିବା ବଦଳରେ ବଳାତ୍କାର ମାମଲାରେ ଜେଲରେ ଥିବା ଲକ୍ଷ୍ମୀଧର ଜେନାଙ୍କ ପୁଅ ରମେଶ ଜେନାଙ୍କୁ ଛାଡ଼ି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର,୨୯।୪: ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ଢେଙ୍କନାଳ ଜିଲାର ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।...

ରାହୁଲଙ୍କ ଭାଷଣକୁ ନେଇ ଜୋର୍‌ ଧରିଲା ରାଜନୀତି

ଭୁବନେଶ୍ୱର, ୨୯।୪(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ପାଇଁ ମେ’ ୧୩ରେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଅନୁଷ୍ଠିତ ହେବ। ଏଥିଲାଗି ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନଙ୍କ...

କଂଗ୍ରେସ ଛାଡ଼ିଲେ ଦୁଲାଲ

ଭୁବନେଶ୍ୱର,୨୯ା୪: କଂଗ୍ରେସରୁ ସୋମବାର ଇସ୍ତଫା ଦେଇଛନ୍ତି ଦୁଲାଲ ପ୍ରଧାନ। ରବିବାର ଦୁଲାଲଙ୍କଠାରୁ ତାଙ୍କ ଟିକେଟ୍‌ ଫେରାଇ ନେବା ପରେ ସେ ଦଳ ଛାଡ଼ିଛନ୍ତି। ଦୁଲାଲ ତାଙ୍କର...

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

ବେକାରିଙ୍କ ମଧ୍ୟରେ ୮୩% ଯୁବପିଢ଼ି

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା):ଦେଶରେ ବେକାରି ସମସ୍ୟା ଚିନ୍ତାର ବିଷୟ ପାଲଟିଛି। ମାତ୍ର ଅନ୍ତର୍ଜାତୀୟ ଶ୍ରମ ସଂଗଠନ (ଆଇଏଲଏ)ର ରିପୋର୍ଟ ଅନୁଯାୟୀ, ୨୦୨୨ରେ ଭାରତର ମୋଟ ବେକାରି ଜନସଂଖ୍ୟାରେ...

ଶସ୍ତା ହୋଇପାରେ ବିମାନ ଟିକେଟ୍‌

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା):ବେସାମରିକ ବିମାନ ଚଳାଚଳ କ୍ଷେତ୍ର ନିୟାମକ (ଡିଜିସିଏ) ବିମାନ ସେବା ପାଇଁ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛିି। ଏପ୍ରିଲ ୨୩ ରେ ଜାରି କରାଯାଇଥିବା...

ଭିକ୍ଷୁକମୁକ୍ତ ହୋଇପାରୁନି ସ୍ମାର୍ଟସିଟି

ଭୁବନେଶ୍ୱର,୨୯।୪ (ବନ୍ଦନା ସେଠୀ): ସ୍ମାର୍ଟସିଟି ଭୁବନେଶ୍ୱରକୁ ଭିକାରୀ ଏବଂ ଯାଯାବର (ବଞ୍ଜାରା)ମୁକ୍ତ କରିବାକୁ ଅଭିଯାନ ଆରମ୍ଭ କରିଥିଲା ବିଏମ୍‌ସି। ଯଦିଓ ପୂର୍ବଭଳି ସବୁ ମନ୍ଦିର ଆଗରେ...

ଅଲ୍‌ ନ୍ୟୁ ଇଣ୍ଟ୍ରା ଭି-୭୦ର ଅନାବରଣ

ଭୁବନେଶ୍ୱର,୨୯।୪:ଦେଶର ପ୍ରମୁଖ ବାଣିଜି୍ୟକ ଯାନ କମ୍ପାନୀ ତଥା ଟାଟା ମୋଟର୍ସ ଲିମିଟେଡ୍‌ର ଅଲ ନ୍ୟୁ ଇଣ୍ଟ୍ରା ଭି-୭୦ର ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି କମ୍ପାନୀର ଓଡ଼ିଶା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri