Posted inଜାତୀୟ

ଜେଲ୍‌ରୁ ମୋଦିଙ୍କ ବିରୋଧରେ ନିର୍ବାଚନ ଲଢିପାରନ୍ତି ବାହୁବଳୀ ନେତା ଅତିକ ଅହମ୍ମଦ

ପ୍ରୟାଗରାଜ,୨୯।୪: ବାହୁବଳୀ ନେତା ତଥା ଫୁଲପୁରର ଏମ୍‌ପି ଥିବା ଅତିକ ଅହମ୍ମଦଙ୍କୁ ଯଦି କୋର୍ଟ ପାରୋଲରେ ନ ଛାଡନ୍ତି ତେବେ ସେ ଜେଲ୍‌ରେ ରହି ନିର୍ବାଚନ ଲଢିବା କଥା ଚିନ୍ତା କରୁଛନ୍ତି। ଖବରଦାତାଙ୍କୁ ଦେଇଥିବା ଏକ ସାକ୍ଷାତ୍‌କାରରେ ଅତିକଙ୍କ ପତ୍ନୀ ସାଇସ୍ତା ପରବିନ ଏହି ସୂଚନା ଦେଇଛନ୍ତି। ତେବେ ଅତିକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିପକ୍ଷରେ ବାରାଣସୀରୁ ନିର୍ବାଚନ ଲଢିବେ ବୋଲି ସେ କହିଛନ୍ତି। ଅତିକ ୩ ସପ୍ତାହର ପାଲୋର ପାଇଁ କୋର୍ଟରେ ଆବେଦନ କରିଥିବା ବେଳେ ସୋମବାର ଏହାର ଶୁଣାଣି କରାଯିବ। ସୂଚନାଯୋଗ୍ୟ, ବାରାଣସୀରୁ ପ୍ରଧାନମନ୍ତ୍ରୀଙ୍କ ବିପକ୍ଷରେ କଂଗ୍ରେସ ପ୍ରାର୍ଥୀ ଅଜୟ ରାୟ ମଇଦାନକୁ ଓହ୍ଲାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଧାରଣ ଲୋକଙ୍କୁ ପୁଣି ବଡ଼ ଝଟ୍‌କା! ପେଟ୍ରୋଲ ୫ଟଙ୍କା ପ୍ରତି ଲିଟର…

ନୂଆଦିଲ୍ଲୀ,୨୧।୫: ଯଦି ଆପଣ ଭାବୁଛନ୍ତି ଯେ ଗତ ସପ୍ତାହରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପ୍ରତି ଲିଟର 4 ବୃଦ୍ଧି ପରେ ଆପଣଙ୍କୁ କିଛି ଆଶ୍ୱସ୍ତି ମିଳିବ,…

ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ନିଷ୍ପତ୍ତି, ଗାଡ଼ି ଚାଳକଙ୍କୁ ମିଳିବ…

ନୂଆଦିଲ୍ଲୀ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ବିବାଦର ପ୍ରଭାବ ସାରା ବିଶ୍ୱରେ ଅନୁଭୂତ ହେଉଛି। ଫଳସ୍ୱରୂପ, ବିଶ୍ୱବ୍ୟାପୀ ଅଶୋଧିତ ତୈଳ ମୂଲ୍ୟ ସ୍ଥିର ଭାବରେ ବୃଦ୍ଧି…

ବିଦେଶ ଗସ୍ତରୁ ଫେରି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଲେ ମୋଦି: ସବୁ କେନ୍ଦ୍ରମନ୍ତ୍ରୀଙ୍କୁ ଦିଲ୍ଲୀରେ ରହିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୧।୫: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାଞ୍ଚଟି ରାଷ୍ଟ୍ର ଗସ୍ତ ଶେଷ କରି ଗୁରୁବାର ସକାଳେ ଦେଶକୁ ଫେରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ସଂଯୁକ୍ତ ଆରବ ଏମିରେଟ୍ସ, ନେଦରଲ୍ୟାଣ୍ଡସ,…

ପଶ୍ଚିମବଙ୍ଗରୁ ଅନୁପ୍ରବେଶକାରୀଙ୍କୁ ତଡ଼ିବା ପ୍ରକ୍ରିୟା ଆରମ୍ଭ: ଗିରଫ କରି ସିଧାସଳଖ BSFକୁ ହସ୍ତାନ୍ତର କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

କୋଲକାତା, ୨୦।୬: ପଶ୍ଚିମବଙ୍ଗରୁ ବେଆଇନ ଅନୁପ୍ରବେଶକାରୀଙ୍କୁ ବାହାର କରିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ରାଜ୍ୟର ନବର୍ନିବାଚିତ ଭାଜପା ସରକାରର ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ବୁଧବାର ରାଜ୍ୟ…

ଜାତିସଂଘର ଚେତାବନୀ, ଆହୁରି ମହଙ୍ଗା ହେବ ପେଟ୍ରୋଲ-ଡିଜେଲ! ଦେଖାଦେଇପାରେ ଖାଦ୍ୟ ସଙ୍କଟ

ନୂଆଦିଲ୍ଲୀ,୨୦।୫:  ଜାତିସଂଘର ଖାଦ୍ୟ ଏବଂ କୃଷି ସଂଗଠନ (FAO) ବୁଧବାରଏକ ଗମ୍ଭୀର ବିଶ୍ୱ ଖାଦ୍ୟ ସଙ୍କଟ ସମ୍ପର୍କରେ ଏକ ଚେତାବନୀ ଜାରି କରିଛି । FAO ଅନୁଯାୟୀ,…

ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ପରିବାରକୁ ବଡ଼ ଝଟ୍‌କା: କୋର୍ଟଙ୍କ ନିର୍ଦ୍ଦେଶ ଯୋଗୁ ହେବ ନାହିଁ…

ଭୋପାଳ,୨୦।୫: ମଧ୍ୟପ୍ରଦେଶର ବହୁ ଚର୍ଚ୍ଚିତ ମଡେଲ୍‌ ତଥା ଅଭିନେତ୍ରୀ ଟ୍ବିଶା ଶର୍ମାଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ପୀଡ଼ିତ ପରିବାରକୁ ଏକ ବଡ଼ ଝଟ୍‌କା ଲାଗିଛି। ମୃତଦେହର ଦ୍ୱିତୀୟ…

ଏହି ଜିଲା ବିଶ୍ବରେ ସବୁଠୁ ଉତ୍ତପ୍ତ, ତାପମାତ୍ରା ୪୭.୬ ଡିଗ୍ରୀ ରେକର୍ଡ

ଲକ୍ଷ୍ନୌ,୨୦ା୫: ଉତ୍ତର ପ୍ରଦେଶର ବୁନ୍ଦେଲଖଣ୍ଡ ଅଞ୍ଚଳର ବାନ୍ଦା ଜିଲା ଚଳିତ ବର୍ଷ ଗ୍ରୀଷ୍ମ ରେକର୍ଡକୁ ଲଗାତାର ଭାଙ୍ଗିବାରେ ଲାଗିଛି । ଗତ ମାସରେ ଦ୍ୱିତୀୟ ଥର ବାନ୍ଦା…

ମେଲୋଡିକୁ ନେଇ ମୋଦିଙ୍କୁ ଟାର୍ଗେଟ କଲେ ଖାର୍ଗେ, ବେକାରି ଯୋଗୁଁ….

ନୂଆଦିଲ୍ଲୀ,୨୦ା୫: “ମେଲୋଡି”କୁ ନେଇ ବର୍ତ୍ତମାନ ଚର୍ଚ୍ଚା ଜୋର ଧରିଛି । ଗୋଟିଏ ପଟେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କ ମଧ୍ୟରେ ବନ୍ଧୁତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri