ହାଜର ନ ହେଲେ ଜେଲ

ମୁମ୍ବାଇ, ୨୮ା୭ : ସଙ୍ଗୀତକାର ଜାଭେଦ ଅଖତରଙ୍କ ମାନହାନି ମାମଲାରେ ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କୁ ଅନ୍ଧେରି ମେଟ୍ରୋପଲିଟାନ କୋର୍ଟ ଚେତାବନୀ ଦେଇଛନ୍ତି। ଆସନ୍ତା ଶୁଣାଣିରେ ହାଜର ନ ହେଲେ କଙ୍ଗନାଙ୍କ ବିରୋଧରେ ଗିରଫ ପରଓ୍ବାନା ଜାରି ହେବ ବୋଲି ଅଦାଲତ କହିଛନ୍ତି। ମଙ୍ଗଳବାର କଙ୍ଗନାଙ୍କୁ କୋର୍ଟରେ ହାଜର ହେବା ପାଇଁ ପୂର୍ବରୁ ନୋଟିସ ଜାରି ହୋଇଥିଲେ ହେଁ ସେ ଆସି ନ ଥିଲେ। ଦେଶ ବାହାରେ ଥିବାରୁ କଙ୍ଗନା ଉପସ୍ଥିତ ହୋଇପାରି ନ ଥିବା ତାଙ୍କ ଓକିଲ କୋର୍ଟରେ କହିଥିଲେ। ତେବେ କଙ୍ଗନାଙ୍କୁ ଶେଷ ସୁଯୋଗ ଦେଇ ଅଦାଲତରେ ହାଜର ହେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଜାଭେଦ ଅଖତର ବଲିଉଡ୍‌ ସୁଇସାଇଡ୍‌ ଗ୍ୟାଙ୍ଗ୍‌ର ସଦସ୍ୟ ବୋଲି କଙ୍ଗନା ଏକ ସାକ୍ଷାତକାରରେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାହ୍ମଣୀରେ ଭାସିଗଲେ ୩ ସାଙ୍ଗ

ତାଳଚେର,୮।୬; ଅନୁଗୋଳ ଜିଲା ତାଳଚେର ବ୍ରାହ୍ମଣୀ ନଦୀରେ ସୋମବାର ଏକ ଅଘଟଣ ଘଟିଛି। ୩ଜଣ ସାଙ୍ଗ ଗାଧୋଇବା ବେଳେ ଭାସିଯାଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କୁ ମୃତ ଅବସ୍ଥାରେ…

୧୦୯ ବର୍ଷ ପରେ ଏହି କାମ କରିବାକୁ ଯାଉଛି ଆମେରିକା: ବିଶ୍ୱରେ ପଡ଼ିଲା ଚହଳ

ଓ୍ବାଶିଂଟନ୍‌,୮।୬:ବିଶ୍ୱର ସର୍ବଶ୍ରେଷ୍ଠ ଶକ୍ତି ଭାବରେ ବିବେଚିତ ଯୁକ୍ତରାଷ୍ଟ୍ର ପୁଣି ଥରେ ଅନ୍ୟ ଏକ ରାଷ୍ଟ୍ରରୁ ଅଞ୍ଚଳ କିଣିବା ବିଷୟରେ ଚିନ୍ତା କରୁଛି। ରିପୋର୍ଟ ଅନୁଯାୟୀ, ରାଷ୍ଟ୍ରପତି ଡୋନାଲ୍ଡ…

ଦିଲ୍ଲୀରେ ଗର୍ଜିଲେ ମମତା: ଇଣ୍ଡିଆ ମେଣ୍ଟ ବୈଠକରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୮।୬: ବିରୋଧୀ ମେଣ୍ଟ ଇଣ୍ଡିଆ ବ୍ଲକରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ବୈଠକରେ ଅର୍ଥନୈତିକ, ସାମାଜିକ ଏବଂ ବୈଦେଶିକ ନୀତି ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କୁ ଘେରିବା ପାଇଁ…

ଦିଲ୍ଲୀ ରାଜନୀତିରେ ହଲଚଲ! ମୋଦିଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ରାହୁଲ, ସରକାର…

ନୂଆଦିଲ୍ଲୀ,୮ା୬: ଇଣ୍ଡିଆ ମେଣ୍ଟ ବୈଠକରୁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି । ସୂତ୍ର ଅନୁଯାୟୀ, ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୈଠକ ସମୟରେ…

ଦାରିଙ୍ଗବାଡ଼ିରୁ ବେଙ୍ଗାଲୁରୁକୁ ଗଞ୍ଜେଇ ଚାଲାଣ, ମାଡ଼ି ବସିଲା ପୋଲିସ, ୩ ଜଣଙ୍କୁ ଧରି…

ଦାରିଙ୍ଗବାଡ଼ି,୮ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରୁ କର୍ନାଟକ ରାଜ୍ୟ ବେଙ୍ଗାଲୁରୁକୁ ଗଞ୍ଜେଇ ଚୋରାଚାଲାଣ ବେଳେ ମାଡ଼ି ବସିଲା ଦାରିଙ୍ଗବାଡ଼ି ପୋଲିସ। ୨୩ କେଜି ଗଞ୍ଜେଇକୁ…

ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ମୃତ୍ୟୁକୁ ନେଇ ପ୍ରତିକ୍ରିୟା ରଖିଲେ ଡିସିପି, କହିଲେ…

କଟକ,୮।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ଘଟଣାରେ କଟକ ଡିସିପି ଖିଲାରୀ ରିଷିକେଶ ସୋମବାର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଡିସିପି କହିଛନ୍ତି, ଚନ୍ଦ୍ରିକା ବ୍ରିଜ ନିକଟକୁ…

Indian Embassy Advisory: ମିଶାଇଲ ମାଡ଼ ପରେ ଇରାନରେ ଥିବା ଭାରତୀୟଙ୍କ ପାଇଁ ଆଡଭାଇଜରୀ ଜାରି

ତେହରାନ/ନୂଆଦିଲ୍ଲୀ,୮।୬: ଇରାନରେ ଥିବା ଭାରତୀୟ ଦୂତାବାସ ଭାରତୀୟ ନାଗରିକଙ୍କ ପାଇଁ ଏହାର ଯାତ୍ରା ପରାମର୍ଶକୁ ପୁନର୍ବାର ଦୋହରାଇଛି। ଦୂତାବାସ କହିଛି ଯେ, ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି,…

ବିଦ୍ରୋହ ଆଗରେ ହାରିଯିବେ କି ଦିଦି? ଭାଜପା ମନ୍ତ୍ରୀଙ୍କୁ ଭେଟି ବଡ଼ ପ୍ଲାନ କଲେ TMC ଏମପି, ନିଦ….

କୋଲକାତା, ୮ା୬: ପଶ୍ଚିମବଙ୍ଗରେ ରାଜନୈତିକ ଅସ୍ଥିରତା ଜାରି ରହିଛି । ବିଧାନସଭା ନିର୍ବାଚନରେ ​​ପରାଜୟ ପରେ, ତୃଣମୂଳ କଂଗ୍ରେସ ଏବେ ଭୁଶୁଡ଼ିବା ପରି ମନେ ହେଉଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri