ଜେଲ୍ ୱାର୍ଡରଙ୍କ ଦବଙ୍ଗଗିରି! ବିଚ୍ ରାସ୍ତାରେ ଯୁବକଙ୍କୁ ଚାପୁଡ଼ା, ଭିଡିଓ ଭାଇରାଲ

ବ୍ରହ୍ମପୁର,୧୨।୬(ସୁବାସ ଚନ୍ଦ୍ର ପାଢ଼ୀ) : ବ୍ରହ୍ମପୁର ମଣ୍ଡଳ କାରାଗାର ମୁଖ୍ୟ ଫାଟକ ସମ୍ମୁଖରେ ଜେଲ ଓ୍ବାର୍ଡର ଜଣେ ଯୁବକଙ୍କୁ ମାଡ ମାରୁଥିବା ଭିଡିଓ ଭାଇରାଲ ହେଉଛି । ଜଣେ ମହିଳାଙ୍କ ମୋବାଇଲ ଫୋନ ଚୋରି କରିବା ଅଭିଯୋଗରେ ଓ୍ବାର୍ଡର ଜଣକ ଯୁବକଙ୍କୁ ମାଡ଼ ମାରିଥିବା କୁହାଯାଉଛି । ତେବେ ଏନେଇ କୌଣସିଠାରେ ଅଭିଯୋଗ ହୋଇନାହିଁ । ଗୁରୁବାର ମହିଳା ଓ ସଂପୃକ୍ତ ଯୁବକ ପୃଥକ ଭାବେ ନିଜ ସମ୍ପର୍କୀୟଙ୍କୁ କାରାଗରରେ ଦେଖା କରିବାକୁ ଆସିଥିଲେ । ମହିଳାଜଣକ ଦୋକାନ ନିକଟରେ ଛିଡା ହୋଇଥିବା ବେଳେ ତାଙ୍କ ମୋବାଇଲ ଫୋନ ଚୋରି ହୋଇଯାଇଥିଲା । ପରେ ସଂପୃକ୍ତ ଯୁବକଙ୍କ ନିକଟରୁ ଉକ୍ତ ମୋବାଇଲ ଫୋନ ମିଳିଥିଲା । ଘଟଣା ସମ୍ପର୍କରେ ମହିଳା ଜଣକ ଫାଟକରେ କାର୍ଯ୍ୟରତ ଜେଲ ଓ୍ବାର୍ଡରଙ୍କୁ କହିଥିଲେ । ମୋବାଇଲ ମିଳିବା ପରେ ଓ୍ବାର୍ଡର ଜଣଙ୍କ ଯୁବକଙ୍କ ପାଖକୁ ଆସି ଚାପୁଡା ମାରିଥିବା ଭାଇରାଲ ଭିଡିଓରେ ଦେଖାଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

ସେପ୍ଟେମ୍ବର ୧୭ ପରେ ଏହି ୨ ରାଶିର ଭାଗ୍ୟ ଚମକାଇବେ ସୂର୍ଯ୍ୟ: ଚାକିରିରେ ପଦୋନ୍ନତି ସହ ହେବେ ମାଲାମାଲ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ନେତୃତ୍ୱ, ପଦ-ପ୍ରତିଷ୍ଠା ଓ କ୍ୟାରିୟରର ପ୍ରମୁଖ କାରକ ବୋଲି ମନେ କରାଯାଏ। ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଅନେକ ରାଶିର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ବୈଭବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଇଶାନ କିଶନ: କହିଲେ-ଆଗକୁ ସମ୍ଭାଳିବେ…ନିଆଁ ପରି ବ୍ୟାପିଗଲା ଏହି କଥା

ନୂଆଦିଲ୍ଲୀ,୧୨।୯: : ଖୁବ କମ୍‌ ବୟସରେ କ୍ରିକେଟ ଜଗତରେ ନିଜର ଅଲଗା ପରିଚୟ ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ତାଙ୍କ ବ୍ୟାଟିଂ ସହ କ୍ୟାପ୍ଟେନ୍ସି…

ବଢିଲା ଟିମ ଇଣ୍ଡିଆର ଟେନସନ୍‌: ପଡିଆରେ ଅଭ୍ୟାସ ସମୟରେ ହଠାତ୍‌ ଇଶାନ କିଶନ…

ନୂଆଦିଲ୍ଲୀ,୧୨।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ଆରମ୍ଭ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଆସିଛି ଚିନ୍ତା ବଢ଼ାଇବା ଭଳି ଖବର। ଦିଲ୍ଲୀର ଅରୁଣ ଜେଟଲୀ କ୍ରିକେଟ ଷ୍ଟାଡିୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?