ଅନଶନରେ ବସିଲେ ଜେଲ୍‌ କର୍ମଚାରୀ

ଭଦ୍ରକ,୨୫ା୯(ସନାତନ ରାଉତ): ଜେଲ୍‌ କର୍ମଚାରୀମାନେ ସେମାନଙ୍କର ପ୍ରମୁଖ ଦାବି ପୂରଣ ପାଇଁ କଳା ବ୍ୟାଜ୍‌ ପରିଧାନ ପରେ ସୋମବାରଠାରୁ ଜେଲ୍‌ ଆଗରେ ଅନଶନରେ ବସିଛନ୍ତି। ସେମାନଙ୍କର ପଦୋନ୍ନତି, ଖାଦ୍ୟ ଭତ୍ତା ୧୪୦୦ ଶହ ଟଙ୍କାକୁ ବୃଦ୍ଧି, ବେତନ ବୃଦ୍ଧି ଆଦି ଦାବିରେ ଜେଲ କର୍ମଚାରୀ ସଂଘର ନିର୍ଦ୍ଦେଶରେ ଭଦ୍ରକ ଜେଲ୍‌ କର୍ମଚାରୀମାନେ ଧାରଣାରେ ବସିଛନ୍ତି। ୨୪ ତାରିଖ ପର୍ଯ୍ୟନ୍ତ କଳାବ୍ୟାଜ୍‌ ପରିଧାନ କରି କର୍ତ୍ତବ୍ୟରେ ଯୋଗ ଦେଇଥିବା ବେଳେ ସେମାନଙ୍କ ଦାବି ପୂରଣ ନ ହେବାରୁ ସୋମବାର ଅନଶନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri