ବିକିନି କିଲରଙ୍କୁ ମୁକ୍ତ କରିବାକୁ ମନାକଲା ଜେଲ

କାଠମାଣ୍ଡୁ,୨୨ା୧୨:ବିକିନି କିଲର ଭାବେ ପରିଚିତ ସିରିଏଲ୍‌ କିଲର ଚାର୍ଲସ ଶୋଭରାଜଙ୍କୁ ମୁକ୍ତ କରିଦେବା ଲାଗି ନେପାଳ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ୱେ ତାଙ୍କୁ ଛାଡ଼ିବା ଲାଗି ଜେଲ କର୍ତ୍ତୃପକ୍ଷ ମନା କରିଦେଇଛନ୍ତି। ସୁପ୍ରିମକୋର୍ଟଙ୍କ ରାୟ ଅସ୍ପଷ୍ଟ। କେଉଁ ମାମଲାରେ ତାଙ୍କୁ ମୁକ୍ତ କରାଯିବ, ତାହା ରାୟରେ ଉଲ୍ଲେଖ ନ ଥିବା ଜେଲ କର୍ତ୍ତୃପକ୍ଷ କହିଛନ୍ତି। ୭୮ ବର୍ଷୀୟ ଶୋଭରାଜଙ୍କୁ ମୁକ୍ତ କରିଦେବା ଲାଗି ବିଚାରପତି ସ୍ବପ୍ନା ପ୍ରଧାନ ମାଲା ଏବଂ ତିଲ୍‌ ପ୍ରସାଦ ଶ୍ରେଷ୍ଠଙ୍କ ଖଣ୍ଡପୀଠ ବୁଧବାର ରାୟ ଦେଇଥିଲେ। ବହୁ ହତ୍ୟା, ଚୋରି ଓ ଠକେଇ ମାମଲାରେ ଜଡ଼ିତ ଶୋଭରାଜ ଜେଲରୁ ମୁକ୍ତି ପାଇଁ ଆବେଦନ କରିଥିଲେ। ତାଙ୍କ ବୟସାଧିକ୍ୟକୁ ବିଚାରକୁ ନେଇ ନେପାଳ ସୁପ୍ରିମକୋର୍ଟ ତାଙ୍କୁ ମୁକ୍ତ କରିଦେବା ଲାଗି ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଛାତ୍ରଙ୍କ ଜାପାନ ଯାତ୍ରା: ବିଭିନ୍ନ ମହଲରୁ ଛୁଟୁଛି ଶୁଭେଚ୍ଛାର ସୁଅ      

ଦିଗପହଣ୍ଡି,୨୯|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ଗ୍ରାମର ଛାତ୍ର ଦେବାଶିଷ ମିଶ୍ର ଜାପାନ ଯାତ୍ରା କରିଛନ୍ତି। ସେ ଗାଁ ସ୍କୁଲରୁ ପାଠ ପଢ଼ି…

ଧାନ ମଣ୍ଡି ନିକଟରୁ ମିଳିଲା ରକ୍ତାକ୍ତ ମୃତଦେହ, ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ

କୋକସରା,୨୯ା୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଡାଲଗୁମା ଗ୍ରାମ ଧାନ ମଣ୍ଡି ନିକଟରୁ ଜଣେ ବ୍ୟକ୍ତିଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ପୋଲିସ ଜବତ କରିଛି।…

ଥୁଆମୂଳ ରାମପୁରରେ ଜିଲାପାଳଙ୍କ ଅଭିଯୋଗ ଶୁଣାଣି: ୭୮ଟି ଆବେଦନ ଗ୍ରହଣ, ସମାଧାାନକୁ ନେଇ ଉଠିଲା ପ୍ରଶ୍ନ

ଥୁଆମୂଳ ରାମପୁର, ୨୯/୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ ପଞ୍ଚାୟତ ସମିତି ସଭାଗୃହରେ ସୋମବାର ବ୍ଲକସ୍ତରୀୟ ସଂଯୁକ୍ତ ଜନଅଭିଯୋଗ ଶୁଣାଣି ଓ ସମାଧାନ…

ସରକାର ନେଲେ ବଡ଼ ନିଷ୍ପତ୍ତି; ୧ ଜୁଲାଇରୁ ପେଟ୍ରୋଲ-ଡିଜେଲ…

ନୂଆଦିଲ୍ଲୀ,୨୯।୬: ୧ ଜୁଲାଇରୁ ପେଟ୍ରୋଲ ଏବଂ ଡିଜେଲ କିଣିବାକୁ ନେଇ ସରକାର ଏକ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସରକାର ପ୍ରତି ବ୍ୟକ୍ତି ଏବଂ ପ୍ରତି ଗାଡ଼ି…

ସୁନା ବ୍ୟବସାୟୀଙ୍କ ଘରୁ ଲୁଟ୍‌: ୫ ବର୍ଷ ପରେ ତାମିଲନାଡୁରୁ ଗିରଫ ହେଲେ ଦମ୍ପତି

ମାଲକାନଗିରି,୨୯ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସଦର ମହକୁମାର ଏକ ସୁନା ବ୍ୟବସାୟୀଙ୍କ ଘରୁ ଅଳଙ୍କାର ଚୋରି ମାମଲାରେ ତାମିଲନାଡୁର ଏକ ଦମ୍ପତି ଗିରଫ ହୋଇଛନ୍ତି।ଏନେଇ ମାଲକାନଗିରି ଏସ୍‌ପି ବିନୋଦ…

ଭାଜପା ଯୁବମୋର୍ଚ୍ଚା କର୍ମକର୍ତ୍ତା ଘୋଷଣା: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭଞ୍ଜନଗର,୨୯।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭାଜପା ଭଞ୍ଜନଗର ସାଂଗଠନିକ ଜିଲାର ନୁତନ ଯୁବ ମୋର୍ଚ୍ଚା କର୍ମକର୍ତ୍ତାଙ୍କ ନାମ ସୋମବାର ଘୋଷଣା ହୋଇଛି। ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି…

ଗୋଟିଏ ବୟାନରେ ଦୋହଲିଗଲା ଢାକାରୁ ନୂଆଦିଲ୍ଲୀ! ବାଂଲାଦେଶ ଫେରିବାକୁ କାହିଁକି ଜିଦ୍‌ ଧରିଛନ୍ତି ଶେଖ ହାସିନା?

ନୂଆଦିଲ୍ଲୀ,୨୯।୬: ଶେଖ ହାସିନାଙ୍କ ‘ଏହି ବର୍ଷ ହିଁ ବାଂଲାଦେଶ ଫେରିବି’ ବୋଲି ବୟାନ ନୂଆଦିଲ୍ଲୀରୁ ଢାକା ପର୍ଯ୍ୟନ୍ତ ରାଜନୈତିକ ହଲଚଲ୍ ବଢ଼ାଇ ଦେଇଛି। ୨୨ ମାସ ପରେ…

ହଠାତ୍‌ ଭାବପ୍ରବଣ ହେଲେ ସୂର୍ଯ୍ୟକୁମାର: ଲେଖୁ ଲେଖୁ ଲେଖିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୯।୬: ଭାରତୀୟ ଦଳ ନିକଟରେ ଆୟର୍ଲାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ହାରିଛି। ନୂତନ ଟି-୨୦ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଏହା କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri