Posted inଜାତୀୟ

ବ୍ରିଟିଶ ରାଣୀଙ୍କ ସମ୍ପର୍କୀୟଙ୍କୁ ଜେଲ

ଲଣ୍ଡନ, ୨୪।୨ : ବ୍ରିଟିଶ ରାଣୀ ଏଲିଜାବେଥ୍‌ ଦ୍ୱିତୀୟଙ୍କ ଜଣେ ସମ୍ପର୍କୀୟଙ୍କୁ ଯୌନ ନିର୍ଯାତନା ଅଭିଯୋଗରେ ୧୦ ମାସ ଜେଲ୍‌ ଦଣ୍ଡାଦେଶ ଦିଆଯାଇଛି। ଗତବର୍ଷ ଫେବୃୟାରୀରେ ଷ୍ଟ୍ରାଥ୍‌ମୋରର ୟର୍ଲ ସାଇମନ ବୋଓ୍ବେସ୍‌-ଲିଓନ୍‌ ସ୍କଟଲାଣ୍ଡସ୍ଥିତ ତାଙ୍କ ପୈତୃକ ଦୁର୍ଗରେ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ସ୍ବୀକାର କରିଥିଲେ। ସେ ରାଣୀ ଏଲିଜାବେଥ୍‌ ଦ୍ୱିତୀୟଙ୍କ ସମ୍ପର୍କୀୟ ଭାଇ ତଥା ଷ୍ଟ୍ରାଥ୍‌ମୋର ଓ କିଙ୍ଗହୋମ୍‌ର ଅଷ୍ଟାଦଶ ରାଜା ମିଚାଏଲ୍‌ ବୋଓ୍ବେସ୍‌ ଲିଓନ୍‌ଙ୍କ ପୁଅ। ମଙ୍ଗଳବାର ଡୁଣ୍ଡି ଶେରିଫ୍‌ କୋର୍ଟ ତାଙ୍କୁ ଦଣ୍ଡାଦେଶ ଶୁଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୩ ରାଜ୍ୟରେ ଦେଖାଦେଇପାରେ ଘୋର ବିଜୁଳି ସଙ୍କଟ

ନୂଆଦିଲ୍ଳୀ,୧୯ ।୮: ବହୁ ପରିମାଣରେ ଦେୟ ନ ଦେବା ୧୩ଟି ରାଜ୍ୟରେ ବିଜୁଳି ସଙ୍କଟ ଦେଖାଯାଇପାରେ ବୋଲି ଅନୁମାନ କରାଯାଇଛି । ରାଷ୍ଟ୍ରାୟତ୍ତ ପାୱର ସିଷ୍ଟମ...

ମୌସୁମୀ ବର୍ଷା ନେଲାଣି ୧,୬୭୩ ଜୀବନ

ନୂଆଦିଲ୍ଲୀ, ୨ା୧୦(ପି.ଟି.): ଲଗାଣ ବର୍ଷା ଯୋଗୁ ବିହାର ଓ ଉତ୍ତରପ୍ରଦେଶରେ ମୃତ୍ୟୁସଂଖ୍ୟା ୧୫୭ ଟପିଛି। ଜୁନ୍‌ରୁ ସେପ୍ଟେମ୍ବର ମଧ୍ୟରେ ମୌସୁମୀ ବର୍ଷା ୧୦% ଅଧିକ ହୋଇଛି,...

ହୋମଗାର୍ଡ ଦୁର୍ନୀତିରେ ଯୋଗୀ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ

ଲକ୍ଷ୍ନୌ,୩।୧୨: ଉତ୍ତରପ୍ରଦେଶର ଗୌତମବୁଦ୍ଧ ନଗରରେ ହୋମଗାର୍ଡ ବିଭାଗରେ ଦୁର୍ନୀତି ମାମଲା ସାମ୍ନାକୁ ଆସିଛି। ଉକ୍ତ ବିଭାଗରେ ପୋଲିସ କର୍ମଚାରୀ ମିଛ ଉପସ୍ଥାପନ ଦେଖାଇ କୋଟି କୋଟି...

ପୁଣି ହେମନ୍ତ ସୋରେନଙ୍କ ବଢିଲା ଅଡ଼ୁଆ

ରାଞ୍ଚି,୩।୧୦: ଖଣି ଦୁର୍ନୀତିର ମୁଖ୍ୟ ଅଭିଯୁକ୍ତ ପଙ୍କଜ ମିଶ୍ରଙ୍କ ଘରୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ(ଇଡି) ଚଢାଉ ବେଳେ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ବ୍ୟାଙ୍କ ପାସବୁକ ଏବଂ...

୫ ବର୍ଷ ଧରି ବାପା, ଭାଇ, ଜେଜେବାପା ବଳାତ୍କାର କରୁଥିଲେ

ପୁଣେ,୨୦।୩: ୧୧ ବର୍ଷୀୟା ନାବାଳିକାଙ୍କୁ ତାଙ୍କ ଭାଇ, ବାପା, ଜେଜେବାପା ଏବଂ ସମ୍ପର୍କୀୟ ମାମୁଁ ବିଭିନ୍ନ ସମୟରେ ଯୌନ ନିର୍ଯାତନା ଦେଇଥିଲେ। ଗତ ୫ ବର୍ଷ...

କାନପୁର ହିଂସା ଘଟଣା: ସିଲ୍‌ ହେଲା ପେଟ୍ରୋଲ ପମ୍ପ

କାନପୁର,୬ା୬: କାନପୁର ହିଂସା ଘଟଣାର ମାଷ୍ଟରମାଇଣ୍ଡ ମୌଲାନା ମହମ୍ମଦ ଅଲ୍ଲୀ (ଏମ୍‌ଏମ୍‌ଏ) ଜୌହର ଫ୍ୟାନ୍ସ ଆସୋସିଏଶନର ମୁଖ୍ୟ ହୟାତ୍‌ ଜାଫର ହାସ୍‌ମୀଙ୍କ ସମେତ ସୋମବାର ଅପରାହ୍ନ...

ଗାନ୍ଧୀ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଘୋଷଣା : ଭାରତ ବାହ୍ୟ ମଳମୁକ୍ତ

ଅହମଦାବାଦ,୩ା୧୦(ପି.ଟି.): ଭାରତ ଏବେ ସମ୍ପୂର୍ଣ୍ଣ ବାହ୍ୟ ମଳମୁକ୍ତ ହୋଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଘୋଷଣା କରିଛନ୍ତି। ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ଅବସରରେ ଗୁଜରାଟର...

‘ମୁଁ ସବୁକିଛି ଠିକ୍‌ ଅଛି ବୋଲି କହିପାରିବି ନାହିଁ’

ଚଣ୍ଡିଗଡ଼,୨।୯: ପଞ୍ଜାବ କଂଗ୍ରେସରେ ଏବେ ବି ସବୁ ଠିକ ଚାଲିନାହିଁ। ଦଳର ପଞ୍ଜାବର ଦାୟିତ୍ୱରେ ଥିବା ତଥା ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହରିଶ ରାୱତ ଏହା...

Advertisement
Archives

Model This Week